୧୫ ଫୁଟ୍‌ ପୋଲ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର, ହେଲ୍‌ପର

ଲାଞ୍ଜିଗଡ଼,୨।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶନାଥପୁର ଥାନା ଅନ୍ତର୍ଗତ ଢେପଗୁଡ଼ା ପୋଲରେ ପୁଣି ଏକ କୋଇଲା ବୋଝେଇ ଟ୍ରକ୍‌ ପୋଲ ତଳକୁ ଖସିପଡ଼ିଛି। ଭବାନୀପାଟଣା ଠାରୁ ରାୟଗଡ଼ାକୁ ସଂଯୋଗ କରୁଥିବା…

କେନ୍ଦ୍ର ବଜେଟ୍‌ରେ ଇକୋ ଟୁରିଜିମ୍‌କୁ ଗୁରୁତ୍ୱ: ଋଷିକୂଲ୍ୟା ମୁହାଁଣରେ ହେବ…

ଗଞ୍ଜାମ,୨।୨(ବିଦ୍ୟାଧର ସାହୁ): ବିଶ୍ବ ପର୍ଯ୍ୟଟନ ମାନଚିତ୍ରରେ ସାମୁଦ୍ରିକ କଇଁଛ ବିରଳ ପ୍ରଜାତିର ଅଲିଭ ରିଡ୍‌ଲେଙ୍କ ଏନ୍ତୁଡ଼ିଶାଳ ଭାବେ ସ୍ବତନ୍ତ୍ର ସ୍ଥାନ ପାଇଥିବା ଋଷିକୂଲ୍ୟା ମୁହାଁଣରେ ଇକୋ କରିଡର ହେବ । ପ୍ରଥମଥର ପାଇଁ କେନ୍ଦ୍ର…

ବାଟରେ ଯାଉଥିବାବେଳେ ଦୁର୍ଘଟଣାରେ ଗୁରୁତରଙ୍କୁ ଦେଖି ଏମିତି କାମ କଲେ ସାମାଜିକ କର୍ମୀ

ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡାହାଡ ଡ୍ୟାମ ରାସ୍ତାର ବିଦେଶୀ ମଦ ଦୋକାନ ନିକଟରେ ସୋମବାରଜଣେ ସ୍କୁଟି ଚାଳକ ଗାଡିରୁ ନିୟନ୍ତ୍ରଣ ହରାଇ ରାସ୍ତାରେ କଚାଡି ହୋଇପଡି ଗୁରୁତର ହୋଇଥିଲେ।…

ମିଛ ପ୍ରମାଣପତ୍ର ଦେଖାଇ ବୁଲୁଛନ୍ତି ଅନୁପ୍ରବେଶକାରୀ: ଚିହ୍ନଟ କରି ବିତାଡିତ ପାଇଁ ଏସଡିପିଓଙ୍କୁ ଦାବି କଲେ…

ଦାରିଙ୍ଗବାଡି, ୨।୨ (ଅରୁଣ ସାହୁ ): କନ୍ଧମାଳ ଜିଲାର ବିଭିନ୍ନ ବ୍ଲକ ସମେତ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବଙ୍ଗଳାଦେଶୀ ଅନୁପ୍ରବେଶକାରୀ ବିଭିନ୍ନ ପ୍ରମାଣପତ୍ର ହାତେଇ ଘୂରିବୁଲୁଛନ୍ତି । ସେମାନେ ବୁଲା ବିକାଳୀ ସମେତ ବିଭିନ୍ନ…

ପୋଲିସକୁ ସଫଳତା: ସିରିଜ ଚୋରି ଘଟଣାରେ ଜେଲ ଗଲେ ୫ ଅଭିଯୁକ୍ତ, ଜବତ ହେଲା ଏତେ ପରିମାଣର…

ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଇଲାକାରେ ଗତ ୧୫ ଦିନ ମଧ୍ୟରେ ୫ ରୁ ଉଦ୍ଧର୍‌ବ ଗ୍ରାମରେ ଘଟିଥିବା ରହସ୍ୟମୟ ସିରିଜ ଚୋରି ଘଟଣାରେ ସମ୍ପୃକ୍ତ ୫ ଅଭିଯୁକ୍ତଙ୍କୁ ତଦନ୍ତକାରୀ…

ବିଶ୍ବ ଆଦ୍ର ଭୂମି ଦିବସରେ ଯୋଗ ଦେଇ ବଡ଼ ସୂଚନା ଦେଲେ ଡିଏଫ୍‌ଓ, କହିଲେ ଗଞ୍ଜାମ ଜିଲାର…

ଭଞ୍ଜନଗର,୨।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ସୋମବାର ଅପରାହ୍ନରେ ସ୍ଥାନୀୟ ବନ ବିହାର ପରିସରରେ ବିଶ୍ବ ଆଦ୍ର ଭୂମି ଦିବସ ପାଳିତ ହୋଇଯାଇଛି। ଏଥିରେ ଡିଏଫ୍‌ଓ ହିମାଂଶୁ ଶେଖର…

ସିଗାରେଟ୍ ଦରରେ ବଡ଼ ବୃଦ୍ଧି: ପ୍ୟାକେଟ୍ ପିଛା ଏତିକି ଟଙ୍କା ଯାଏ ବଢ଼ିଲା ଦାମ୍

ନୂଆଦିଲ୍ଲୀ,୨।୨: ଫେବୃୟାରୀ ୧, ଆରମ୍ଭରୁ ଦେଶରେ ସିଗାରେଟ୍ ଏବଂ ତମାଖୁ ଜାତ ଦ୍ରବ୍ୟର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟିଛି। କେନ୍ଦ୍ର ସରକାର ତମାଖୁ ଉପରେ ଅତିରିକ୍ତ ଅବକାରୀ ଶୁଳ୍କ ଏବଂ ସ୍ୱାସ୍ଥ୍ୟ ସେସ୍ ଲାଗୁ କରିବା ପରେ ଏହି ମୂଲ୍ୟ…

୬ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ବିମାନ ବନ୍ଦରରେ ଭବ୍ୟ ସ୍ୱାଗତ

ଭୁବନେଶ୍ୱର,୨।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସି ସୋମବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବାୟୁସେନାର ଏକ ସ୍ୱତନ୍ତ୍ର ବିମାନ ଯୋଗେ ସେ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ଅବତରଣ କରିବା ପରେ ତାଙ୍କୁ ରାଜ୍ୟ ସରକାରଙ୍କ…

ମଞ୍ଚରେ ଥିଲେ ମୁଖ୍ୟମନ୍ତ୍ରୀ, ପୂର୍ବ ସରକାରଙ୍କୁ କଟାକ୍ଷ କଲେ ଜିଲାପାଳ

ନୂଆଦିଲ୍ଲୀ,୨।୨: ସୁବର୍ଣ୍ଣପୁର ଜିଲାପାଳ ନୃପରାଜ ସାହୁଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି। ରବିବାର ସୁବର୍ଣ୍ଣପୁରରେ ଆୟୋଜିତ ‘ସୁଭଦ୍ରା ଶକ୍ତି ମେଳା’ ଶୁଭାରମ୍ଭ ହୋଇଥିଲା। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଜିଲାପାଳ ପରୋକ୍ଷରେ ପୂର୍ବ ବିଜେଡି…

ପୂର୍ବତନ ସେନାମୁଖ୍ୟଙ୍କ ଅପ୍ରକାଶିତ ବହିକୁ ନେଇ ଲୋକସଭାରେ ଝଡ଼

ନୂଆଦିଲ୍ଲୀ,୨।୨: ପୂର୍ବତନ ସେନା ମୁଖ୍ୟ ଜେନେରାଲ୍ ଏମ.ଏମ. ନରଭାଣେଙ୍କ ଆତ୍ମଜୀବନୀ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’କୁ ନେଇ ସଂସଦରେ ହଙ୍ଗାମା ଦେଖିବାକୁ ମିଳିଛି। ସୋମବାର ଲୋକସଭାରେ ଶାସକ ଓ ବିରୋଧୀଙ୍କ ମଧ୍ୟରେ ଏହି ପ୍ରସଙ୍ଗରେ ପ୍ରବଳ ହଙ୍ଗାମା ହୋଇଛି। ବିରୋଧୀ ଦଳ…

ଭାରତରେ ବଢୁଛି ପ୍ରିମିୟମ୍ ସ୍ମାର୍ଟଫୋନ୍ ଚାହିଦା: ୨୦୨୫ରେ ଆପଲ୍‌ର ଐତିହାସିକ ରେକର୍ଡ

ନୂଆଦିଲ୍ଲୀ,୨।୨: ଭାରତୀୟ ସ୍ମାର୍ଟଫୋନ୍ ବଜାର ପାଇଁ ୨୦୨୫ ବର୍ଷଟି ବେଶ୍ ଗୁରୁତ୍ୱପୂର୍ଣ୍ଣ ରହିଛି। କାଉଣ୍ଟରପଏଣ୍ଟ ରିସର୍ଚ୍ଚର ରିପୋର୍ଟ ଅନୁଯାୟୀ, ଗତବର୍ଷ ଭାରତୀୟ ବଜାରରେ ଶସ୍ତା ଫୋନ୍ ଅପେକ୍ଷା ଦାମୀ ସ୍ମାର୍ଟଫୋନର ଚାହିଦା ବହୁଗୁଣା ବୃଦ୍ଧି ପାଇଛି। ସାମଗ୍ରିକ ଭାବେ ବଜାରର ବିକ୍ରି…

ବାଂଲାଦେଶକୁ ଜୋରଦାର ଝଟ୍‌କା ଦେଲା ଭାରତ: ଶେଷରେ ପଶ୍ଚାତାପ କରିବା ଛଡା…

ନୂଆଦିଲ୍ଲୀ,୨।୨: ଏଥର କେନ୍ଦ୍ର ବଜେଟ ୨୦୨୬-୨୭ରେ ଭାରତର ବୈଦେଶିକ ସହାୟତା ନୀତି ବିଷୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେଉଛି। ବାଂଲାଦେଶକୁ ଆବଣ୍ଟିତ ସହାୟତାରେ ଉଲ୍ଲେଖନୀୟ ହ୍ରାସ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ବଜେଟ ବାଂଲାଦେଶକୁ କେବଳ ୬୦ କୋଟି ଯୋଗାଇବାକୁ ନିଷ୍ପତ୍ତି ନେଇଛି,…

୧୬ତମ ଅର୍ଥ କମିଶନ: କର୍ଣ୍ଣାଟକକୁ ବଡ଼ ଫାଇଦା, ଓଡ଼ିଶା ସହିଲା କ୍ଷତି; ଜାଣନ୍ତୁ ସମ୍ପୂର୍ଣ୍ଣ ରିପୋର୍ଟ

ନୂଆଦିଲ୍ଲୀ,୨।୨: ୧୬ତମ ଅର୍ଥ କମିଶନଙ୍କ ନୂତନ ସୂତ୍ର ଅନୁସାରେ କେନ୍ଦ୍ରୀୟ ଟିକସ ପାଣ୍ଠିରୁ ରାଜ୍ୟମାନଙ୍କୁ ଟଙ୍କା ମିଳିବ। ଏହି ନୂଆ ବ୍ୟବସ୍ଥାରେ କର୍ଣ୍ଣାଟକ ସବୁଠାରୁ ଅଧିକ ଲାଭବାନ ହୋଇଥିବାବେଳେ ମଧ୍ୟପ୍ରଦେଶ ସବୁଠାରୁ ଅଧିକ କ୍ଷତି ସହିଛି। ଓଡ଼ିଶା ସରକାର ଅଂଶଧନକୁ ୫୦…

ବଜେଟ୍‌କୁ ନେଇ ରେଳ ମନ୍ତ୍ରୀଙ୍କ ସୂଚନା: ଓଡ଼ିଶାକୁ ମିଳିବ ବଡ଼ ଫାଇଦା, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୨।୨: କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୋମବାର ଏକ ପ୍ରେସମିଟ୍‌ କରି ବଡ଼ ସୂଚନା ଦେଇଛନ୍ତି। ରେଳ ମନ୍ତ୍ରୀ କହିଛନ୍ତି, ବଜେଟ୍‌ରେ ଓଡ଼ିଶା ପାଇଁ ୧୦ ହଜାର ୯୨୮ କୋଟି ଟଙ୍କା ରହିଛି।ଇଷ୍ଟ- ୱେଷ୍ଟ କରିଡରରୁ ଓଡ଼ିଶାକୁ ବଡ଼ ଫାଇଦା…

ଶେଖ ହାସିନାଙ୍କୁ ବଡ଼ ଝଟ୍‌କା: କୋର୍ଟ ଦେଲେ ବଡ଼ ରାୟ

ଢାକା,୨।୨: ବାଂଲାଦେଶର ଏକ କୋର୍ଟ ସରକାରୀ ଗୃହ ପ୍ରକଳ୍ପ ଜମି ଆବଣ୍ଟନରେ ଅନିୟମିତତା ସହିତ ଜଡିତ ଦୁଇଟି ପୃଥକ ଦୁର୍ନୀତି ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କୁ ୧୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଢାକାର ସୱତନ୍ତ୍ର ବିଚାରପତି କୋର୍ଟ-୪ର ବିଚାରପତି…

ସ୍ବାସ୍ଥ୍ୟ ପାଇଁ ୦.୫%

କ୍ରମାଗତ ୯ମ ଥର ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଫେବୃଆରୀ ୧ରେ ୨୦୨୬-୨୭ ଆର୍ଥିକ ବର୍ଷ ସକାଶେ ବଜେଟ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀଙ୍କ ଭାଷଣ ପରେ ହଠାତ୍‌ ଶେୟାର ବଜାର ସେନ୍‌ସେକ୍ସ ୧୮୦୦ରୁ ଊର୍ଦ୍ଧ୍ୱ ପଏଣ୍ଟ ହ୍ରାସ ପାଇଥିଲା। ଆର୍ଥିକ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଜନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri