କାର୍‌ ବୋମା ବିସ୍ଫୋରଣ: ୮ ଜଣଙ୍କ ଜୀବନ ଗଲା, ୨୦ରୁ ଊର୍ଦ୍ଧ୍ୱ ଆହତ

ଦାମସକସ୍‌,୩୧ା୩: ଉତ୍ତର ସିରିଆର ଏକ ବଜାରରେ ରବିବାର ସକାଳେ ଉତ୍ତର ସିରିଆର ଏକକାର୍‌ ବୋମା ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏହି ବିସ୍ଫୋରଣରେ ୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି।

Bomb Blast in Syria: सीरिया के अजाज प्रांत में कार बम धमाका, हमले में 8 लोगों की मौत; 20 घायल

ଆଲେପ୍ପୋ ପ୍ରଦେଶର ଆଜାଜର ଏକ ଜନଗହଳିପୂର୍ଣ୍ଣ ବଜାରର କେନ୍ଦ୍ର ସ୍ଥଳରେ ଏକ କାର୍‌ ବୋମା ବିସ୍ଫୋରଣ ହୋଇଛି। ମୃତାହତଙ୍କ ସଂଖ୍ୟା ଆହୁରି ବଢ଼ିବାର ଆଶଙ୍କା ରହିଛି। ସୁଦ୍ଧା ବିସ୍ଫୋରଣ ସ୍ଥଳରେ ବର୍ତ୍ତମାନ ସୁଦ୍ଧା ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ସୂଚନାରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri