ଶିଶୁକନ୍ୟାକୁ ବଳାତ୍କାର, ଅଭିଯୁକ୍ତ ଗିରଫ

ମୋହନା,୩୦୩(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ୩ ବର୍ଷୀୟା ଏକ ଶିଶୁକନ୍ୟାକୁ ବଳାତ୍କାର ଅଭିଯୋଗରେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ମୋହନା ଥାନା ଅଞ୍ଚଳର ବଳରାମ ନାୟକ(୫୫)। ଗୁରୁବାର ସନ୍ଧ୍ୟାରେ ଶିଶୁକନ୍ୟାକୁ ଏକୁଟିଆ ଦେଖି ବଳରାମ ତାଙ୍କୁ ଦୋକାନରୁ କୁର୍‌କୁରେ କିଣି ଦେବେ କହି ସାଙ୍ଗରେ ନେଇଯାଇଥିଲେ। ପ୍ରଲୋଭନ ଦେଖାଇ ତାଙ୍କୁ ଗାଁ ନିକଟସ୍ଥ ଜଙ୍ଗଲକୁ ନେଇ ବଳାତ୍କାର କରିଥିଲେ। ଏପଟେ ପରିବାର ଲୋକେ ଝିଅକୁ ବହୁ ଖୋଜାଖୋଜି କରି ଜଙ୍ଗଲରୁ ଅଚେତ ଅବସ୍ଥାରେ ଉଦ୍ଧାର କରିଥିଲେ। ଶିଶୁ କନ୍ୟାର ମା’ ଏ ନେଇ ମୋହନା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୭୪/୨୪ରେ ମାମଲା ରୁଜୁକରି ବଳରାମଙ୍କୁ ଗିରଫ କରିଛି। ଘଟଣାର ତଦନ୍ତ ଚାଲିଥିବା ମୋହନା ଥାନାଧିକାରୀ ବସନ୍ତ ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା

ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

ରବିବାର ବି ଇଣ୍ଡିଗୋର ୨୨୦ରୁ ଅଧିକ ବିମାନ ରଦ୍ଦ, ସରକାରଙ୍କ ନିର୍ଦ୍ଦେଶ ରାତି ୮ଟା ସୁଦ୍ଧା ଫେରାନ୍ତୁ ଟଙ୍କା

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ଏୟାରଲାଇନ୍ସର କାର୍ଯ୍ୟକ୍ଷମ ସଙ୍କଟ ସମାଧାନ ଏବଂ ସ୍ବାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି। ତଥାପି, ଏହି ସଙ୍କଟ ଲଗାତାର ଷଷ୍ଠ...

ଇଣ୍ଡିଗୋ ସଙ୍କଟକୁ ନେଇ କଡ଼ା ହେଲେ ସରକାର, CEOଙ୍କୁ ଶୋ କଜ୍‌ ନୋଟିସ ପଠାଇଲା DGCA, ଗଠନ ହେଲା କମିଟି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ବିମାନ ଚଳାଚଳରେ ବ୍ୟାପକ ବିଳମ୍ବ ଏବଂ ବାତିଲ ହେବା ପରେ, କମ୍ପାନୀ ଏକ ସଙ୍କଟ ପରିଚାଳନା ଦଳ ଗଠନ କରିଛି। କମ୍ପାନୀର ମୂଳ...

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ୨ ନାବାଳିକା ସାଙ୍ଗ, ଜଣେ ଉଦ୍ଧାର, ଆଉ ଜଣେ…

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗାଁରେ ରବିବାର ପୂର୍ବାହ୍ନରେ ଘଟିଯାଇଛି ଏକ ଦୁଃଖଦ ଘଟଣା। ଗାଁ କରଣ...

ଦ୍ୱାଦଶ ପର୍ଯ୍ୟନ୍ତ ପଢିବାକୁ ଲାଗୁଛି ୨୨ ଲକ୍ଷ! କେମିତି ମଧ୍ୟବିତ୍ତଙ୍କ ଅଣ୍ଟା ଭାଙ୍ଗିଲାଣି ଘରୋଇ ସ୍କୁଲ, ଭାଇରାଲ ହେଉଛି CAଙ୍କ ପୋଷ୍ଟ

ନୂଆଦିଲ୍ଲୀ,୭।୧୨: ଭାରତରେ ମଧ୍ୟବିତ୍ତ ପରିବାର ପାଇଁ ଶିକ୍ଷା ସର୍ବଦା ପ୍ରାଥମିକତା ରହିଆସିଛି। କିନ୍ତୁ ୨୦୨୫ ପାଇଁ ଆଶ୍ଚର୍ଯ୍ୟଜନକ ସଂଖ୍ୟା ସାମ୍ନାକୁ ଆସିଛି। ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ...

ଚେର୍ନୋବିଲରେ ପରମାଣୁ ଲିକେଜର ବିପଦ ଅଛି କି? ଚମକାଇବା ଭଳି ରିପୋର୍ଟ ଦେଲା UN

କ୍ୱିଭ,୭।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ୟୁକ୍ରେନର ଚେର୍ନୋବିଲ ପରମାଣୁ ପ୍ଲାଣ୍ଟର ସୁରକ୍ଷା କବଚ...

ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri