ଆଜି ତକ୍ଷକ ୨.୦ ବାଣିଜ୍ୟ ପ୍ରଦର୍ଶନୀ

ଭୁବନେଶ୍ୱର ,୧୭।୩: ରାଜ୍ୟର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ତଥା ବିଏନ୍‌ଆଇ ଆଚିଭର୍ସ କଟକ ଶାଖା ପକ୍ଷରୁ ଏକ ଦିନିକିଆ ବାଣିଜ୍ୟ ପ୍ରଦର୍ଶନୀ ‘ତକ୍ଷକ୨.୦’ ରବିବାର କଟକ ୟୁନିୟନ କ୍ଲବ ପରିସରରେ ଆୟୋଜନ ହେବାକୁ ଯାଉଛି। ଉକ୍ତ ପ୍ରଦର୍ଶନୀରେ ୧୦୦ଟି ଷ୍ଟଲ୍‌ ସହ ୧୦୦୦ରୁ ଅଧିକ ବିଜ୍‌ନେସ୍‌ ପ୍ରମୋଟରମାନେ ମଧ୍ୟ ଅଂଶ ଗ୍ରହଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ବିଏନ୍‌ଆଇ କଟକ ଶାଖାର ସଭାପତି ଅନୁରାଗ ସରାଫ, ଉପସଭାପତି ଭିନିତ ସେଠିଆ, ସଂଯୋଜକ ଜୟମିତ ଟାଙ୍ଗଙ୍କ ସମେତ ଶାଖାର ବରିଷ୍ଠ ସଦସ୍ୟ ସୁଶାନ୍ତ କୁମାର ପଣ୍ଡା, ସି.ଏସ.ସୁନିତା ମହାନ୍ତି, ସଂଗୀତ ଗୁପ୍ତା ପ୍ରମୁଖ ଉପସ୍ଥିତ ରହି ପ୍ରଦର୍ଶନୀ ଓ ତକ୍ଷକ ୨.୦ ର ଆଭିମୁଖ୍ୟ ଆଦି ବିଷୟରେ ବିସ୍ତୃତ ସୂଚନା ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ବାପା ଦୋକାନକୁ ଯାଇଥିବାବେଳେ ଘରେ ପଶି ନାବାଳିକାଙ୍କୁ ବଳାତ୍କାର କଲେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି

ଭୁବନେଶ୍ୱର,୧୧।୧୨(ତ୍ରିନାଥ ମହାନ୍ତି): ରାଜଧାନୀରେ ଲଜ୍ଜ୍ୟା। ଜଣେ ୧୧ବର୍ଷୀୟା ନାବାଳିକାଙ୍କୁ ଜଣେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ପରିବାର...

ଥାନାରେ କୀଟନାଶକ ଔଷଧ ଖାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ସ୍ବାମୀଙ୍କ ଅନ୍ୟତ୍ର ବିବାହ ପ୍ରସ୍ତୁତି ଖବର ପାଇ..

ଦେବଗଡ, ୧୨।୧୨ (ଶଶାଙ୍କ ଶେଖର ଝାଙ୍କର): ଅଭିଯୋଗ କରିବାକୁ ଆସିଥିବା ମହିଳା ଦେବଗଡ ଥାନା ଭିତରେ ବିଷ ଖାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ପୋଲିସ...

ଶୀତରେ ଥରୁଛି ଦାରିଙ୍ଗବାଡି: ଦ୍ୱିତୀୟ ଦିନରେ ମଧ୍ୟ ତୁଷାରପାତ, ଘରୁ ବାହାରିବା ମୁସ୍କିଲ

ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅସହ୍ୟ ଯନ୍ତ୍ରଣା ଦେଉଛି ଶୀତ । ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ...

ସକାଳୁ ସକାଳୁ ଭୂକମ୍ପ ଝଟକା, ଆକାଶରେ ଦେଖାଗଲା ରହସ୍ୟମୟ ଆଲୋକ

ନୂଆଦିଲ୍ଲୀ,୧୨।୧୨: ସକାଳୁ ସକାଳୁ ପୁଣି ଥରିଲ ଜାପାନ । ଜାପାନ ଏବଂ ଫିଜି ଏକକାଳୀନ ଭୂମିକମ୍ପରେ ଥରି ଉଠିଛି । ତିନି ଦିନ ପୂର୍ବେ ଜାପାନରେ...

ଜଙ୍ଗଲକୁ ଟେକିନେଇ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କଲେ ୪୩ ବର୍ଷୀୟ ବ୍ୟକ୍ତି, ଧରାପଡିବା ପରେ…

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଲଇମୁରା ଥାନା ଅଞ୍ଚଳରେ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି...

ଘରକୁ ଡାକି ବଳାତ୍କାର କରିଥିଲେ ବୃଦ୍ଧ, ହେଲା ଆଜୀବନ କାରାଦଣ୍ଡ

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ନାବାଳିକା ବଳାତ୍କାର ମାମଲାର ବିଚାରକରି ଅତିରିକ୍ତ ଦୌରାଜଜ୍‌ ତଥା ସ୍ବତନ୍ତ୍ର ଜଜ୍‌ ଜଣେ ବୃଦ୍ଧଙ୍କୁ ଗୁରୁବାର ଆଜୀବନ କାରାଦଣ୍ଡ ସହ ୧୦,୦୦୦...

ପେସାରେ ଅଧ୍ୟାପନା, ନିଶାରେ କଳା ସାଧନା

ଲୋଇସିଂହା,୧୨।୧୨(ସୁଶାନ୍ତ ବାରିକ): ପେଶା ତାଙ୍କର ଅଧ୍ୟାପନା, ନିଶା କଳା ସାଧନା କରିବା ା ଏପରି ଜଣେ ବ୍ୟକ୍ତି ହେଉଛନ୍ତି ଅଧ୍ୟାପକ ଡ. ଲିଙ୍ଗରାଜ ମେହେର। ସେ...

ମହିଳାଙ୍କୁ ଦୁର୍ବ୍ୟବହାର ମହଙ୍ଗା ପଡ଼ିଲା, ସମ୍ପର୍କୀୟ ଶ୍ୱଶୁରଙ୍କୁ ଅଧାଲଣ୍ଡା କରି…

ଭବାନୀପାଟଣା, ୧୨ା୧୨ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ବାଦିଲି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନିଜ ପଡ଼ାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri