Posted inଖେଳ

ବାଡ଼େଇ ବାଡ଼େଇ ବଲ୍ ଚୋପା ଛଡ଼େଇ ଦେଲେ ସନରାଇଜର୍ସ ହାଇଦ୍ରାବାଦ ବ୍ୟାଟର

ହାଇଦ୍ରାବାଦ,୨୭।୩: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଇତିହାସରେ ସବୁଠୁ ବଡ଼ ସ୍କୋର କରିଛି ସନରାଇଜର୍ସ ହାଇଦ୍ରାବାଦ (ଏସଆରଏଚ)। ବୁଧବାର ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ବିପକ୍ଷରେ ସନରାଇଜର୍ସ ହାଇଦ୍ରାବାଦ (ଏସଆରଏଚ) ବ୍ୟାଟର ଝଡ଼ ସୃଷ୍ଟି କରିଥିଲେ। ଏହା ପରେ ଆଇପିଏଲ୍ ଇତିହାସରେ ସନରାଇଜର୍ସ ଦଳ ୨୭୮ ରନ୍ ର ସବୁଠାରୁ ବଡ ଟାର୍ଗେଟ୍ ଧାର୍ଯ୍ୟ କରିଛି।

ଏହି ମ୍ୟାଚରେ ମୁମ୍ବାଇ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ ଜିତି ବୋଲିଂ କରିବାକୁ ନିଷ୍ପତି ନେଇଥିଲେ। ପ୍ରଥମେ ଟସ୍ ହାରିବା ପରେ ପ୍ରଥମେ ବ୍ୟାଟିଂ କରି ସନରାଇଜର୍ସ ଦଳ ୩ ୱିକେଟ୍ ହରାଇ ୨୭୭ ରନ୍ ସଂଗ୍ରହ କରିଛି। ଆଇପିଏଲ ଇତିହାସରେ ଏହା ହେଉଛି ସବୁଠାରୁ ବଡ ସ୍କୋର। ଏହା ସହିତ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ର ୧୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଛି। ୨୩ ଏପ୍ରିଲ ୨୦୧୩ ରେ ପୁଣେ ୱାରିୟର୍ସ ବିପକ୍ଷରେ ୫ ଟି ୱିକେଟ୍ ହରାଇ ଆରସିବି ୨୬୩ ରନ୍ ସଂଗ୍ରହ କରିଥିଲା। ଯେଉଁଥିରେ କ୍ରିସ୍ ଗେଲ୍ ୬୬ ବଲରେ ୧୭୫ ରନ୍ ର ଚମତ୍କାର ଇନିଂସ ଖେଳିଥିଲେ।

ତେବେ ମ୍ୟାଚର ୧୯ ତମ ଓଭରରେ ବ୍ୟାଟରଙ୍କ ଝଡ଼ରେ ବଲ ଅବସ୍ଥା ଖରାପ ହୋଇଯାଇଥିବା ଦେଖିବାକୁ ମିଳିଥିଲା। ବୁମରା ବୋଲିଂ କରୁଥିବା ବେଳେ ତାଙ୍କର ଚତୁର୍ଥ ଏବଂ ପଞ୍ଚମ ବଲରେ କ୍ଳାସନ ଲଗାତାର ଦୁଇଟି ଚୌକା ମାରିଥିଲେ, ଏହାପରେ ବଲ ଉପରେ ଥିବା ଥ୍ରେଡିଂ(ଚମଡ଼ା) ଉପୁଡିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri