ନୟାଗଡରେ ନବ ନିର୍ମିତ ରାମ ମନ୍ଦିରରୁ ଚୋରି

ନୟାଗଡ଼,୨୦।୩: ନୟାଗଡରେ ନବ ନିର୍ମିତ ରାମ ମନ୍ଦିରରୁ ହୋଇଛି ବଡ଼ ଚୋରି। ଦୁର୍ବୁତ୍ତମାନେ ମନ୍ଦିରରୁ ଲକ୍ଷାଧିକ ଟଙ୍କା ଏବଂ ସୁନା ଅଳଙ୍କାର ନେଇ ପଳାଇଥିବା କୁହାଯାଉଛି। ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ ମନ୍ଦିରରୁ ଚୋରି ସମ୍ପର୍କରେ ସ୍ଥାନୀୟ ଥାନାରେ ବୁଧବାର ମାମାମଲା ରୁଜୁ ହୋଇଛି।

ରିପୋର୍ଟ ଅନୁଯାୟୀ ମଙ୍ଗଳବାର ବିଳମ୍ବିତ ରାତିରେ କିଛି ଦୁର୍ବୁତ୍ତ ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଓ ସୁନା ନେଇ ଯାଇଛନ୍ତି।

ବୁଧବାର ସକାଳେ ପୂଜାରୀ ଯେତେବେଳେ ମନ୍ଦିର ଖୋଲିବାକୁ ଆସିଥିଲେ ସେତେବେଳେ ମନ୍ଦିର ମୁଖ୍ୟ ଦ୍ୱାର ତାଲା ଭାଙ୍ଗି ପଡିଥିବା ସେ ଦେଖିଥିଲେ। ଏହାପରେ ମନ୍ଦିର କମିଟି ପକ୍ଷରୁ ଫତେଗଡ ଥାନାରେ ଏକ ମାମଲା ରୁଜୁ କରାଯାଇଥିଲା। ଏହାପରେ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ କରାଯାଇଛି। ତେବେ ଘଟଣା ସମ୍ପର୍କରେ ମନ୍ଦିର କମିଟି ପକ୍ଷରୁ କୌଣସି ସୂଚନା ମିଳିପାରି ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଆଜି କନ୍ଧମାଳ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୯।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କନ୍ଧମାଳ ଜିଲା ଗସ୍ତରେ ଯିବେ। ସେଠାରେ ମୁଖ୍ୟମନ୍ତ୍ରୀ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ପ୍ରାୟ...

ପଳାଶୁଣି ଫୁଟ ଓଭରବ୍ରିଜ୍‌ ହେଉନି, ଜୀବନ ଯାଉଛି

ଭୁବନେଶ୍ୱର,୯।୫(ସୂର୍ଯ୍ୟକାନ୍ତ ବେହେରା)ରାଜଧାନୀର ପଳାଶୁଣି ଛକ ଦୁର୍ଘଟଣାର ହଟସ୍ପଟ ପାଲଟିଛି। ଫୁଟ୍‌ ଓଭରବ୍ରିଜ୍‌ ନ ଥିବାରୁ ରାସ୍ତା ପାରି ହେବା, ବେପରୁଆ ଗାଡ଼ି ଚାଳନା ଏବଂ ପାର୍କିଂ...

ଜାଳେଣିର ବିକଳ୍ପ ଶୁଖିଲା ପତ୍ର

କେନ୍ଦୁଝର,୯।୫(ନରେଶ୍‌ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର)ମନୁଷ୍ୟ ସଭ୍ୟତା ସହ ଜଙ୍ଗଲ ବହୁଆଗରୁ ଜଡ଼ିତ। ଜଙ୍ଗଲ ଖାଦ୍ୟ, ବସ୍ତ୍ର, ବାସ ଆଦି ଯୋଗାଇ ଦେଇଥାଏ। ବର୍ତ୍ତମାନ ସମୟରେ ବିଭିନ୍ନ...

କଳାଧାନ ଚାଷ: ଜଳାଭାବ ଯୋଗୁ ଆଶଙ୍କାରେ ଚାଷୀ

ପାରଳାଖେମୁଣ୍ଡି, ୯ା୫ (ଗିରିଧାରୀ ପରିଛା):ଗଜପତି ଜିଲାରେ ମୂଲ୍ୟବାନ କଳାଧାନ ଚାଷ ହେଉଛି। ଏହି କଳା ଧାନ ଚାଷ ଓଡ଼ିଶାର ବରଗଡ ଜିଲା ସମେତ ଅନ୍ୟାନ୍ୟ ଜିଲାରେ...

ଆଇଟିଆଇ ସ୍ଥାପନ କରିବ ‘ଓ୍ବେଷ୍ଟ ଟୁ ଓ୍ବେଲଥ’ ମଡେଲ ବୁଥ୍‌

ବ୍ରହ୍ମପୁର,୯ା୫(ଅଶୋକ କୁମାର ସାହୁ):ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଆସନ୍ତା ୧୩ ତାରିଖରେ ସାଧାରଣ ନିର୍ବାଚନ ମତଦାନ ହେବ । ଭୋଟରଙ୍କୁ ସଚେତନ କରିବା ପାଇଁ ଭିନ୍ନ ମଡେଲ...

ମାଟିର ପୁଅ, ଆମଦାନୀ ନେତାଙ୍କୁ ନେଇ ରାଜନୀତି

ଜଗତ୍‌ସିଂହପୁର, ୯ା୫(ପ୍ରମୋଦ କୁମାର ନାୟକ)ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ମାଟିର ପୁଅ ଓ ଆମଦାନୀ ନେତାଙ୍କୁ ନେଇ ଆଲୋଚନା ଜୋର ଧରିଛି। ବିଗତ ୨ଟି ନିର୍ବାଚନ କଥା...

କେନ୍ଦ୍ରାପଡ଼ା କେନାଲ ବନ୍ଧରେ ୧୨ଫୁଟର ଘାଇ

ଡେରାବିଶ,୯ା୫(ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ମୁଖ୍ୟ କେନାଲ ଶାଖାର ୮ ନଂ. କେନାଲ ବନ୍ଧରେ ମଙ୍ଗଳବାର ସନ୍ଧ୍ୟାରେ ୧୨ଫୁଟ୍‌ର ଘାଇ ସୃଷ୍ଟି ହୋଇଛି। ଫଳରେ କେନ୍ଦ୍ରାପଡ଼ା ଜିଲା...

ଥିଲାବାଲାଙ୍କୁ କାର୍ଡ, ଗରିବଙ୍କୁ ମିଳୁନି ରାଶନ

ପଟ୍ଟାମୁଣ୍ଡାଇ,୯ା୫ (କଳ୍ପତରୁ ନାୟକ)ଦେଶରେ କେହି ଭୋକିଲା ରହିବେ ନାହିଁ। ପେଟ ପାଇଁ ଆଉ କେହି ଭିକ୍ଷାବୃତ୍ତି କରିବେ ନାହିଁ। ଏ ନେଇ ୨୦୧୩ରେ କେନ୍ଦ୍ର ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri