Posted inଖେଳ

ସ୍ବତନ୍ତ୍ର ଅଲିମ୍ପିକ୍ସ: ସାଇକେଲ ଚାଳନାରେ ଓଡ଼ିଶାକୁ ୫ ପଦକ

ଭୁବନେଶ୍ୱର,୨୨ା୩(ସରୋଜ ଜେନା):ସ୍ବତନ୍ତ୍ର ଅଲିମ୍ପିକ ଭାରତ ଓଡ଼ିଶାର ଅନ୍ତର୍ଜାତୀୟ କ୍ରୀଡାବିତ ସରିତା ରାଉତରାୟ ହରିୟଣାର ପଞ୍ଚକୁଲା ଠାରେ ଅନୁଷ୍ଠିତ ଜାତୀୟ ସାଇକଲ ଚାଳନା ପ୍ରତିଯୋଗିତାର ୧ କିମି ଓ ୨ କିମି ମହିଳା ବର୍ଗରେ ସର୍ଣ୍ଣ ପଦକ ଜିତିଛନ୍ତି। ପୁରୁଷ ବର୍ଗରେ ଦେବାଶିଷ ରୌପ୍ୟ ପଦକ ହାସଲ କରିଥିବା ବେଳେ ପଦାର୍ପଣରେ ନିମାପଡ଼ାର ରାକେଶ ସେଠୀ ଏବଂ ଭୁବନେଶ୍ୱରର ସିଦ୍ଧାର୍ଥ ମହାନ୍ତି ଗୋଟିଏ ଲେଖାଏଁ ବ୍ରୋଞ୍ଜ ପଦକ ବିଜୟୀ ହୋଇ ହରିୟାଣା ରାଜ୍ୟପାଳ ବନରିଲାଲ ପୁରୋହିତଙ୍କ ଦାରା ସମ୍ମାନିତ ହୋଇଛନ୍ତି।
ସ୍ବତନ୍ତ୍ର ଅଲିମ୍ପିକ ଭାରତ ଓଡ଼ିଶାର ଆଞ୍ଚଳିକ ନିର୍ଦ୍ଦେଶକ ପ୍ରକାଶ ରଥ, ଅଧ୍ୟକ୍ଷା ସୁନୀତା ମୁଣ୍ଡ, ଉପାଧ୍ୟକ୍ଷ ଉମାକାନ୍ତ ଷଡ଼ଙ୍ଗୀ, ରାଜ୍ୟ ସଂଯୋଜକ ଅର୍ପିତା ମହାପାତ୍ର, କୋଷାଧ୍ୟକ୍ଷ ସୁରେଶ ଖୁଣ୍ଟିଆ, କ୍ରୀଡା ନିର୍ଦ୍ଦେଶକ ସସ୍ମିତା ମହାପାତ୍ର ଏବଂ ବୋର୍ଡ ସଭ୍ୟ ମନତୋସ ବେହେରା, ତନ୍ମୟ ସେନାପତି ଓ ଦିପ୍ତିମୟୀ ରାଉତ ପ୍ରମୁଖ ଦଳର ପ୍ରଶିକ୍ଷକ କାଳନ୍ଦୀ ଚରଣ ଭୋଇ ଙ୍କ ମାଧ୍ୟମରେ ପଦକ ବିଜେତା ମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ତରଫରୁ ଏହି ଦଳର ଯାତ୍ରା, ଉପକରଣ ଏବଂ ଦୈନିକ ଖର୍ଚ୍ଚ ଆଦି ସହାୟତା ପ୍ରଦାନ କରାଯାଇଥିବାରୁ ସ୍ବତନ୍ତ୍ର ଅଲିମ୍ପିକ ଭାରତ ଓଡ଼ିଶା ତରଫରୁ ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri