ଏହିସବୁ ଔଷଧ କମ୍ପାନୀ ରାଜନୈତିକ ଦଳଙ୍କୁ ଦେଇଛନ୍ତି କୋଟି କୋଟି ଚାନ୍ଦା

ନୂଆଦିଲ୍ଲୀ,୧୬।୩: ନିର୍ବାଚନ କମିଶନର ଶୁକ୍ରବାର ଇଲେକ୍ଟୋରଲ ବଣ୍ଡର ଡାଟା ରିଲିଜ୍‌ କରିଛନ୍ତି। ଯେଉଁଥିରେ ବହୁ ବଡ ବଡ କମ୍ପାନୀ, ଖଣି ଓ ଷ୍ଟିଲ କମ୍ପାନୀ ମଧ୍ୟ ଇଲେକ୍ଟୋରଲ ବଣ୍ଡ ବିଣିଥିବା ଜଣାପଡିଛି। କିନ୍ତ ଜାଣି ଆଶ୍ଚର୍ଯ୍ୟ ହେବେ ପ୍ରାୟ ୩୦ଟି ଫାର୍ମା କମ୍ପାନୀ ୯୦୦କୋଟି ଟଙ୍କାର ବଣ୍ଡ କିଣିଛନ୍ତି। ସମୁଦାୟ ୧୨,୧୫୫ କୋଟି ବଣ୍ଡରୁ ଏହି କମ୍ପାନୀ ୭.୪ ଶତକଡା ବଣ୍ଡ କିଣିଛି।

ଏହି ଫାର୍ମା ଓ ଚିକିତ୍ସା ସମ୍ବନ୍ଧୀୟ ସେବା ଯୋଗାଉଥିବା କମ୍ପାନୀଗୁଡିକ ହେଲା ୟଶୋଦା ସୁପର ସ୍ପେଶାଲିଟି ହସ୍ପିଟାଲ(୧୬୨ କୋଟି) ଡ, ରେଡି ଲ୍ୟାବ(୮୦କୋଟି) ଅହମ୍ମଦବାଦ ଡେଡକ୍ୱାର୍ଟର (୭୭.୫ କୋଟି) ନାକଟୋ ଫାର୍ମା (୬୯.୨୫ କୋଟି ଟଙ୍କା)। ସେହିପରି ବାଇଓକନ ଲିମିଟେଡ କିରନ ମଜମୁଦାର ୬ କୋଟି, ସିପଲା ୩୯.୨ କୋଟି, କରୋନା ଭ୍ୟାକସିନ ନିର୍ମାତା ଭାରତ ବାୟୋଟେକ୍‌ ୧୦ କୋଟି, ବାୟୋଲୋଜିକାଲ ଇ ୫ କୋଟି ଟଙ୍କାର ବଣ୍ଡ କିଣିଛନ୍ତି।

ଇନକମ ଟ୍ୟାକ୍ସ ବିଭାଗର ଚଢାଉ ପରେ ହେର୍ଟୋ ଫାର୍ମା ଏପ୍ରିଲ ୨୦୨୨ ଓ ୨୦୨୩ ଜୁଲାଇ-ଅକ୍ଟୋବରରେ ନିର୍ବାଚନ ବଣ୍ଡ କିଣିଛି। ଆୟକର ବିଭାଗ ଚଢାଉରେ ଫାର୍ମା କମ୍ପାନୀର ୫୫୦ କୋଟି ଟଙ୍କାର ଆୟ ବର୍ହିଭୂତ ଟଙ୍କା ଧରା ପଡିଥିଲା। ଏହି ଫାର୍ମା ହୃଦରୋଗ ଓ କ୍ୟାନସର ରୋଗୀଙ୍କ ପାଇଁ ଔଷଧ ସହ ବିଭିନ୍ନ ଚିକିତ୍ସା ସାମଗ୍ରୀ ପ୍ରସ୍ତୁତ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri