Odisha Elections 2024

ଦଳ ଅଣଦେଖା କରିବାରୁ ବିଜେଡି ଛାଡିଲେ ଖଲ୍ଲିକୋଟର ପୂର୍ବତନ ବିଧାୟକ

ଭୁବନେଶ୍ୱର,୨୫।୩: ବିଜେଡି ଛାଡିଲେ ଦଳର ବରିଷ୍ଠ ନେତା ତଥା ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣ ସେଠୀ। ପୂର୍ଣ୍ଣଚନ୍ଦ୍ର ସେଠୀ ଦଳର ପ୍ରାଥମିକ ସଦସ୍ୟରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା କରାଯିବାରୁ ସେ ବିଜେଡି ଛାଡିଥିବା କହିଛନ୍ତି।

ସେ କହିଛନ୍ତି, ୨୦୦୯ ଓ ୨୦୧୪ରେ ମୁଁ ଭଲ ଭୋଟରେ ଜିତି ଥିଲି। କିଛି କାରଣ ବଶତଃ ମୋତେ ୨୦୧୯ରେ ବିଜେଡି ପକ୍ଷରୁ ଟିକେଟ ମିଳିନଥିଲା। ହେଲେ ଦଳ ଟିକେଟ ଦେଇଥିବା ପ୍ରାର୍ଥୀପାଇଁ ପ୍ରଚାର କରିବା ପାଇଁ କୁହାଯାଇଥିଲା। ମୁଁ ପ୍ରଚାର ମଧ୍ୟ କରିଥିଲି। ତା’ପରେ ବି ମୋତେ ଦଳ ଭିତରେ ଅଣଦେଖା କରାଗଲା। ଏଥିପାଇଁ ମୁଁ ଦଳରୁ ଇସ୍ତଫା ଦେଇଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

”ଓଡ଼ିଶାର ପ୍ରତି ବ୍ଲକ ଲୋକେ ଗୁଜରାଟରେ କାମ କରୁଛନ୍ତି”: ପ୍ରଧାନମନ୍ତ୍ରୀ ମୋଦି

କଟକ,୨୦।୫: କଟକରେ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେଡି ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। କହିଛନ୍ତି ବିଜେଡି ପାଇଁ ଓଡ଼ିଶା ଆଜି...

ପୁଣି ଦୋହରାଇଲେ ମୋଦି, କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୫: ଅନୁଗୋଳ ସଭାରେ ସମ୍ବୋଧିତ କରି ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଯାଉଥିବା ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।...

ମତଦାନ କଲେ ମନ୍ତ୍ରୀ ରୀତା ସାହୁ

ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା...

”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ...

ଭୋଟ୍‌ ଦେଲେ ମନ୍ତ୍ରୀ ଟୁକୁନି ସାହୁ

ଟିଟିଲାଗଡ଼,୨୦ା୫(ଶରତ ମିଶ୍ର): ବଲାଙ୍ଗୀର ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି...

ଭୋଟ୍‌ ଦେଲେ ଅର୍ଥମନ୍ତ୍ରୀ

ଭଞ୍ଜନଗର,୨୦ା୫(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ତଥା ଭଞ୍ଜନଗର ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ସୋମବାର ନିଜ ଗ୍ରାମ ଅଗଝୋଳରେ ମତଦାନ ସାବ୍ୟସ୍ତ କରିଛନ୍ତି। ବିକ୍ରମ ସପ୍ତମଥର...

ମହାନଦୀ ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନ

ଭୁବନେଶ୍ୱର,୨୦।୫: ପୁଣି ଭିଡିଓ ଜାରି କରି ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ଏଥିରେ ସେ ମହାନଦୀକୁ ପ୍ରସଙ୍ଗ କରି...

ସସ୍ତ୍ରୀକ ଭୋଟ୍‌ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri