ନାଲ୍‌କୋ ଶ୍ରମିକ କଂଗ୍ରେସ ପକ୍ଷରୁ ସ୍ବାଧୀନତା ଦିବସ ପାଳିତ

ବଅଁରପାଳ, ୧୫।୮(ଡି.ଏନ୍‌.ଏ.)-ଅନୁଗୋଳ ଜିଲା ନାଲ୍‌କୋ ଶ୍ରମିକ କଂଗ୍ରେସ ୟୁନିୟନ କାର୍ଯ୍ୟାଳୟରେ ଗୁରୁବାର ଆଡ଼ମ୍ବର ସହକାରେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ସଙ୍ଗଠନର ସଭାପତି ରମେଶ ଚନ୍ଦ୍ର ଜେନା ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ମାନବ ସମ୍ବଳ ମହାପ୍ରବନ୍ଧକ ସତ୍ୟାନନ୍ଦ ସାହୁ ୟୁନିୟନ କାର୍ଯ୍ୟାଳୟର ନୂତନ ଫାଟକକୁ ଉଦ୍‌ଘାଟନ କରିଥିଲେ। ସାଧାରଣ ସମ୍ପାଦକ ପରେଶ ଚନ୍ଦ୍ର ଜେନା, କାର୍ଯ୍ୟକାରୀ ସଭାପତି ହେମନ୍ତ ପ୍ରଧାନ, ସମ୍ପାଦକ ଏସ.କେ ମହାରଣା, ସୁଜିତ ସେଠ୍‌ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ୁଛି ହାତୀ ଜନିତ କ୍ଷୟକ୍ଷତି

ବଇଣ୍ଡା,୫।୫(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ଚାଲି ଆସୁଥିବା ହାତୀ ଜମି...

ଲୋକବଳ, ଧନବଳ ମଧ୍ୟରେ ଲଢ଼େଇ: ଧର୍ମେନ୍ଦ୍ର

ଢେଙ୍କାନାଳ,୪ା୫(ରତନ ନାୟାର): ଓଡ଼ିଶା ସରକାରଙ୍କ ବିରୋଧରେ ପ୍ରବଳ ଜନମତ ଦେଖାଦେଲାଣି। ଦୁର୍ନୀତିଗ୍ରସ୍ତଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଚଳିତ ନିର୍ବାଚନରେ ଧନବଳ ଓ ଲୋକବଳ ମଧ୍ୟରେ ଲଢ଼େଇ...

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ...

ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ...

୩ରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ରୁଦ୍ର ପାଣି

ଢେଙ୍କାନାଳ,୧ା୫(ରତନ ନାୟାର): ଭାରତୀୟ ଜନତା ପାର୍ଟିର ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଆସନ୍ତା ୩ ତାରିଖରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ। ଏଥିପାଇଁ...

ଶଙ୍ଖ ଛାଡ଼ିଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୧ା୫(ଅଜିତ ଧଳ):ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା ବିଜେଡିରୁ ଇସ୍ତଫା ଦେଇଛନ୍ତି। ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ସେ...

ଭାଜପା କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

କାମାକ୍ଷାନଗର,୩୦।୪(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଦଶୀପୁର, କଣ୍ଟାପାଳ ଓ ବିରିବୋଲେଇ ପଞ୍ଚାୟତରେ ଭାଜପାର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।...

ବିଜେଡିରେ ମିଶିଲେ ଜିଲା ଯୁବ କଂଗ୍ରେସ ପୂର୍ବତନ ସଭାପତି

ଢେଙ୍କାନାଳ,୩୦ା୪(ରତନ ନାୟାର): ଢେଙ୍କାନାଳ ସହର ଗଣେଶ ମଣ୍ଡପଠାରେ ରବିବାର ବିଜେଡି ପକ୍ଷରୁ ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ଯୁବ କଂଗ୍ରେସର ପୂର୍ବତନ ସଭାପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri