ଇପିଏଫ୍‌ଓରେ ଇ-କେୱାଇସି ବାଧ୍ୟତାମୂଳକ

ଭୁବନେଶ୍ୱର,୨୯।୩(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟନିଧି ସଙ୍ଗଠନ (ଇପିଏଫ୍‌ଓ)ରେ ସାରା ଦେଶରେ କୋଟି କୋଟି ସଂଖ୍ୟାରେ ଆକାଉଣ୍ଟଧାରୀ ଅଛନ୍ତି। ଗ୍ରାହକମାନଙ୍କ ପାଇଁ ଇପିଏଫ୍‌ଓ ପକ୍ଷରୁ ଇ-କେୱାଇସି ବାଧ୍ୟତାମୂଳକ କରାଯାଇଛି। ଆକାଉଣ୍ଟଧାରୀଙ୍କୁ  ଅନ୍‌ଲାଇନ ଠକେଇରୁ ରକ୍ଷା କରିବା ପାଇଁ କଓ୍ବୋଇସିକୁ  ବାଧ୍ୟତାମୂଳକ କରାଯାଇଛି। ତେବେ ବର୍ତ୍ତମାନ ଇପିଏଫ୍‌ଓ  ଆକାଉଣ୍ଟଧାରୀମାନେ ଘରେ ବସି ଇ-କଓ୍ବୋଇସି ଅପ୍‌ଡେଟ୍‌  ସୁବିଧା ପାଇପାରିବେ।

ଇପିଏଫ୍‌ଓରେ ଇ-କେୱାଇସି ସମ୍ପୂର୍ଣ୍ଣ କରିବାକୁ  ଆଧାର କାର୍ଡ, ପାନ୍‌ କାର୍ଡ, ବ୍ୟାଙ୍କ ଆକାଉଣ୍ଟ ବିବରଣୀ, ପାସ୍‌ପୋର୍ଟ ନମ୍ବର, ଡ୍ରାଇଭିଂ ଲାଇସେନ୍ସ, ଭୋଟର ପରିଚୟ ପତ୍ର, ରାଶନ କାର୍ଡ ଆଦି ଡକ୍ୟୁମେଣ୍ଟର ଆବଶ୍ୟକତା ରହିଛି। କଓ୍ବୋଇସି ଅପ୍‌ଡେଟ୍‌ ପାଇଁ ପ୍ରଥମେ ଇପିଏଫ୍‌ଓର ଅଫିସିଆଲ ୱେବ୍‌ସାଇଟ ପରିଦର୍ଶନକରି  ସେବା ଟ୍ୟାବ ଉପରେ କ୍ଲିକ୍‌ କରିବାକୁ ପଡ଼ିବ।  ଏଥିରେ ‘ଫର୍‌ ଏମ୍ପ୍ଲଇଜ୍‌ ସେକ୍ସନରେ କ୍ଲିକ୍‌ କରି ଆକାଉଣ୍ଟଧାରୀଙ୍କୁ ୟୁଏଏନ୍‌  ସଦସ୍ୟ ପୋର୍ଟାଲରେ କ୍ଲିକ୍‌ କରିବାକୁ ପଡ଼ିବ।

ଏହା ପରେ  ୟୁଏଏନ୍‌ ନମ୍ବର ଏବଂ ପାସ୍‌ୱାର୍ଡ ପ୍ରବେଶ କରିବାକୁ ପଡ଼ିବ। ଏହାପରେ ଅନେକ ଅପ୍‌ସନ୍‌ ମଧ୍ୟରୁ କଓ୍ବୋଇସି ଅପ୍‌ସନ୍‌ କ୍ଲିକ୍‌କରି  ଆବଶ୍ୟକୀୟ ସୂଚନା ଦେବାକୁ ପଡ଼ିବ। କେୱାଇସି ଅପ୍‌ଡେଟ୍‌ ହେବା ପରେ ଏହି ସୂଚନା ଆକାଉଣ୍ଟଧାରୀଙ୍କ ନିଯୁକ୍ତିଦାତାଙ୍କ ନିକଟକୁ ଯିବ। ନିଯୁକ୍ତିଦାତାଙ୍କ ଅନୁମୋଦନ ପାଇବା ପରେ କେୱାଇସି ଇପିଏଫ୍‌ଓରେ ଅପ୍‌ଡେଟ୍‌ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri