Posted inଜାତୀୟ

୨ ନାବାଳକ ଭାଇ ହତ୍ୟା ସାମଲାର ଆସିଲା ବ୍ୟବଚ୍ଛେଦ ରିପୋର୍ଟ: ୨୪ ଥର ଛୁରି ଭୁସି କରାଯାଇଛି ହତ୍ୟା

ବଦାୟୁଁ,୨୨।୩: ଉତ୍ତରପ୍ରଦେଶର ବଦାୟୁଁରେ ୨ ନାବାଳକ ଭାଇ ହତ୍ୟା ମାମଲାର ବ୍ୟବଚ୍ଛେଦ ରିପୋର୍ଟ ପରିବାର ଲୋକଙ୍କୁ ହସ୍ତଗତ ହୋଇଛି। ମୃତ ଆୟୁଷଙ୍କ ଶରୀରରେ ୧୩ ଥର ଛୁରି ଭୁସାଯାଇଥିବା ବେଳେ ସାନଭାଇ ଆୟାନଙ୍କୁ ୧୧ଥର ଛୁରିମାଡ଼ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ଏପରିକି ବେକ, ଛାତି ଏବଂ ଶରୀରର ଅନ୍ୟ ସ୍ଥାନରେ ମଧ୍ୟ କ୍ଷତଚିହ୍ନ ରହିଛି ବୋଲି ବ୍ୟବଚ୍ଛେଦ ରିପୋର୍ଟରେ ଉଲ୍ଲେଖ ରହିଛି।

ଅନ୍ୟପକ୍ଷେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଏନ୍‌କାଉଣ୍ଟରରେ ନିହତ ହୋଇଥିବା ବେଳେ ତାଙ୍କ ଭାଇ ବରେଲି ଥାନାରେ ଆତ୍ମସମର୍ପଣ କରିଛନ୍ତି। ପୋଲିସ ତାଙ୍କୁ ଗିରଫ କରିଛି। ହତ୍ୟାକାଣ୍ଡ ପରେ ମୁଖ୍ୟ ଅଭିଯୁକ୍ତ ସାଜିଦଙ୍କ ଭାଇ ଜାଭେଦ ଫେରାର ଥିଲେ। ଆତ୍ମସମର୍ପଣ ପରେ ତାଙ୍କୁ ଜେରା ପାଇଁ ବଦାୟୁଁ ଅଣାଯାଇଥିବା ଏସ୍‌ପି ଆଲୋକ ପ୍ରିୟଦର୍ଶୀ କହିଛନ୍ତି। ହତ୍ୟାକାଣ୍ଡ ପରେ ସେ ଦିଲ୍ଲୀ ପଳାଇଥିଲେ ବୋଲି ପୋଲିସକୁ କହିଛନ୍ତି।

ଏନ୍‌କାଉଣ୍ଟରରେ ସାଜିଦ ନିହତ ହେବା ପରେ ତାଙ୍କ ମା’ ନଜନିନ୍‌ ପ୍ରତିକ୍ରିୟାରେ କହିଛନ୍ତି, ଦୁଇ ନିରୀହ ଶିଶୁଙ୍କ ମୃତ୍ୟୁରେ ପରିବାରର ଦୁଃଖ ବୁଝିପାରୁଛି। ପୁଅ ଭୁଲ୍‌ କରିଥାଏ, ତେବେ ଏନ୍‌କାଉଣ୍ଟରରେ ମରିବା ଯୁକ୍ତିଯୁକ୍ତ ବୋଲି ନଜନିନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି।...

ହାତୀ, ବାର୍‌ହାଙ୍କ ଉତ୍ପାତ: ଉଜାଡିଲେଣି ୬୪ ଏକର

ବେଗୁନିଆ,୨୯।୧୨(ହରପ୍ରସନ୍ନ ପଣ୍ଡା): ଚଳିତ ଖରିଫ ଋତୁରେ ଏବେ କ୍ଷେତରୁ ଧାନ ଫସଲ ଅମଳ ଜାରି ରହିଛି। ଏଥିସହ ଜମିରେ ରବି ଫସଲ ବୁଣାଯାଇଛି। ଅପରପକ୍ଷେ ପନିପରିବା,...

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ...

ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ, ଦେବାଶିଷ ଓ ଦେବୀଙ୍କ ସହ ଥିବା ନେତାଙ୍କୁ ତାଲିକାରୁ ବାଦ୍

କଟକ: ବିଜୁ ଜନତା ଦଳର କର୍ମକର୍ତ୍ତାଙ୍କ ମଧ୍ୟରେ ମତଭେଦ ଦେଖାଯାଉଥିବା ବେଳେ ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ ଦେଖାଯାଇଛି । BYJD(ବିଜୁ ଯୁବା...

ଉନ୍ନାଓ ଗଣବଳାତ୍କାର ମାମଲା: ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯।୧୨: ଦିଲ୍ଲୀ ହାଇକୋର୍ଟ ସମ୍ପ୍ରତି ଉନ୍ନାଓ ବଳାତ୍କାର ମାମଲାରେ ଅଭିଯୁକ୍ତ ପୂର୍ବତନ ବିଧାୟକ କୁଲଦୀପ ସିଂହ ସେଙ୍ଗାରଙ୍କ ଦଣ୍ଡାଦେଶକୁ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ। ହାଇକୋର୍ଟ ସେଙ୍ଗାରଙ୍କ...

Children born on Ekadashi: ଏକାଦଶୀରେ ଜନ୍ମ ହୋଇଥିବା ପିଲାମାନେ ବହୁତ ସ୍ୱତନ୍ତ୍ର, ଏହି ଗୁଣ…

ଧାର୍ମିକ ଦୃଷ୍ଟିକୋଣରୁ ୨୦୨୫ ବର୍ଷର ଶେଷ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି । ଡିସେମ୍ବର ୩୦ ତାରିଖରେ ବର୍ଷର ଶେଷ ପୁତ୍ରଦା ଏକାଦଶୀ ପାଳନ କରାଯିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri