ମାଇକେଲ କ୍ଲାର୍କଙ୍କ ବଡ଼ ଭବିଷ୍ୟବାଣୀ, ଟି-୨୦ ବିଶ୍ୱକପ୍ ଫାଇନାଲରେ ଏହି ଖେଳାଳି ହେବେ ପ୍ଲେୟର ଅଫ….

ନୂଆଦିଲ୍ଲୀ,୮।୩:  ପୂର୍ବତନ ଅଷ୍ଟ୍ରେଲିୟ ଅଧିନାୟକ ମାଇକେଲ କ୍ଲାର୍କ ୨୦୨୬ ଟି- ୨୦ ବିଶ୍ୱକପ୍ ପାଇଁ ଏକ ଭବିଷ୍ୟବାଣୀ କରିଛନ୍ତି । କ୍ଲାର୍କ ସେହି ଖେଳାଳିଙ୍କ ବିଷୟରେ କହିଥିଲେ ଯିଏ ବିଶ୍ୱକପ୍ ଫାଇନାଲରେ ପ୍ଲେୟାର ଅଫ୍ ଦି…

ଅନ୍ତର୍ଜାତୀୟ ମହିଳା ଦିବସରେ ଯାତାୟାତ ପାଇଁ ସଂଘର୍ଷ କରୁଛନ୍ତି ମହିଳା

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): ଆଜି ବିଶ୍ୱ ପାଳୁଛି ମହିଳା ଦିବସ। ଏହି କ୍ରମରେ ଦାରିଙ୍ଗବାଡ଼ିଠାରେ ଏହି ଦିନରେ ଏକାଧିକ ସ୍ଥାନରେ ଏହି ଦିବସ ବଡ଼ ଧୂମ୍‌ଧାମରେ ପାଳନ କରାଯାଉଛି। ଏଥିପାଇଁ ଉକ୍ତ ଦାରିଙ୍ଗବାଡ଼ି ଚଳଚଞ୍ଚଳ ହୋଇପଡ଼ିଛି।…

କଇଁଚିରେ ଶାଶୁଙ୍କ ନାକ କାଟି ଦେଲେ ଜ୍ବାଇଁ, କଟା ନାକ ଧରି ଫେରାର….

ଜୟପୁର,୮।୩: ରାଜସ୍ଥାନର ଜାଲୋର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାରିବାରିକ ବିବାଦକୁ ନେଇ ଜଣେ ବ୍ୟକ୍ତି ତାଙ୍କ ଶାଶୁଙ୍କୁ ଆକ୍ରମଣ କରିଛନ୍ତି । କଇଁଚି ସାହାଯ୍ୟରେ ନାକ କାଟିବା ପରେ…

JDUରେ ସାମିଲ ହେଲେ ନିଶାନ୍ତ, କହିଲେ ମୋ ବାପାଙ୍କ ଉପରେ ମୁଁ ଗର୍ବ କରେ

ପାଟନା,୮।୩: ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ପୁଅ ନିଶାନ୍ତ କୁମାର ଜନତା ଦଳ ୟୁନାଇଟେଡ (ଜେଡିୟୁ)ରେ ଯୋଗ ଦେଇଛନ୍ତି। ବୈଠକ ସମୟରେ ସେ ଦଳୀୟ କର୍ମୀମାନଙ୍କୁ ସ୍ବାଗତ କରିଥିଲେ। ନିଶାନ୍ତ କୁମାର ତାଙ୍କ ପିତା ନୀତୀଶ…

‘ସମାଜ ଗଠନରେ ନାରୀମାନଙ୍କ ଭୂମିକା ଅତୁଳନୀୟ’

ଥୁଆମୂଳ ରାମପୁର,୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ରବିବାର ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଏକ ବିଶେଷ ସଚେତନତା କାର୍ଯ୍ୟକ୍ରମ ଓ ବକ୍ତୃତା…

‘ନାରୀ ଶିକ୍ଷିତ ହେଲେ ଆର୍ଥିକ କ୍ଷେତ୍ରରେ ପ୍ରଗତି ହୋଇପାରିବ’

ଭଞ୍ଜନଗର,୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଏବଂ ଘୁମୁସର ଗବେଷଣା ପ୍ରତିଷ୍ଠାନ(ଜିଜିପି) ପକ୍ଷରୁ ମିଳିତ ଭାବେ ରବିବାର ଅନ୍ତର୍ଜାତୀୟ ମହିଳା…

ବଡ଼ ଘୋଷଣା କଲେ ମହମ୍ମଦ ମୋକିମ୍‌, ଏହି ଦିନ ଲଞ୍ଚ କରିବେ ନୂଆ ଦଳ

ଭୁବନେଶ୍ବର,୮ା୩: ଏପ୍ରିଲ୍‌ ୮ରେ ମହମ୍ମଦ ମୋକିମ୍‌ ନୂଆ ଦଳ ଲଞ୍ଚ୍‌ କରିବେ । ନୂଆ ଦଳର ନାଁ ‘ଓଡ଼ିଶା ଜନତା କଂଗ୍ରେସ’ ରହିବ ବୋଲି ଘୋଷଣା କରିଛନ୍ତି । ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ନୂଆ ଦଳ ଲଞ୍ଚ କହିଲେ ମୋକିମ୍‌ ।…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ କରିନିଅନ୍ତୁ ଚେକ୍‌

ପୁରୀ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା। ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟର ୧ କୋଟି ୨ ଲକ୍ଷରୁ ଅଧିକ ମହିଳାଙ୍କ…

ଆମେରିକା-ଇରାନ ଯୁଦ୍ଧ ଆମକୁ ଆଉ ଦରକାର ନାହିଁ, କାହିଁକି ରାଗି ଏମିତି କହିଲେ ଟ୍ରମ୍ପ

ଓ୍ବାଶିଂଟନ,୮ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ମଧ୍ୟରେ ବ୍ରିଟେନର ସମର୍ଥନର ଅଭାବକୁ ଉଲ୍ଲେଖ କରିଛନ୍ତି। ଟ୍ରମ୍ପ ପ୍ରଧାନମନ୍ତ୍ରୀ ଷ୍ଟାର୍‌ମରଙ୍କୁ ଟାର୍ଗେଟ କରି କହିଛନ୍ତି, ୟୁରୋପୀୟ ଦେଶ ଏବେ ପଶ୍ଚିମ ଏସିଆକୁ ବିମାନ ବାହକ ପଠାଇବା ବିଷୟରେ…

ଯୁଦ୍ଧ ମଇଦାକୁ ଓହ୍ଲାଇଲା ରୁଷିଆ! ଏବେ ବିଶ୍ୱଯୁଦ୍ଧ ଥୟ

ମସ୍କୋ,୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧରେ ଇରାନକୁ ରୁଷିଆର ସହାୟତା ଆମେରିକାରେ ଉତ୍ତେଜନା ସୃଷ୍ଟି କରିଥିଲା। ରାଷ୍ଟ୍ରପତି ଟ୍ରମ୍ପ ତାଙ୍କ ଦୂତଙ୍କ ମାଧ୍ୟମରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କୁ ଏକ ବାର୍ତ୍ତା ପଠାଇ ଇରାନଠାରୁ ଦୂରେଇ ରହିବା ଏବଂ ଆମେରିକା ବିରୋଧରେ ଇରାନକୁ କୌଣସି ସହାୟତା…

ଇରାନ ଯୁଦ୍ଧକୁ ନେଇ ଭାରତର ବଡ଼ ନଷ୍ପତ୍ତି, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୮।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀକୁ ନେଇ ଚାଲିଥିବା ସଙ୍କଟ ମଧ୍ୟରେ, ଭାରତ ସରକାର ପାରସ୍ୟ ଉପସାଗରରେ ଫସି ରହିଥିବା ଜାହାଜଗୁଡ଼ିକୁ ସୁରକ୍ଷା ଦେବା ପାଇଁ ଭାରତୀୟ ନୌସେନାକୁ ନିୟୋଜିତ କରିବାକୁ ବିଚାର କରୁଛନ୍ତି। ଜଣେ ବରିଷ୍ଠ…

ସଫଳ ହେଲା ଜୟଶଙ୍କରଙ୍କ କୂଟନୀତି, ଇରାନ ଦେଖାଇଲା ଉଦାରତା

ନୂଆଦିଲ୍ଲୀ,୭।୩: ରବିବାର ନବମ ଦିନ ପାଇଁ ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି। ଉପସାଗରରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଦୁଇଟି ଭାରତୀୟ ମାଲବାହୀ ଜାହାଜ ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଦେଖାଯାଇଛି। ସାମୁଦ୍ରିକ ଟ୍ରାକିଂ ତଥ୍ୟ…

ଯୁଦ୍ଧ ଭିତରୁ ଏବେ ପର୍ଯ୍ୟନ୍ତ କେତେ ଭାରତୀୟ ସୁରକ୍ଷିତ ଫେରିଛନ୍ତି ସ୍ବଦେଶ ସରକାର ଦେଲେ ତଥ୍ୟ

ନୂଆଦିଲ୍ଲୀ,୮।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ ଆକ୍ରମଣ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଏହାକୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି କରିଛି। ବୈଦେଶିକ ମନ୍ତ୍ରଣାଳୟର ଜଣେ ମୁଖପାତ୍ର କହିଛନ୍ତି ଯେ ଭାରତ ସରକାର ପଶ୍ଚିମ…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ ଯୋଗାଇ ନ ଦେବା ଏବଂ ପ୍ରୋଟୋକଲ ପାଳନ କରାଯାଇ ନ ଥିବା ଅଭିଯୋଗ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ, ଏବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରି ସାରା…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର ସାତ୍ତ୍ୱିକ ସତ୍ୟକାମ ଦେବତା ନିଜ ମାତାପିତା ସହ ଶନିବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri