ଛତ୍ରପୁର ବିଧାୟକଙ୍କ ଜନସମ୍ପର୍କ ଯାତ୍ରା ଦଳୀୟ ସଙ୍ଗଠନ ନେଇ…

ଗଞ୍ଜାମ,୨୬।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଦୋଳପୂର୍ଣ୍ଣିମା ଯାତ୍ରା ଚାଲିଥିବା ବେଳେ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା ଶତାଧିକ ଯୁବକଙ୍କ ସହ ଜନସମ୍ପର୍କ ପଦଯାତ୍ରା କରିଛନ୍ତି। ଜିଲାପରିଷଦ ସଭ୍ୟ ସନାତନ ବେହେରା, ଗଞ୍ଜାମ ଏନ୍‌ଏସି ଉପନଗରପାଳ ସୁରେନ୍ଦ୍ର କୁମାର ବାରିକ, ଏନ୍‌ଏସି ବିଜେଡି ଯୁବ ସଭାପତି ସୁଧୀର କୁମାର ପାଢ଼ୀ, ଛାତ୍ର ସଭାପତି ରାକେଶ ରଞ୍ଜନ ଦାସ, ପୂର୍ବତନ ଏନ୍‌ଏସି ଉପାଧ୍ୟାକ୍ଷ ନୀଳାଞ୍ଚଳ ବାରିକ, ଏନ୍‌ଏସି ନଗର ବିଜେଡି ସଭାପତି ରଙ୍କନାଥ ପଲାଇ, ପୂର୍ବତନ କାଉନ୍ସିଲର ଦଣ୍ଡପାଣି ପରିଡା, ବିଜେଡି ଯୁବନେତା ଧରଣୀ ସାହୁ, ନିରଞ୍ଜନ ପରିଡା, ବିଭୂତି ପଳାଇଙ୍କ ସମେତ ସମସ୍ତ କାଉନସିଲର ଉପସ୍ଥିତ ଥିଲେ। ଏହି ଅବସରରେ ବିଧାୟକ ବେହେରା ସାନ ବଜାରରୁ ଦଳୀୟ କର୍ମୀ ଓ ନେତୃବୃନ୍ଦଙ୍କ ସହ ବଜାର ଦେଇ ଜୟଶ୍ରୀ ଛକଠାରେ ପହଞ୍ଚି ଦଳୀୟ ସଂଗଠନ ଉପରେ କସରତ କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ପ୍ରଚାର ଜୋରଦାର: ଘରେ ଘରେ ପହଞ୍ଚିଲେ ମାନଗୋବିନ୍ଦ

ଦାରିଙ୍ଗବାଡି, ୯/୫ (ଅରୁଣ ସାହୁ):କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ଭାଜପାର ବିଧାନସଭା ପ୍ରାର୍ଥୀ ମାନଗୋବିନ୍ଦ ପ୍ରଧାନ ନିଜ ପ୍ରଚାର ଜୋରଦାର କରିଛନ୍ତି। ସେ...

ବିଶ୍ୱ ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କରେ ଭାରତର ସ୍ଥାନ ୧୬୧

ସମ୍ବଲପୁର, ୯ା୫(ପ୍ରମୋଦ ବହିଦାର)ଓଡିଶାର ସାମ୍ବାଦିକମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିଶ୍ରୁତିକୁ ଧୂଆଁବାଣ...

କ୍ଷମତାକୁ ଆସିଲେ ମହିଳାଙ୍କୁ ୫୦ ହଜାର ଟଙ୍କାର କୁପନ: ଧର୍ମେନ୍ଦ୍ର

ଦେବଗଡ଼,୯।୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ଧାନର ସର୍ବନିମ୍ନ ଦର ୩୧ଶହ ଟଙ୍କା ଧାର୍ଯ୍ୟ ହେବ। ପ୍ରତ୍ୟେକ ମହିଳାଙ୍କୁ ୫୦ ହଜାର ଟଙ୍କାର...

ବସୁଧା ଯୋଜନା ବାଟବଣା

ନୂଆପଡ଼ା,୯ା୫ (ମକାରୁ ବେମାଲ)ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ କରଙ୍ଗାଭଟା ଗାଁରେ ଉତ୍କଟ ଜଳ ସଙ୍କଟ ଦେଖାଦେଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ...

‘ମୋର କିଛି ହେଲେ ସ୍ବାମୀ ଓ ବିଧାୟକ ଦାୟୀ’

ଚାନ୍ଦବାଲି,୯ା୫(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ରାଜନୀତି ଘଡ଼ିକେ ଘୋଡ଼ା ଛୁଟୁଛି। ନିର୍ବାଚନ ପରିବେଶ ସରଗରମ ଥିବା ବେଳେ ଚାନ୍ଦବାଲିର ପୂର୍ବତନ ବ୍ଲକ୍‌ ଅଧ୍ୟକ୍ଷା ମାନସୀ...

ଜାଳେଣିର ବିକଳ୍ପ ଶୁଖିଲା ପତ୍ର

କେନ୍ଦୁଝର,୯।୫(ନରେଶ୍‌ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର)ମନୁଷ୍ୟ ସଭ୍ୟତା ସହ ଜଙ୍ଗଲ ବହୁଆଗରୁ ଜଡ଼ିତ। ଜଙ୍ଗଲ ଖାଦ୍ୟ, ବସ୍ତ୍ର, ବାସ ଆଦି ଯୋଗାଇ ଦେଇଥାଏ। ବର୍ତ୍ତମାନ ସମୟରେ ବିଭିନ୍ନ...

କଳାଧାନ ଚାଷ: ଜଳାଭାବ ଯୋଗୁ ଆଶଙ୍କାରେ ଚାଷୀ

ପାରଳାଖେମୁଣ୍ଡି, ୯ା୫ (ଗିରିଧାରୀ ପରିଛା):ଗଜପତି ଜିଲାରେ ମୂଲ୍ୟବାନ କଳାଧାନ ଚାଷ ହେଉଛି। ଏହି କଳା ଧାନ ଚାଷ ଓଡ଼ିଶାର ବରଗଡ ଜିଲା ସମେତ ଅନ୍ୟାନ୍ୟ ଜିଲାରେ...

ଆଇଟିଆଇ ସ୍ଥାପନ କରିବ ‘ଓ୍ବେଷ୍ଟ ଟୁ ଓ୍ବେଲଥ’ ମଡେଲ ବୁଥ୍‌

ବ୍ରହ୍ମପୁର,୯ା୫(ଅଶୋକ କୁମାର ସାହୁ):ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଆସନ୍ତା ୧୩ ତାରିଖରେ ସାଧାରଣ ନିର୍ବାଚନ ମତଦାନ ହେବ । ଭୋଟରଙ୍କୁ ସଚେତନ କରିବା ପାଇଁ ଭିନ୍ନ ମଡେଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri