Odisha Elections 2024

ହୋଲିରେ ଅଘଟଣ ରୋକିବାକୁ ଓଡ଼ିଶା ଅଗ୍ନିଶମ ବାହିନୀର ବଡ଼ ପଦକ୍ଷେପ, ନଦୀ ତୁଠରେ ଜଗିବେ ରେସ୍କ୍ୟୁ ଟିମ୍‌

ଭୁବନେଶ୍ୱର,୨୫।୩: ହୋଲିରେ ଅଘଟଣ ରୋକିବାକୁ ଓଡ଼ିଶା ଅଗ୍ନିଶମ ବାହିନୀ ତରଫରୁ ବଡ଼ ପଦକ୍ଷେପ ନିଆଯାଇଛି। କୁଆଖାଇ, ଦୟା, ଧଉଳି ପୁରୀ କେନାଲ, ବାଲିପାଟଣା, ବାଲିଅନ୍ତା, ବଙ୍କୁଆଲ ନଦୀ ଗୁଡ଼ିକ ତୁଠରେ ଅଗ୍ନିଶମ କର୍ମଚାରୀ ରହିବେ। ମେଶିନ ରବର୍‌ ବୋଟ, ଅଣ୍ଡର ୱାଟର କର୍ମଚାରୀ ଓ ଆମ୍ବୁଲାନ୍ସ ମଧ୍ୟ ରହିବ। ପ୍ରତି ତୁଠରେ ୬ ଜଣ ରେସ୍କ୍ୟୁ ଟିମ୍‌ ରହିବେ। ଏପରିକି ନିଶାସକ୍ତ ଅବସ୍ଥାରେ ପାଣିକୁ ନ ଯିବାକୁ କୁହାଯାଇଛି।

ଡେପୁଟି ଫାୟାର ଅଫିସର ଅବନୀ ସ୍ବାଇଁ କହିଛନ୍ତି ଯେ, ହୋଲି ଖେଳିସାରିବା ପରେ ଅଧିକ ପାଣି ଭିତରକୁ ଯାଆନ୍ତୁ ନାହିଁ। ଯଦି ଯାଉଛନ୍ତି ମିସିକି ଦୁଇ ଚାରି ଜଣ ଯାଆନ୍ତୁ। ଗାଧୋଇବା ସମୟରେ ମସ୍ତି କରନ୍ତୁ ନାହିଁ। ଛୋଟ ଛୁଆ ମାନଙ୍କୁ ନଦୀକୁ ପଠାନ୍ତୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

”ଓଡ଼ିଶାର ପ୍ରତି ବ୍ଲକ ଲୋକେ ଗୁଜରାଟରେ କାମ କରୁଛନ୍ତି”: ପ୍ରଧାନମନ୍ତ୍ରୀ ମୋଦି

କଟକ,୨୦।୫: କଟକରେ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେଡି ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। କହିଛନ୍ତି ବିଜେଡି ପାଇଁ ଓଡ଼ିଶା ଆଜି...

ପୁଣି ଦୋହରାଇଲେ ମୋଦି, କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୫: ଅନୁଗୋଳ ସଭାରେ ସମ୍ବୋଧିତ କରି ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଯାଉଥିବା ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।...

ମତଦାନ କଲେ ମନ୍ତ୍ରୀ ରୀତା ସାହୁ

ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା...

”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ...

ଭୋଟ୍‌ ଦେଲେ ମନ୍ତ୍ରୀ ଟୁକୁନି ସାହୁ

ଟିଟିଲାଗଡ଼,୨୦ା୫(ଶରତ ମିଶ୍ର): ବଲାଙ୍ଗୀର ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି...

ଭୋଟ୍‌ ଦେଲେ ଅର୍ଥମନ୍ତ୍ରୀ

ଭଞ୍ଜନଗର,୨୦ା୫(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ତଥା ଭଞ୍ଜନଗର ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ସୋମବାର ନିଜ ଗ୍ରାମ ଅଗଝୋଳରେ ମତଦାନ ସାବ୍ୟସ୍ତ କରିଛନ୍ତି। ବିକ୍ରମ ସପ୍ତମଥର...

ମହାନଦୀ ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନ

ଭୁବନେଶ୍ୱର,୨୦।୫: ପୁଣି ଭିଡିଓ ଜାରି କରି ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ଏଥିରେ ସେ ମହାନଦୀକୁ ପ୍ରସଙ୍ଗ କରି...

ସସ୍ତ୍ରୀକ ଭୋଟ୍‌ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri