ଭିସୁଟକୁ ମଡର୍ଣ୍ଣ ଡ୍ରେସ୍‌ ପିନ୍ଧି ଏଣ୍ଟ୍ରି ମନା

ସମ୍ବଲପୁର,୨୧।୩: ଭିସୁଟ୍‌ କୁଳପତିଙ୍କ କଡା ନିର୍ଦ୍ଦେଶ। ଆଧୁନିକ ଏବଂ ଛୋଟ ପୋଷାକ ପିନ୍ଧି ଆସିପାରିବେନି ଛାତ୍ରୀଛାତ୍ର। ଏନେଇ ସମ୍ବଲପୁର ଭିସୁଟ କୁଳପତି ନୋଟିସ୍‌ ଜାରି କରିଛନ୍ତି।

ଚଳିତ ବର୍ଷ ବସନ୍ତ ଉତ୍ସବ ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ଏହି ନିଷ୍ପତ୍ତି ନିଆଯାଇଥିବା କୁଳପତି କହିଛନ୍ତି। ଛାତ୍ରୀଛାତ୍ରଙ୍କୁ ଏହା ବଦଳରେ ପାରମ୍ପରିକ ପୋଷାକ ପିନ୍ଧିବାକୁ କୁହାଯାଇଛି। ଯଦି କେହି ଏହି ନିୟମକୁ ଖିଲାପ କରନ୍ତି ତେବେ ତାଙ୍କୁ କ୍ୟାମ୍ପସ୍‌ ଭିତରକୁ ଛଡା ଯିବ ନାହିଁ। ଏଥିସହ ନିୟମ ଖିଲାପକାରୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାଇ ଦିଆଯାଇଛି । ବସନ୍ତ ଉତ୍ସବ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବାକୁ ଥିବାବେଳେ ଏଥିରେ ରାଜ୍ୟର ସଂସ୍କୃତିକୁ ବଜାୟ ରଖିବାକୁ ପାଇଁ ଏଭଳି ନିଷ୍ପତ୍ତିି ନିଆଯାଇଥିବା କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

Appleର ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri