Posted inଜାତୀୟ

ଭାଜପା ୨୦୦ ଆସନ ଜିତି ଦେଖାଉ: ମମତା

କୋଲକାତା,୩୧ା୩: ଆଗାମୀ ଲୋକ ସଭା ନିର୍ବାଚନରେ ଭାଜପା ୪୦୦ ଆସନ ଅତିକ୍ରମ କରିବାକୁ ଲକ୍ଷ୍ୟ ରଖିଥିବା ବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ଅଧ୍ୟକ୍ଷା ମମତା ବାନାର୍ଜୀ ରବିବାର ଏହାକୁ ପରିହାସ କରିଛନ୍ତି। ଗୈରିକ ଦଳ ପ୍ରଥମେ ୨୦୦ ଆସନ ଜିତି ଦେଖାଇବାକୁ ମମତା ଚ୍ୟାଲେଞ୍ଜ କରିଛନ୍ତି।

୨୦୨୧ ବିଧାନସଭା ନିର୍ବାଚନରେ ସେମାନେ ୨୦୦ ଆସନ ଟପିବେ ବୋଲି ବାହାସ୍ଫୋଟ ମାରି ୭୭ରେ ଅଟକି ଯାଇଥିଲେ ବୋଲି ତୃଣମୂଳ କଂଗ୍ରେସ ନେତ୍ରୀ କହିଛନ୍ତି। ଘରେ ପଡ଼ିଯାଇ ଆହତ ହେବା ପରେ ମମତା ପ୍ରଥମ ଥର ପାଇଁ ରବିବାର ଏକ ରାଲିକୁ ସମ୍ବୋଧନ କରିଛନ୍ତି। ପଶ୍ଚିମବଙ୍ଗରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଲାଗୁକୁ ସେ ଜୋର୍‌ଦାର ବିରୋଧ କରିଛନ୍ତି। ସିଏଏ ପାଇଁ ଆବେଦନ କରୁଥିବା ଆବେଦନକାରୀଙ୍କୁ ବିଦେଶୀ ଭାବେ ଧରାଯିବ ବୋଲି ସେ ସତର୍କ କରାଇଦେଇଛନ୍ତି। ବୈଧ ନାଗରିକମାନଙ୍କୁ ବିଦେଶୀରେ ପରିବର୍ତ୍ତନ କରିବା ପାଇଁ ସିଏଏ ଏକ ଫାଶ। ପଶ୍ଚିମବଙ୍ଗରେ ଆମେ ନା ସିଏଏ ନା ଏନ୍‌ଆର୍‌ସିକୁ ଲାଗୁ କରାଇ ଦେବୁ ବୋଲି ମମତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri