Odisha Elections 2024
Posted inଖେଳ

ବିଦର୍ଭକୁ ହରାଇ ରଣଜୀ ଟ୍ରଫି ଜିତିଲା ମୁମ୍ବାଇ

ନୂଆଦିଲ୍ଲୀ,୧୪।୩: ମୁମ୍ବାଇ ପୁଣି ଥରେ ରଣଜୀ ଟ୍ରଫି ଟାଇଟଲ ଜିତିଛି। ଫାଇନାଲରେ ବିଦର୍ଭଙ୍କୁ ୧୬୯ ରନ୍‌ରେ ପରାସ୍ତ କରି ଦଳ ଏହି ସଫଳତା ହାସଲ କରିଛି। ବିଦର୍ଭ ପାଇଁ ମୁମ୍ବାଇ ୫୩୮ ରନ୍‌ର ବିଶାଳ ଲକ୍ଷ୍ୟ ଦେଇଥିଲା। ଏହାକୁ ବିଦର୍ଭ ହାସଲ କରିବାରେ ବିଫଳ ହୋଇଛି। ଏହି ବିଜୟ ସହ ରଣଜୀ ଇତିହାସର ସଫଳ ଟିମ୍‌ ମୁମ୍ବାଇ ଆଉ ଏକ ଟ୍ରଫି ଜିତିବାରେ ସଫଳ ହୋଇଛି। ଏହା ହେଉଛି ମୁମ୍ବାଇ ଦଳର ୪୨ ତମ ରଣଜୀ ଟ୍ରଫି ଟାଇଟଲ।

ବିଦର୍ଭଙ୍କୁ ପରାସ୍ତ କରି ମୁମ୍ବାଇ ମଧ୍ୟ ରଣଜୀ ଟ୍ରଫି ପିଚ୍‌ରେ ଟାଇଟଲ୍‌ ପାଇଁ ୯ ବର୍ଷର ଅପେକ୍ଷା ଶେଷ କରିଛି। ଦଳ ଶେଷ ଥର ପାଇଁ ୨୦୧୫-୧୬ ରେ ଏହି ଟାଇଟଲ ଜିତିଥିଲା। ବିଦର୍ଭ ତୃତୀୟ ଥର ପାଇଁ ରଣଜୀ ଟ୍ରଫି ଫାଇନାଲ ଖେଳିଥିଲା। ଏହା ପୂର୍ବରୁ ଖେଳାଯାଇଥିବା ଉଭୟ ଫାଇନାଲରେ ଦଳ ଜିତିଥିଲା। କିନ୍ତୁ ଏଥର ବିଦର୍ଭ ଚାମ୍ପିୟନ ହୋଇପାରି ନାହିଁ। ଟ୍ରଫି ମୁମ୍ବାଇ ହାତକୁ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସାମିଲ ହୋଇପାରନ୍ତି ଏହି ବିସ୍ଫୋରକ ବ୍ୟାଟର, ଜାଣନ୍ତୁ ଆଇପିଏଲ୍‌ର ଏହି ଦଳରେ ଖେଳନ୍ତି…

ନୂଆଦିଲ୍ଲୀ,୨୦ା୫: ଆସନ୍ତା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ବିସ୍ଫୋରକ ବ୍ୟାଟର ଜେମ୍‌ ଫ୍ରେଜର ମ୍ୟାକ୍‌ଗ୍ରୁପ୍‌ ଓ ମାଥ୍ୟୁ ଶର୍ଟ ଅଷ୍ଟ୍ରେଲିଆର ଟ୍ରାମେଲିଂ ରିଜର୍ଭ ଖେଳାଳି ହୋଇ...

କ୍ୱାଲିଫାୟର ମ୍ୟାଚ ନ ଖେଳି ଏହିଭଳି ଭାବେ ଫାଇନାଲରେ ପ୍ରବେଶ କରିବ କେକେଆର, ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୦।୫: ଆଇପିଏଲ ୨୦୨୪ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଲିଗ ପର୍ଯ୍ୟାୟର ସମସ୍ତ ୭୦ଟି ମ୍ୟାଚ ଖେଳାଯାଇସାରିଛି। ବର୍ତ୍ତମାନ ପ୍ଲେ ଅଫ୍‌ ମଙ୍ଗଳବାର ମେ ୨୧ରୁ...

ବିଶ୍ୱରେକର୍ଡ ସହ ସ୍ବର୍ଣ୍ଣ ଜିତିଲେ ଦୀପ୍ତି

ନୂଆଦିଲ୍ଲୀ,୨୦।୪: ଭାରତର ଦୀପ୍ତି ଜୀବାଞ୍ଜୀ ବିଶ୍ୱ ରେକର୍ଡ ସୃଷ୍ଟି କରି ବିଶ୍ୱ ପାରା ଆଥଲେଟିକ୍ସ ଚାମ୍ପିଅନସିପ ୨୦୨୪ ରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଦୀପ୍ତି ୪୦୦...

ଆରସିବି ଫାଇନାଲ୍‌ ଯିବା ନିଶ୍ଚିତ! ଏହି ରେକର୍ଡ କହୁଛି ସବୁକିଛି

ନୂଆଦିଲ୍ଲୀ,୨୦।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଗୋଟିଏ ପ୍ରତିଶତ ଆଶାକୁ ୧୦୦ ପ୍ରତିଶତରେ ପରିଣତ କରି ଆଇପିଏଲ ୨୦୨୪ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରିଛି।...

ଧୋନୀଙ୍କ ଅବସରକୁ ନେଇ ଆସିଲା ବଡ଼ ଅପଡେଟ୍‌: ଜାଣନ୍ତୁ କେବେ ସିଏସ୍‌କେକୁ କହିବେ ବାଏ ବାଏ

ଚେନ୍ନାଇ,୨୦।୫: ଚେନ୍ନାଇ ସୁପର କିଙ୍ଗ୍ସର ଏମଏସ ଧୋନୀ ସବୁଠାରୁ ସଫଳ ଅଧିନାୟକ। ଧୋନୀଙ୍କ ଅଧିନାୟକତ୍ୱରେ ଚେନ୍ନାଇ ମୋଟ ପାଞ୍ଚଟି ଆଇପିଏଲ ଟ୍ରଫି ଜିତିଛି। କିନ୍ତୁ ଏହି...

ଆଇପିଏଲରୁ ବାହାରିଲେ ଧୋନି, ମନଦୁଃଖରେ ଫେରିଲେ ରାଞ୍ଚି

ନୂଆଦିଲ୍ଲୀ,୨୦।୫: ଇଣ୍ଡିଆନ ପ୍ରିମିୟର ଲିଗରେ ବର୍ତ୍ତମାନର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସର ଯାତ୍ରା ଶେଷ ହୋଇଛି। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷ ଶେଷ ଲିଗ ମ୍ୟାଚରେ...

ଆଇପିଏଲର ନୂଆ ‘ସିକ୍ସର କିଙ୍ଗ’, କୋହଲି ସମେତ ପଛରେ ପଡିଲେ ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୧୯।୫: ଆଇପିଏଲ ର ପ୍ରତ୍ୟେକ ସିଜନରେ, ଅନେକ ରେକର୍ଡ ତିଆରି ହେବା ଏବଂ ଭାଙ୍ଗିଥିବାର ଦେଖାଯାଏ । ଚଳିତ ସିଜନରେ ସନରାଇଜର୍ସ ହାଇଦ୍ରାବାଦରେ ଖେଳୁଥିବା ଯୁବ...

ଏବେ ତୁମେ କେମିତି ଅନୁଭବ କରୁଛ ମା’? ଶେଷ ଓଭର ପରେ ଘରକୁ ଫୋନ କଲେ ୟଶ ଦୟାଲ

ନୂଆଦିଲ୍ଲୀ,୧୯।୫: କେବଳ ଜଣେ ମା’ ନିଜ ସନ୍ତାନର ଅସହାୟତା ଏବଂ ସୁଖକୁ ଅନ୍ୟମାନଙ୍କ ଅପେକ୍ଷା ଅଧିକ ଅନୁଭବ କରିପାରନ୍ତି। ୪୦୫ ଦିନ ପୂର୍ବେ, ରିଙ୍କୁ ସିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri