Odisha Elections 2024

ନବୀନ ନିବାସରେ ପ୍ରାର୍ଥୀ ଚୟନ କସରତ, ଆଜି ଭୁବନେଶ୍ୱର-କନ୍ଧମାଳ-ବ୍ରହ୍ମପୁର ଲାଗି ବୈଠକ

ଭୁବନେଶ୍ୱର,୨୧।୩: ଗୋଟିଏ ପଟେ ରାଜ୍ୟରେ ମେଣ୍ଟ ସରକାରଙ୍କୁ ନେଇ ଚିତ୍ର ସ୍ପଷ୍ଟ ହୋଇ ନ ଥିବା ବେଳେ ନବୀନ ନିବାସରେ ଟିକେଟ ପାଇଁ କସରତ ଚାଲିଛି। ଗୁରୁବାର ଭୁବନେଶ୍ୱର, କନ୍ଧମାଳ, ବ୍ରହ୍ମପୁର ବିଧାନସଭା କ୍ଷେତ୍ର ପାଇଁ ବୈଠକ ଅନୁଷ୍ଠିତ ହେବ। ଏଥିରେ ଭୁବନେଶ୍ୱର ପର୍ଯ୍ୟବେକ୍ଷକ ଶ୍ରୀମୟୀ ମିଶ୍ର ଓ ଗଞ୍ଜାମର ପର୍ଯ୍ୟବେକ୍ଷକ ପ୍ରଦୀପ ଅମାତ ପ୍ରମୁଖ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।

ବ୍ରହ୍ମପୁର, କନ୍ଧମାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡିରେ ଅନେକ ଅଶାୟୀ ଅଛନ୍ତି। ଏହି ସଂସଦୀୟ କ୍ଷେତ୍ରରେ ଅଧିକ ଗୋଷ୍ଠୀ କନ୍ଦଳ ମଧ୍ୟ ରହିଛି। କିପରି ଦଳ ତାକୁ ଚେକ୍‌ ଦେବ ସେନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଅଲୋଚନା କରିବେ।

ସେହିପରି ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ଭାଜପା ହାତରେ ରହିଛି। ଚଳିତ ନିର୍ବାଚନରେ ଏହି ସଂସଦୀୟ କ୍ଷେତ୍ର କିପରି ବିଜେଡି ଖାତାକୁ ଯିବ ସେନେଇ ମଧ୍ୟ ବୈଠକରେ ଅଙ୍କକଷା ଯାଇପାରେ। କହିବାକୁ ଗଲେ ନିର୍ବାଚନ ପୂର୍ବରୁ ପ୍ରାର୍ଥୀ ଚୟନ କସରତକୁ ଜୋରଦାର କରଛି ବିଜେଡି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ରାଜ୍ୟରେ ୧୭ କୋଟି ୧୮ ଲକ୍ଷ ନଗଦ ଟଙ୍କା ଜବତ: ଏହି ଜିଲାରୁ ଧରାପଡିଲା ସର୍ବାଧିକ

ଭୁବନେଶ୍ୱର,୧୮।୫: ନିର୍ବାଚନ ପୂର୍ବରୁ ରାଜ୍ୟରେ ୧୭ କୋଟି ୧୮ ଲକ୍ଷ ନଗଦ ଟଙ୍କା ଜବତ ହୋଇଛି। ଶନିବାର ପ୍ରେସମିଟରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ...

ନବ ଦାସଙ୍କ ପୁଅଙ୍କ ପିଏଙ୍କ ଘରେ ଆଇଟି ରେଡ୍‌

ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କ ପିଏଙ୍କ ଘରେ ଶନିବାର ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ପର୍ସନାଲ ଆସିଷ୍ଟାଣ୍ଟ ଆଶିଷ...

ନବ ଦାସଙ୍କ ପୁଅଙ୍କୁ ୪ ଘଣ୍ଟା ଜେରା କଲା ଆୟକର ବିଭାଗ

ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ପ୍ରାର୍ଥୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କୁ ଆୟକର ବିଭାଗ ୪ ଘଣ୍ଟା...

ଦୋକାନ ଭିତରେ ପଶିଗଲା ବରଯାତ୍ରୀଙ୍କୁ ଧରି ଫେରୁଥିବା ଗାଡ଼ି

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ): ସଟର ଭାଙ୍ଗି ଦୋକାନ ଭିତରକୁ ପଶିଗଲା ସ୍କର୍ପିଓ। ଶୁକ୍ରବାର ବିଳମ୍ବିତ ରାତିରେ କଳାହାଣ୍ଡି ଜିଲା ଧର୍ମଗଡଠାରେ ଦ୍ରୁତ ଗତିରେ ବରଯାତ୍ରୀଙ୍କୁ ଧରି...

୨୦ରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ, ଆଜି ସରିବ ପ୍ରଚାର

ଭୁବନେଶ୍ୱର,୧୮।୫: ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ୨୦ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଆଜି ସରିବ ପ୍ରଚାର। ଶେଷଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ...

ହୋଟେଲ ରୁମ୍‌ରେ ପୋଲିସ କନ୍‌ଷ୍ଟେବଲଙ୍କୁ ହତ୍ୟା

ବଲାଙ୍ଗୀର,୧୮।୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସହର ରେଲୱେ ଷ୍ଟେଶନ୍‌ ନିକଟ ଏକ ହୋଟେଲ ରୁମ୍‌ରୁ ଜଣେ ବ୍ୟକ୍ତିଙ୍କ ହାତମୁହଁ ବନ୍ଧା ମୃତଦେହ ପୋଲିସ ଉଦ୍ଧାର କରରଯାଇଛି।...

ସଫା ସଫା କହିଦେଲେ ଶାହା, ଏଥର ଆମେ ଓଡ଼ିଶାରେ ଏତିକି ଆସନ ଜିତିବୁ

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ଭାଜପା ୧୫ ଲୋକ ସଭା ଆସନ ଏବଂ ୭୫ଟି ବିଧାନସଭା ଆସନ ଜିତିବ ଭାଜପା। ଶୁକ୍ରବାର ପୁଣିଥରେ ଓଡ଼ିଶା ଗସ୍ତରେ ଆସି ଦମ୍ଭୋକ୍ତି...

ଏମ୍‌ବିକେ, ଆଶାକର୍ମୀଙ୍କୁ ଧମକ ଦେଉଛନ୍ତି ଭାଜପା ନେତା

ଭୁବନେଶ୍ୱର, ୧୮।୫ (ବନ୍ଦନା ସେଠୀ): ସମ୍ବଲପୁରରେ ଭାଜପା ନେତା ମହିଳାଙ୍କୁ ଡରାଇବା, ଖରାପ ଭାଷାରେ ଗାଳିଗୁଲଜ କରିବା ଓ ଧମକଚମକ ଦେଉଥିବା ଅଭିଯୋଗ ନେଇ ସିଇଓଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri