ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ ହୋଇଛନ୍ତି। ତାଙ୍କୁ ଦଳ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଥିଲା।

ସୂଚନାଯୋଗ୍ୟ, ତିନିଥର ପୂର୍ବତନ କଂଗ୍ରେସ ବିଧାୟକ ଥିବା ସୁରେନ୍ଦ୍ର ସିଂ ଭୋଇ ବିଧାନସଭା ନିର୍ବାଚନ ପୂର୍ବରୁ ଇସ୍ତଫା ଦେଇ ବିଜେଡିରେ ମିଶିଛନ୍ତି। ବିଜୁ ଜନତା ଦଳରେ ଯୋଗଦେବା ପରେ ବଲାଙ୍ଗୀର ଜିଲାର ଯେକୌଣସି ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ହୋଇପାରନ୍ତି ବୋଲି କୁହାଯାଉଛି। ସୁରେନ୍ଦ୍ର ସିଂ ଭୋଇ ୨୦୦୯ରେ ଟିଟିଲାଗଡ଼ ବିଧାନସଭା ଆସନରୁ ବିଧାୟକ ଭାବରେ କଂଗ୍ରେସ ପ୍ରାର୍ଥୀ ଭାବରେ ନିର୍ବାଚିତ ହୋଇଥିଲେ।

ଏହାପୂର୍ବରୁ ସେ ୧୯୯୫ ଏବଂ ୨୦୦୦ ନିର୍ବାଚନରେ କଂଗ୍ରେସର ପ୍ରତିନିଧିତ୍ୱ କରି ଦୁଇଥର ସଇଁତଳା ବିଧାନସଭା ଆସନରୁ ଜିତିଥିଲେ। ଏବେ ସେ ତାଙ୍କର କର୍ମୀ ଏବଂ ସହଯୋଗୀମାନଙ୍କୁ ସୂଚନା ଦେଇଛନ୍ତି ଯେ, ସେ ବଲାଙ୍ଗୀର ଜିଲାର ଏକ ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ଭାବରେ ପ୍ରତିଦ୍ୱନ୍ଦ୍ୱିତା କରିପାରନ୍ତି। ତେବେ ଦେଖାଯାଉ ସୁରେନ୍ଦ୍ର କେଉଁ ଆସନରୁ ନିର୍ବାଚନ ଲଢୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍‌ ଉପରେ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri