











ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ କଳହ ଦେଖାଦେଇ ପାରେ। ପରିସ୍ଥିତିରେ ପଡି ବନ୍ଧୁଙ୍କ ଆଗରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବେ। ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟକୁ ଯିବାପୂର୍ବରୁ ସମସ୍ୟା ଆସିପାରେ। ବନ୍ଧୁ ପରିଜନଙ୍କ ସହିତ ନୂତନ ସ୍ଥାନ ପରିଦର୍ଶନର ସୁଯୋଗ ଲାଭ କରିବେ।












ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ କଳହ ଦେଖାଦେଇ ପାରେ। ପରିସ୍ଥିତିରେ ପଡି ବନ୍ଧୁଙ୍କ ଆଗରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବେ। ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟକୁ ଯିବାପୂର୍ବରୁ ସମସ୍ୟା ଆସିପାରେ। ବନ୍ଧୁ ପରିଜନଙ୍କ ସହିତ ନୂତନ ସ୍ଥାନ ପରିଦର୍ଶନର ସୁଯୋଗ ଲାଭ କରିବେ।
ମେଷ ଆଜି ରାହୁ ନକ୍ଷତ୍ରସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ବନ୍ଧୁଙ୍କ ନିକଟରେ ମନକଥା କହିପାରିବେ ନାହିଁ। ସାମାନ୍ୟ ଭୁଲ୍ରୁ ଆଜିର କାମଗୁଡ଼ିକ ବିଶୃଙ୍ଖଳିତ ହୋଇଯିବ। ଆର୍ଥିକ ସ୍ବଚ୍ଛଳତା...
ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସି ପ୍ରତିଷ୍ଠା ଲାଭ କରିବେ। ଶନି କ୍ଷେତ୍ରସ୍ଥ ରବି ହେତୁ ଭଲ କଥା କହିଲେ ମଧ୍ୟ ତାହାକୁ ଅନ୍ୟମାନେ...
ମେଷ ଆଜି ଅନୁକୂଳ ଗ୍ରହ ପ୍ରଭାବରୁ ସ୍ଥଗିତ କାର୍ଯ୍ୟାରମ୍ଭ, ଆର୍ଥିକ ଉନ୍ନତି, ସାମାଜିକ ସ୍ତରରେ ସମ୍ମାନିତ ହେବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ ଏବଂ...
ମେଷ ଆଜି କର୍ମସ୍ଥାନରେ ପଞ୍ଚଗ୍ରହକୂଟ ସଂଘଟିତ ହେଉଥିବାରୁ କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଭୁଲ୍ ବୁଝାମଣାରୁ ଲୋକସମ୍ପର୍କ କ୍ଷୁଣ୍ଣ ହେବ। ଦ୍ୱିଜା ନକ୍ଷତ୍ର...
ମେଷ ଆଜି କର୍ମକ୍ଷେତ୍ରରେ ଚତୁଃଗ୍ରହ ଯୋଗଜନିତ ଉଚ୍ଚ ସମ୍ମାନ ସହ ପାରିବାରିକ ସୁଖସ୍ବାଚ୍ଛନ୍ଦ୍ୟ ପ୍ରାପ୍ତ ହେବ। ମୁଣ୍ଡ ଉପରେ ବୋଝ ଭଳି ରହିଥିବା ସମସ୍ୟା ସମାଧାନ...
ମେଷ ଗଜକେଶରୀ ଯୋଗ ପ୍ରଭାବରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଙ୍କଟ ଲାଗିରହିଥିବାରୁ ନୂତନ ଯୋଜନା ସ୍ଥଗିତ ରହିଯାଇପାରେ। ବନ୍ଧୁଙ୍କ...
ମେଷ କର୍ମକ୍ଷେତ୍ରରେ ସାହାଯ୍ୟ, ସହଯୋଗ ପାଇ ଅଟକିଥିବା କାମକୁ ସମ୍ପୂର୍ଣ୍ଣ କରିବା ନିଷ୍ପତ୍ତି ନେବେ। ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା ସୁଧୁରି ଯାଇଥିଲେ ମଧ୍ୟ ମାନସିକ ଅସ୍ଥିରତା...
ମେଷ ଆଜି ଦୂରଯାତ୍ରା, ବିବାଦୀୟ କ୍ଷେତ୍ର, ପ୍ରତିଦ୍ୱନ୍ଦ୍ୱିତା ନିକଟରୁ ଦୂରେଇ ରହିବା ଭଲ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍ କରି ଅନୁତପ୍ତ ହୋଇପାରନ୍ତି। କର୍ମକ୍ଷେତ୍ର ଗତାନୁଗତି...