Posted inଫୁରସତ

କପାଳରେ କ୍ୟୁଆର କୋଡ୍‌ ଟାଟୁ କଲେ ଯୁବକ, କାରଣ ଜାଣିଲେ ହେବେ ଚକିତ…

ଆଜିକାଲି ସୋସିଆଲ ମିଡିଆରେ ଏଭଳି ଅନେକ ଅଜବ ଭିଡିଓ ଦେଖିବାକୁ ମିଳୁଛି ଯାହାକୁ ସହଜରେ ବିଶ୍ୱାସ କରିହୁଏ ନାହିଁ। ଏଇ ଯେମିତି ଏବେ ଏକ ଭିଡିଓରେ ଜଣେ ଯୁବକ ନିଜ କପାଳରେ କ୍ୟୁଆର୍‌ କୋଡ୍‌ ଟାଟୁ କରାଉଥିବାର ଦେଖିବାକୁ ମିଳେ। ଆଉ ସବୁଠୁ ଆଶ୍ଚର୍ଯ୍ୟକର କଥା ହେଉଛି ଏହି କ୍ୟୁଆର୍‌ କୋଡ୍‌ ସେହି ଯୁବକଙ୍କ ଇନଷ୍ଟାଗ୍ରାମ ପ୍ରୋଫାଇଲ୍‌ର ଅଟେ। ଏମିତିରେ ତ କିଏ ନିଜ ପ୍ରେମିକ,ପ୍ରେମିକାର ଟାଟୁ ଶରୀରର କିଛି ଅଜବ ସ୍ଥାନରେ କରାଉଥିବା ଦେଖିଥିବେ, ହେଲେ କ୍ୟୁଆର କୋଡ୍‌କୁ ମଥାରେ କରାଇବା କଥା ନିଶ୍ଚୟ ଭିନ୍ନ। ଉକ୍ତ ଭିଡ଼ିଓରେ ଦେଖିପାରିବେ ଯୁବକଜଣକ ପ୍ରଥମେ ନିଜ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟର କ୍ୟୁଆର୍‌ କୋଡ୍‌ର ଷ୍ଟିକର୍‌ ମଥାରେ ଲଗାଉଛନ୍ତି। ଏହାପରେ ଟାଟୁ ଛୁଞ୍ଚତ୍ରେ ଫୋଡି ସେଥିରେ ସ୍ୟାହୀ ଭରି ତାକୁ ଟାଟୁର ରୂପ ଦିଆଯାଉଛି। କେବଳ ସେତିକି ନୁହେଁ ଟାଟୁ ହେବାପରେ ମୋବାଇଲରେ ଉକ୍ତ କ୍ୟୁଆର୍‌ କୋଡ୍‌କୁ ସ୍କାନ କରି ସେ ନିଜ ଇନ୍‌ଷ୍ଟାଗ୍ରାମ ପ୍ରୋଫାଇଲ୍‌ ଖୋଲୁଥିବା ବି ଏହି ଭିଡିଓରେ ଦେଖିବାକୁ ମିଳେ। ଭାବିଲେ ଯଦି ତାଙ୍କର ଏହି ଆକାଉଣ୍ଟ ହ୍ୟାକ୍‌ ହେଇଯାଏ ଓ ନୂଆ ଖୋଲିବାକୁ ପଡ଼େ ତେବେ କ’ଣ ହେବ ଏହି ଟାଟୁର।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍‌ଲାଇନ୍‌ରେ ଅର୍ଡର କରିଥିଲେ ୧ ଲକ୍ଷ ଟଙ୍କାର ଲ୍ୟାପ୍‌ଟପ୍‌: ମିଳିଲା ଏମିତି କିଛି, ଗ୍ରାହକଙ୍କ ହେଶ୍‌ ଉଡିଲା

ନୂଆଦିଲ୍ଲୀ,୯।୫: ଅନଲାଇନ ଶପିଂ ଆପ୍‌ର ବ୍ୟବହାର ଦିନକୁ ଦିନ ବୃଦ୍ଧି ପାଉଛି। କିନ୍ତୁ ଅନଲାଇନ ଆପଗୁଡ଼ିକର ବିଶ୍ୱସନୀୟତା ଧୀରେ ଧୀରେ ହ୍ରାସ ପାଉଛି। ଏହାର କାରଣ...

ପିଜା ଖାଇବାକୁ ବିମାନ ବୁକ୍‌ କରି ବିଦେଶରେ ପହଞ୍ଚିଲେ ଯୁବତୀ

ବାସ୍ତାବରେ ଧନୀମାନଙ୍କର ପରିଭାଷା କ’ଣ? ଏହାର ଅର୍ଥ ହେଲା ଧନୀଙ୍କ ପାଖରେ ଅର୍ଥର ଅଭାବ ନ ଥାଏ। ତେଣୁ ମନ ଯାହା ଚାହେଁ, ତାହା କରିଦିଅନ୍ତି।...

ବିବାହ କରିବେ ଦ୍ୱିତୀୟ ବିଶ୍ୱଯୁଦ୍ଧର ଶତାୟୁ ନାୟକ ଟେରେନ୍ସ

ୱାଶିଂଟନ୍‌: ଆମେରିକା ପାଇଁ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ସାହସର ସହ ଲଢ଼ିଥିବା ହେରୋଲ୍ଡ ଟେରେନ୍ସ ଏବେ ଚର୍ଚ୍ଚାକୁ ଆସିଛନ୍ତି। ସେ ଆସନ୍ତା ମାସ ଫ୍ରାନ୍ସରେ ନିଜ ପ୍ରେମିକା...

ସେବାର ଅନ୍ୟନାମ ‘ରେଡ୍‌କ୍ରସ’

ପ୍ରତିବର୍ଷ ମେ’୮ରେ ବିଶ୍ୱ ରେଡକ୍ରସ ଦିବସ ପାଳନ କରାଯାଏ। ଅନ୍ତର୍ଜାତୀୟ ରେଡକ୍ରସ ଏବଂ ରେଡ କ୍ରିସେଣ୍ଟ ଆନ୍ଦୋଳନର ନୀତି ମନେରଖିବା ପାଇଁ ଏହା ପାଳନ କରାଯାଏ।...

”ଜନସଚେତନତା ବିପଦ ଏଡ଼ାଇବ“

ପ୍ରତିବର୍ଷ ମେ’ ୮ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ଥାଲାସିମିଆ ଦିବସ’। ଚଳିତ ବର୍ଷର ଏହି ଦିବସ ଉପଲକ୍ଷେ ପ୍ରସାରିତ ବାର୍ତ୍ତାଟିରେ କୌଣସି ଅସ୍ପଷ୍ଟତା ନାହିଁ।...

ଗୋଡ଼ରେ ଭୋଟ ଦେଲେ

ଅହମଦାବାଦ: ମଙ୍ଗଳବାର ଭାରତର ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଗଣତନ୍ତ୍ରର ଏହି ମହାପର୍ବରେ ଗୁଜରାଟର ଏକ ପୋଲିଂ ବୁଥ୍‌ରେ ଅଙ୍କିତ ସୋନି...

ବାପାଙ୍କ ଦୋକାନ ବନ୍ଦ ହେବନି

ନୂଆଦିଲ୍ଲୀ: ରୋଲ୍‌ ପ୍ରସ୍ତୁତ କରୁଥିବା ଏକ ୧୦ ବର୍ଷୀୟ ବାଳକର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯଶ୍‌ପ୍ରୀତ ନାମକ ଏହି ବାଳକଙ୍କ ମାତ୍ର...

ଗୋଟିଏ ଭୋଟର ମୂଲ୍ୟ ତୁମେ କ’ଣ ବୁଝିବ ବାବୁ! ଭୋଟ ଦେବାକୁ କାଲିଫର୍ନିଆରୁ ବିହାର ପହଞ୍ଚିଲେ ଦମ୍ପତି

ବୈଶାଳି,୬।୫: ଏକ ଶକ୍ତିଶାଳୀ ଗଣତନ୍ତ୍ର ପାଇଁ ଭୋଟର ମହତ୍ତ୍ୱ କ’ଣ। ଯଦି ଆପଣ ଏହି ପ୍ରଶ୍ନର ଉତ୍ତର ଜାଣିବାକୁ ଚାହାଁନ୍ତି ତେବେ ଆପଣଙ୍କୁ ବିହାରର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri