Odisha Elections 2024

ଉତ୍କଳ ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୪: ଆଜି ହେଉଛି ଉତ୍କଳ ଦିବସ। ଏପ୍ରିଲ ୧ ତାରିଖଟି ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ। ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗୌରବର ଦିନ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ସବୁ କ୍ଷେତ୍ରରେ ଓଡ଼ିଶା ଲେଖୁଛି ଏକ ଗାରିମାମୟ ଇତିହାସ। ପ୍ରତିଟି ଓଡ଼ିଆଙ୍କ ପ୍ରତିବଦ୍ଧତାରେ ଓଡ଼ିଶା ହୋଇଛି ସମୃଦ୍ଧ। ରୂପାନ୍ତରଣର ଏକ ଯୁଗ ସହ ତାଳ ଦେଇ ‘ବିକଶିତ ଓଡ଼ିଶା’ ଗଠନ କରିବା ହେଉଛି ଓଡ଼ଇର ସଂକଳ୍ପ। ଏହି ‘ଓଡ଼ିଶା ଦିବସ’ରେ ଆସନ୍ତୁ ଆମ ଅସ୍ମିତା ଓ ସ୍ବାଭିମାନଙ୍କୁ ଆହୁରି ବଳିଷ୍ଠ କରି ‘ବିକଶିତ ଓଡ଼ିଶା’ ଗଢ଼ିବା ଦିଗରେ ଆଗକୁ ବଢ଼ିବା।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ବେଳେ ଓଡ଼ିଶା ଆସନ୍ତି ପଲିଟିକାଲ ଟୁରିଷ୍ଟ: ନବୀନ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): କେନ୍ଦ୍ରୀୟ ଭାଜପା ନେତାଙ୍କୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ସମାଲୋଚନା କରିଛନ୍ତି। ଭାଜପାର କେନ୍ଦ୍ରୀୟ ନେତାଙ୍କୁ ପଲିଟିକାଲ...

ଖଲ୍ଲିକୋଟ ରାଜନୈତିକ ହିଂସା: ବଡ଼ ବୟାନ ଦେଲେ ମୃତ ଦିଲ୍ଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୧୭।୫: ଖଲ୍ଲିକୋଟ ନିର୍ବାଚନୀ ହିଂସା ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ମୃତ ଦିଲ୍ଲୀପଙ୍କ ସ୍ତ୍ରୀ। ସେ କହିଛନ୍ତି, ମୋ ସ୍ବାମୀ ଦଳ ପରିବର୍ତ୍ତନ କରିବାରୁ ତାଙ୍କୁ ହତ୍ୟା...

ଭାଜପାରେ ମିଶିବାର ୧୫ ମିନିଟ୍‌ ନ ହେଉଣୁ ବିଜେଡିକୁ ଫେରିଲେ ନେତା-କର୍ମୀ; କହିଲେ ‘ଭୁଲ୍‌ ବୁଝି ପାରି…’

କେନ୍ଦୁଝର,୧୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ଜିଲା କାର୍ଯ୍ୟଳୟଠାରେ କେନ୍ଦ୍ର ଖଣି ଓ ଇସ୍ପାତ ମନ୍ତ୍ରୀ ଫଗନ ସିଂ କୁଲସ୍ତେ ଏବଂ ରାଜସ୍ଥାନରୁ ରାଜ୍ୟସଭା ଏମ୍‌ପି...

ବ୍ରହ୍ମପୁର ରାଜନୀତିରେ ବଡ଼ ହଲଚଲ, ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ

ବ୍ରହ୍ମପୁର,୧୭।୫: ବ୍ରହ୍ମପୁର ରାଜନୀତିରେ ଚହଳ। ଗିରଫ ହେଲେ କଂଗ୍ରେସର ଏମପି ପ୍ରାର୍ଥୀ। ଦିଗପହଣ୍ଡି ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସୁଜିତ କୁମାରଙ୍କୁ ଗିରଫ କରିଛି ପୋଲିସ।...

ଖଲ୍ଲିକୋଟ ନିର୍ବାଚନୀ ହିଂସା: କଡ଼ା ନିର୍ଦ୍ଦେଶ ଦେଲେ ଡିଜିପି ଅରୁଣ ଷଡ଼ଙ୍ଗୀ

କଟକ,୧୭।୫(ଅସମାପିକା ସାହୁ): ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (SIT)ଖଲ୍ଲିକୋଟ ହତ୍ୟା ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ ବୋଲି ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି।...

ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର; ଶାରଦା- ରାକେଶ ବି ବହିଷ୍କୃତ

ଭୁବନେଶ୍ୱର,୧୭।୫: ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର। ସେହିଭଳି ମାହାଙ୍ଗାର ଶାରଦା ପ୍ରଧାନ ଏବଂ ସୋରର ରାକେଶ ମଲ୍ଲିକ ମଧ୍ୟ ଭାଜପାରୁ ବହିଷ୍କୃତ...

ଭତ୍ତା କହି ସରପଞ୍ଚଙ୍କ ସ୍ବାମୀ ଭୋଟ ପାଇଁ ବାଣ୍ଟୁଛନ୍ତି ଟଙ୍କା

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଙ୍ଗା ପଞ୍ଚାୟତରେ ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗ ହୋଇଛି। ପଞ୍ଚାୟତର ସରପଞ୍ଚ ହେମଲତା ଜେନାଙ୍କ ସ୍ବାମୀ ପୀତବାସ...

ଘୋଷଣା ହେଲା ପିଜି ପ୍ରବେଶିକା ପରୀକ୍ଷା ତାରିଖ, ଜାଣନ୍ତୁ…

ଭୁବନେଶ୍ୱର,୧୭।୫: ରାଜ୍ୟରେ ପୋଷ୍ଟ ଗ୍ରାଜୁଏଟ(ପିଜି) ପଢିବାକୁ ଇଚ୍ଛୁକ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ବଡ ଖବର । ଆସିଲା ପିିଜି ପ୍ରବେଶିକା ପରୀକ୍ଷାର ତାରିଖ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri