ପରଲୋକରେ ଅଭିନେତା ଡାନିଏଲ ବାଲାଜୀ

ଚେନ୍ନାଇ, ୩୧।୩: ଦକ୍ଷିଣ ଭାରତୀୟ ଅଭିନେତା ଡାନିଏଲ ବାଲାଜୀ(୪୮)ଙ୍କ ହୃଦ୍‌ଘାତରେ ଶନିବାର ପରଲୋକ ହୋଇଯାଇଛି। ଛାତିରେ ଯନ୍ତ୍ରଣା କାରଣରୁ ତାଙ୍କୁ ଶୁକ୍ରବାର ଚେନ୍ନାଇର ଏକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଡାନିଏଲଙ୍କ ମୃତ୍ୟୁର ଖବର ଜଣାପଡ଼ିବା ପରେ ତାମିଲ୍‌ ଫିଲ୍ମ ଇଣ୍ଡଷ୍ଟ୍ରି ସହ ତାଙ୍କର ପ୍ରଶଂସକମାନେ ସାମାଜିକ ଗଣମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। କମଲ ହାସନ୍‌ଙ୍କ ଫିଲ୍ମ ‘ମରୁଧୁନାୟଗମ’ରୁ ଜଣେ ୟୁନିଟ୍‌ ପ୍ରଡକ୍ସନ ମ୍ୟାନେଜର ଭାବେ ଡାନିଏଲ ତାଙ୍କ କ୍ୟାରିୟର ଆରମ୍ଭ କରିଥିଲେ। ଏହା ପରେ ସେ ଟେଲିଭିଜନ୍‌ ଜଗତକୁ ଯାଇ ତାମିଲ ଧାରାବାହିକ ‘ଚିତ୍ତି’ରେ ଡାନିଏଲ ଚରିତ୍ରରେ ଅଭିନୟ କରି ବହୁ ପ୍ରଶଂସା ସାଉଁଟିଥିଲେ। ଏହାପରଠାରୁ ସେ ଡାନିଏଲ ବାଲାଜୀ ନାମରେ ପରିଚିତ ହୋଇଥିଲେ। ଡାନିଏଲ ତାମିଲ ଫିଲ୍ମ ସହ କେତେକ ମାଲୟାଲମ, ତେଲୁଗୁ ଓ କନ୍ନଡ଼ ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri