ପୋଲିସକୁ ଦେଖି ପଳାଉଥିବା ବାଇକ୍‌ ଚାଳକଙ୍କ ମୃତ୍ୟୁ

ଦାରିଙ୍ଗବାଡି, ୨୯ା୩ (ଅରୁଣ ସାହୁ ):କନ୍ଧମାଳ ଜିଲା କ. ନୂଆଗାଁ ପୋଲିସ ଏକ ଗଞ୍ଜେଇ ବୋଝେଇ କାର (ନଂ. ଓଡି ୩୩ଏଇ ୩୪୪୩ )କୁ ଧରିବା ପାଇଁ ଗୁରୁବାର ସନ୍ଧ୍ୟାରେ ୪୦ କି.ମି. ପିଛା କରିଥିଲା। ଖବରପାଇ ଦାରିଙ୍ଗବାଡି ପୋଲିସ ଚାରିଛକରେ ବ୍ଲକିଂ କରିଥିଲା। ଆଗରେ ପୋଲିସ ଦେଖି କାର୍‌ ଚାଳକ ଗାଡ଼ିକୁ ପଛକୁ ଫେରାଇ ନେଇ ସିମନବାଡ଼ିର ଏକ ସାହି ଭିତରେ ପୁରାଇ ଦେଇଥିଲେ। ସେଠାରୁ ଆଉ କାର୍‌ଟି ବାହାରି ନ ପାରବାରୁ ଗାଡ଼ି ଛାଡି ଗଞ୍ଜେଇ ବ୍ୟବସାୟୀମାନେ ଜଙ୍ଗଲ ମଧ୍ୟକୁ ଚାଲିଯାଇଥିଲେ। ଗଞ୍ଜେଇ ଚାଲାଣ ବେଳେ ୨ଟି ବାଇକ୍‌ ଆଗରେ ଓ ପଛରେ କାର୍‌କୁ ଏସ୍‌କର୍ଟ ଦେଇ ଯାଉଥିଲେ। ଆଗରେ ଯାଉଥିବା ବାଇକ୍‌ ଚାଳକ ପୋଲିସକୁ ଦେଖି ଦ୍ରୁତ ଗତିରେ ଗାଡ଼ି ବୁଲାଇ ପଳାଇ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇ ତାଙ୍କର ମୃତ୍ୟୁ ଘଟିଛି। ବାଲିଗୁଡ଼ା ଏସ୍‌ଡିପିଓ ଘଟଣାସ୍ଥଳରେ ପହଞ୍ଚଛନ୍ତି। ଗଞ୍ଜେଇ ବ୍ୟବସାୟୀଙ୍କୁ ଧରିବାକୁ ପାଟ୍ରୋଲିଂ ଜୋରଦାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଶହ କୋଟି ଟଙ୍କାରେ ନିର୍ମାଣ ହେବ ପାରାଦୀପ ଏୟାରପୋର୍ଟ: ଗଡ଼କାରୀ

ପୁରୀ,୯।୫: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର ପୁରୀରେ ପହଞ୍ଚି ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଏହା ପରେ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଉଦ୍‌ବୋଧନ...

୧୧ରେ ବରଗଡ଼ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବରଗଡ଼,୯ା୫(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୧ତାରିଖ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ମିଳିଥିବା ସୂଚନାନୁଯାୟୀ, ମୋଦି ସେହିଦିନ ବରଗଡ଼ ସହର...

ନାମାଙ୍କନ କଲେ କୋରେଇ ବିଜେଡି ବିଧାୟିକା ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ

ଯାଜପୁର, ୯।୫: କୋରେଇ ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳ ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ପ୍ରଥମେ ପାଣିକୋଇଲି ତାରିଣୀ...

କନ୍ଧମାଳବାସୀଙ୍କୁ ଭୋଟ୍‌ ମାଗିଲେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ,୯ା୫(ରାକେଶ କୁମାର ରାଉତ): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗୁରୁବାର କନ୍ଧମାଳ ଗସ୍ତରେ ଆସି ଭୋଟ୍‌ ମାଗିଛନ୍ତି। କନ୍ଧମାଳ ସଂସଦୀୟ କ୍ଷେତ୍ର ୭...

ସାପ କାମୁଡ଼ାରେ ତିନି ବର୍ଷର ପୁଅ ମୃତ, ବିଷ କାଢ଼ିବାକୁ ଚେଷ୍ଟା କରି ବାପା ଆହତ

ସୁବର୍ଣ୍ଣପୁର, ୯।୫:: ବିରାମହାରାଜପୁର ଅଞ୍ଚଳର ହିଲୁଙ୍ଗା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ବିଷାକ୍ତ ସାପ କାମୁଡ଼ିରେ ତିନି ବର୍ଷର ବାଳକ ପ୍ରାଣ ହରାଇଛି। ସାଗର...

ବଦଳିଲେ କଂଗ୍ରେସ ଜିଲା ସାଧାରଣ ସମ୍ପାଦକ, ବ୍ଲକ ସଭାପତି

ପାଟଣା,୯ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ନୂତନ କଂଗ୍ରେସ ସଭାପତି ଭାବେ ଭାବେ କୈଳାଶ ଚନ୍ଦ୍ର ବାରିକଙ୍କୁ ଜିଲା କଂଗ୍ରେସ ସଭାପତି ମୋହନ ପରିଡ଼ା...

ପୁରୀରେ ପହଞ୍ଚିଲେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ

ପୁରୀ,୯।୫: ପୁରୀରେ ପହଞ୍ଚିଲେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ। ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ବରରୁ ବାହାରି ପୁରୀରେ ପହଞ୍ଚିଛନ୍ତି। ସେଠାରେ ସେ ମହାପ୍ରଭୁଙ୍କୁ ଦର୍ଶନ କରିବେ।...

ପ୍ରାର୍ଥିପତ୍ର ଦାଖଲ କଲେ ଅରିନ୍ଦମ

ସାଲେପୁର,୯ା୫: ସାଲେପୁରର ଭାଜପା ବିଧାୟକ ପ୍ରାର୍ଥୀ ଅରିନ୍ଦମ ରାୟ ଗୁରୁବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ଆସି ଅରିନ୍ଦମ ଆଜି ତାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri