Posted inଫୁରସତ

ଅଜବ ଘର: ଦେଖିବାକୁ ବଙ୍କାତେଢ଼ା ମାତ୍ର ଆକର୍ଷଣୀୟ, ଜାଣନ୍ତୁ ଏହାର ସ୍ବତନ୍ତ୍ରତା…

ଦୁନିଆରେ ଅନେକ ଅଟ୍ଟାଳିକା ଅଛି, ଯାହା ଅନେକ କାରଣ ପାଇଁ ଲୋକଙ୍କୁ ଆକର୍ଷିତ କରିଥାଏ। କିଛି ଘର ଡିଜାଇନକୁ ନେଇ ବେଶ୍‌ ଆକର୍ଷଣୀୟ ହୋଇଥାଏ। ଆଜି ସେମିତି କିଛି ଅଦ୍ଭୁତ ଅଟ୍ଟାଳିକା ବିଷୟରେ କହିବୁ। ଯାହା ଦେଖିବାକୁ ବଙ୍କାତେଢ଼ା କିନ୍ତୁ ବାସ୍ତବ ରୂପରେ ପର୍ଯ୍ୟଟକଙ୍କୁ ବହୁତ ଆକର୍ଷିତ କରେ। ପ୍ରତିବର୍ଷ ଏହି ଘର ଦେଖିବାକୁ ଲକ୍ଷାଧିକ ଲୋକ ଆସିଥାନ୍ତି।

News18hindi

ଆମେରିକାର ଓହିଓର ଲଙ୍ଗାବର୍ଗର ବାସ୍କେଟ୍‌ ବିଲ୍ଡିଂ ସ୍ଥାପତ୍ୟର ଏକ ଚମତ୍କାର ଉଦାହରଣ। ଏହା ଏକ ବାସ୍କେଟ୍‌ ପରି ଦେଖାଯାଉଛି। ୧୯୯୭ରେ ନିର୍ମିତ ଏହି ବାସ୍କେଟ୍‌ ବିଲ୍ଡିଂ ୭ ମହଲା ବିଶିଷ୍ଟ ଏବଂ ଏକ ଗ୍ଲାସ ଛାତ ଅଛି। ଏହି କୋଠାଟି ଅନେକ ଥର ବିକ୍ରି ହୋଇ କ୍ରୟ କରାଯାଇଛି। ବର୍ତ୍ତମାନ ଏହାକୁ ଏକ ହୋଟେଲରେ ପରିଣତ କରାଯାଇଛି।

News18hindi

ସେହିପରି ଅଜରବୈଜାନର ଜାତୀୟ କାର୍ପେଟ ସଂଗ୍ରହାଳୟ ଦେଖିବାକୁ ବହୁତ ସୁନ୍ଦର। ଏଥିରେ ଅଜରବୈଜାନର କାର୍ପେଟ ରହିଛି। ଏହି କୋଠାଟି କାର୍ପେଟର ଖଣ୍ଡ ପରି ଦେଖାଯାଉଛି। ଏହାକୁ ନିର୍ମାଣ କରିବାକୁ ୬ ବର୍ଷ ଲାଗିଥିଲା। ଏହି ସଂଗ୍ରହାଳୟରେ ୧୦,୦୦୦ ବସ୍ତୁ ରଖାଯାଇଛି, ଯେଉଁଥିରେ ୧୭ ଶତାବ୍ଦୀର କାର୍ପେଟ ଏବଂ ଚତୁର୍ଦ୍ଦଶ ଶତାବ୍ଦୀର ଚାମଚ, ବାସନ ଆଦି ରହିଛି। ୯୬୭ରେ ପ୍ରତିଷ୍ଠିତ ଏହି ସଂଗ୍ରହାଳୟ ବାକୁର ସମୁଦ୍ରକୂଳ ପାର୍କ ନିକଟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍‌ଲାଇନ୍‌ରେ ଅର୍ଡର କରିଥିଲେ ୧ ଲକ୍ଷ ଟଙ୍କାର ଲ୍ୟାପ୍‌ଟପ୍‌: ମିଳିଲା ଏମିତି କିଛି, ଗ୍ରାହକଙ୍କ ହେଶ୍‌ ଉଡିଲା

ନୂଆଦିଲ୍ଲୀ,୯।୫: ଅନଲାଇନ ଶପିଂ ଆପ୍‌ର ବ୍ୟବହାର ଦିନକୁ ଦିନ ବୃଦ୍ଧି ପାଉଛି। କିନ୍ତୁ ଅନଲାଇନ ଆପଗୁଡ଼ିକର ବିଶ୍ୱସନୀୟତା ଧୀରେ ଧୀରେ ହ୍ରାସ ପାଉଛି। ଏହାର କାରଣ...

ପିଜା ଖାଇବାକୁ ବିମାନ ବୁକ୍‌ କରି ବିଦେଶରେ ପହଞ୍ଚିଲେ ଯୁବତୀ

ବାସ୍ତାବରେ ଧନୀମାନଙ୍କର ପରିଭାଷା କ’ଣ? ଏହାର ଅର୍ଥ ହେଲା ଧନୀଙ୍କ ପାଖରେ ଅର୍ଥର ଅଭାବ ନ ଥାଏ। ତେଣୁ ମନ ଯାହା ଚାହେଁ, ତାହା କରିଦିଅନ୍ତି।...

ବିବାହ କରିବେ ଦ୍ୱିତୀୟ ବିଶ୍ୱଯୁଦ୍ଧର ଶତାୟୁ ନାୟକ ଟେରେନ୍ସ

ୱାଶିଂଟନ୍‌: ଆମେରିକା ପାଇଁ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ସାହସର ସହ ଲଢ଼ିଥିବା ହେରୋଲ୍ଡ ଟେରେନ୍ସ ଏବେ ଚର୍ଚ୍ଚାକୁ ଆସିଛନ୍ତି। ସେ ଆସନ୍ତା ମାସ ଫ୍ରାନ୍ସରେ ନିଜ ପ୍ରେମିକା...

ସେବାର ଅନ୍ୟନାମ ‘ରେଡ୍‌କ୍ରସ’

ପ୍ରତିବର୍ଷ ମେ’୮ରେ ବିଶ୍ୱ ରେଡକ୍ରସ ଦିବସ ପାଳନ କରାଯାଏ। ଅନ୍ତର୍ଜାତୀୟ ରେଡକ୍ରସ ଏବଂ ରେଡ କ୍ରିସେଣ୍ଟ ଆନ୍ଦୋଳନର ନୀତି ମନେରଖିବା ପାଇଁ ଏହା ପାଳନ କରାଯାଏ।...

”ଜନସଚେତନତା ବିପଦ ଏଡ଼ାଇବ“

ପ୍ରତିବର୍ଷ ମେ’ ୮ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ଥାଲାସିମିଆ ଦିବସ’। ଚଳିତ ବର୍ଷର ଏହି ଦିବସ ଉପଲକ୍ଷେ ପ୍ରସାରିତ ବାର୍ତ୍ତାଟିରେ କୌଣସି ଅସ୍ପଷ୍ଟତା ନାହିଁ।...

ଗୋଡ଼ରେ ଭୋଟ ଦେଲେ

ଅହମଦାବାଦ: ମଙ୍ଗଳବାର ଭାରତର ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଗଣତନ୍ତ୍ରର ଏହି ମହାପର୍ବରେ ଗୁଜରାଟର ଏକ ପୋଲିଂ ବୁଥ୍‌ରେ ଅଙ୍କିତ ସୋନି...

ବାପାଙ୍କ ଦୋକାନ ବନ୍ଦ ହେବନି

ନୂଆଦିଲ୍ଲୀ: ରୋଲ୍‌ ପ୍ରସ୍ତୁତ କରୁଥିବା ଏକ ୧୦ ବର୍ଷୀୟ ବାଳକର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯଶ୍‌ପ୍ରୀତ ନାମକ ଏହି ବାଳକଙ୍କ ମାତ୍ର...

ଗୋଟିଏ ଭୋଟର ମୂଲ୍ୟ ତୁମେ କ’ଣ ବୁଝିବ ବାବୁ! ଭୋଟ ଦେବାକୁ କାଲିଫର୍ନିଆରୁ ବିହାର ପହଞ୍ଚିଲେ ଦମ୍ପତି

ବୈଶାଳି,୬।୫: ଏକ ଶକ୍ତିଶାଳୀ ଗଣତନ୍ତ୍ର ପାଇଁ ଭୋଟର ମହତ୍ତ୍ୱ କ’ଣ। ଯଦି ଆପଣ ଏହି ପ୍ରଶ୍ନର ଉତ୍ତର ଜାଣିବାକୁ ଚାହାଁନ୍ତି ତେବେ ଆପଣଙ୍କୁ ବିହାରର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri