ବିଜେଡି-ଭାଜପା ମଧ୍ୟରେ କେବେଠୁ ମେଣ୍ଟ ହୋଇସାରିଛି: କଂଗ୍ରେସ

ଭୁବନେଶ୍ବର,୧୪।୩: ଭାଜପା-ବିଜେଡି ମେଣ୍ଟ ଚର୍ଚ୍ଚା ମଧ୍ୟରେ କଂଗ୍ରେସ ପ୍ରତିକ୍ରିୟା ଦେଇଛି। ରାଜ୍ୟ ପ୍ରଭାରୀ ଅଜୟ କୁମାର କହିଛନ୍ତି, ଭାଜପା-ବିଜେଡି କେବେଠାରୁ ମେଣ୍ଟ କରିସାରିଛନ୍ତି। ଯଦି ମେଣ୍ଟକୁ ନେଇ ଘୋଷଣା ନ ହୁଏ, ତେବେ ଉଭୟ ଦଳ ଅଘୋଷିତ ମେଣ୍ଟ ନେଇ ନିର୍ବାଚନ ଲଢ଼ିବେ। ଅଘୋଷିତ ମେଣ୍ଟ ହେଲେ ଉଭୟ ଦଳ ପରସ୍ପରକୁ ଭିତିରିଆ ସହଯୋଗ କରିବେ। ମେଣ୍ଟର ପ୍ରଥମ ପ୍ଲାନ କାମ ନକଲେ ଦ୍ୱିତୀୟ ପ୍ଲାନରେ ଉଭୟ ଦଳ ଲଢ଼ିବେ।

ଅନ୍ୟପଟେ, ଦିଲ୍ଲୀରୁ ଫେରିବା ପରେ ଭାଜପା ସଭାପତି ମନମୋହନ ସାମଲ ଗୁରୁବାର ମନମୋହନ କହିଛନ୍ତି, ଓଡ଼ିଶାରେ ଭାଜପା ଏକାକୀ ଲଢ଼ିବ ଆଉ ଜିତିବ ମଧ୍ୟ। ଲୋକମାନଙ୍କ ଆଶୀର୍ବାଦ, ସ୍ନେହ, ଶୁଭେଚ୍ଛା ନେଇ ଭାଜପା ସରକାର ଗଢ଼ିବ। ତେବେ ମନମୋହନଙ୍କ ଏଭଳି କଥା ଏବେ ଦ୍ୱନ୍ଦରେ ପକାଇଦେଇଛି। ଏବେ ସମସ୍ତେ ଭାବୁଛନ୍ତି ମେଣ୍ଟ ହେବ କି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

ବୁଧଙ୍କ ବିରଳ ଗୋଚର; ବର୍ଷ ଶେଷରେ ମାଲାମାଲ ହୋଇଯିବେ ଏହି ରାଶି…

ଆସନ୍ତା ୨୯ ତାରିଖରେ ବୁଦ୍ଧିର ଦାତା ବୁଧ ଗୁରୁ ରାଶି ଧନୁରେ ପ୍ରବେଶ କରିବାକୁ ଯାଉଛନ୍ତି । ବୁଧଙ୍କ ଏହି ଗୋଚର ୨୦୨୫ ବର୍ଷ ଶେଷରେ...

ଯାଜପୁରରେ ରୁଦ୍ଧଦ୍ୱାର ବୈଠକ ପରେ ମୁହଁ ଖୋଲିଲେ ମୋକିମ୍‌: କହିଲେ…

ଯାଜପୁର,୨୩।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆରେ ବନ୍ଧୁମିଳନ ପରେ ପ୍ରତିକ୍ରିୟା ରଖିଲେ ମୋକିମ। କହିଲେ, କଂଗ୍ରେସରେ ଅନେକ ନେତା ଓ କର୍ମୀ...

‘ଗରିବ ଯଦି ମହାପ୍ରଭୁଙ୍କ ସାମଗ୍ରୀ ବିକ୍ରି କର’, ପୁରୀରେ ସାନ୍ତା ଟୋପି ବିକ୍ରିକୁ ନେଇ ବିବାଦ

ଭୁବନେଶ୍ୱର: ବଡ଼ଦିନ ବା ଖ୍ରୀଷ୍ଟମାସ ଅବସରରେ ରାଜଧାନୀ ଭୁବନେଶ୍ୱରର ଏବଂ ଶ୍ରୀକ୍ଷେତ୍ର ପୁରୀର ରାସ୍ତା କଡ଼ରେ ସାନ୍ତା କ୍ଲଜ୍ ଟୋପି ଓ ଅନ୍ୟାନ୍ୟ ସାମଗ୍ରୀ ବିକ୍ରି...

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଶେଷ: ଖୁବଶୀଘ୍ର ହେବ ଅଳଙ୍କାର ଗଣତି ମଣତି

କଟକ,୨୩।୧୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ରତ୍ନ ଅଳଙ୍କାର ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଭାରତୀୟ ପ୍ରତ୍ନତତ୍ତ୍ୱ...

ଚାଲିଗଲା ମା’ ଛେଉଣ୍ଡ ଛୁଆହାତୀ ଶମ୍ଭୁର ଜୀବନ

ବାରଙ୍ଗ,୨୩।୧୨(ଲିଙ୍ଗରାଜ ରାଉତ): ଚନ୍ଦକା ଜଙ୍ଗଲର କୁମାରଖୁଣ୍ଟିରେ ରହୁଥିବା ୬ମାସର ମା’ଛେଉଣ୍ଡ ହାତୀ ଛୁଆ ଶମ୍ଭୁ ମଙ୍ଗଳବାର ମୃତ୍ୟୁବରଣ କରିଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri