Odisha Elections 2024

‘ଓଡ଼ିଶା ଗଠନରେ ଓଡ଼ିଶାର ବରପୁତ୍ରମାନଙ୍କ ଅବଦାନ ଅତୁଳନୀୟ’

ଛତ୍ରପୁର,୧ା୪(ଦିଲ୍ଲୀପ ସାମଲ): ସଦର ମହକୁମା ଛତ୍ରପୁରଠାରେ ଗଞ୍ଜାମ ଜିଲା ପ୍ରଶାସନ ଓ ଜିଲା ସୂଚନା ଲୋକସମ୍ପର୍କ ବିଭାଗ ତରଫରୁ ୮୯ ତମ ଉତ୍କଳ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଲୋକସମ୍ପର୍କ ବିଭାଗ ତରଫରୁ ଡାକବାଜି ଯନ୍ତ୍ର ଯୋଗେ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା। ଏହାପରେ ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏହି ଦିବସ ପାଳନ କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଅତିରିକ୍ତ ଜିଲାପାଳ ଦେବବ୍ରତ ସାହୁ, ସୁଧାଂଶୁ କୁମାର ଭୋଇ ଯୋଗଦେଇ ସ୍ବତନ୍ତ୍ର ଓଡ଼ିଶା ଗଠନରେ ଓଡ଼ିଶାର ବୀରପୁତ୍ର ମହାରାଜ କୃଷ୍ଣଚନ୍ଦ୍ର ଗଜପତି,ଉତ୍କଳ ଗୌରବ ମଧୁସୂଦନ ଦାସ,ଉତ୍କଳମଣି ଗୋପବନ୍ଧୁ ଦାସ, ଗଙ୍ଗାଧର ମେହର, ଶଶୀଭୂଷଣ ରଥଙ୍କ ଅବଦାନ ଅତୁଳୀୟ ବୋଲି କହିଥିଲେ। ଏଥିସହିତ ବୀରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲାର୍ପଣ କରିଥିଲେ। ଜିଲା ସୂଚନା ଲୋକସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ମୋରଡ଼ା ଭାଜପା, ଏଥିରେ ରହିଛି ୧୫ ବଡ଼ ପ୍ରତିଶ୍ରୁତି…

ମୋରଡ଼ା,୧୯ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ଆସନ୍ତା ଜୁନ୍‌ ୧ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏଥିପାଇଁ ଭାଜପା ସଜବାଜ ହେବା...

ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଠକେଇ ମାମଲାର ନୂଆ ମୋଡ଼, ମାମଲା ପ୍ରତ୍ୟାହାର ପାଇଁ କୋର୍ଟରେ ଏତଲାକାରୀଙ୍କ ସତ୍ୟପାଠ

ବ୍ରହ୍ମପୁର,୧୯।୫(ସୁବାସ ଚନ୍ଦ୍ର ପାଢ଼ୀ): ଭାଜପା ଲୋକସଭା ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀ ଟାଟା ମୋଟର୍ସ ନାଁରେ ଚାକିରି ଦେବାକୁ କହି ଅନେକ ଯୁବତୀ ଯୁବକଙ୍କଠାରୁ ଲକ୍ଷ...

ପିସି କାରବାରରୁ ଅଭାବୀ ବିକ୍ରି

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ)ବରଗଡ଼ ଜିଲାର ଜନସଂଖ୍ୟାରୁ ପ୍ରାୟ ୮୦ପ୍ରତିଶତ କୃଷକ ଏବଂ ଅଧିକାଂଶ ଧାନଚାଷ ଉପରେ ନିର୍ଭର କରନ୍ତି। କିନ୍ତୁ ଜିଲାରେ ଧାନ କିଣାବିକା ସମସ୍ୟା ସାଧାରଣରେ...

ବିଜେଡି-ଭାଜପା ମୁଦ୍ରାର ଉଭୟ ପାର୍ଶ୍ୱ : ସଚିନ୍‌

ବାଲେଶ୍ୱର(ମାନସ ବିଶ୍ୱାଳ)/ ଭୋଗରାଇ(ପ୍ରଦୀପ ଦାସ), ୧୯।୫: ‘ଲୋକେ ଜାଣିଗଲେଣି ବିଜେଡି ଓ ଭାଜପା ଗୋଟିଏ ମୁଦ୍ରାର ଉଭୟ ପାର୍ଶ୍ୱ’, ଜାତୀୟ କଂଗ୍ରେସର ସାଧାରଣ ସମ୍ପାଦକ ତଥା...

ଭାଜପା ପ୍ରାର୍ଥୀଙ୍କର ୧୨ ଗାଡ଼ି, ୧୧୫୦ ଗ୍ରାମ୍‌ ସୁନା

ରାଜନଗର, ୧୯ା୫(ଭାସ୍କର ରାଉତରାୟ)ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ମଇଦାନରେ ୯ ପ୍ରାର୍ଥୀ ଅଛନ୍ତି। ଶାସକ ବିଜେଡିରୁ ଧ୍ରୁବ ଚରଣ ସାହୁ, କଂଗ୍ରେସରୁ ଅଶୋକ କୁମାର...

ଭୋଟ୍‌ ବେଲେ ମାଗି ଆଏସନ୍‌

ସୁନ୍ଦରଗଡ଼ରୁ ଅନିଲ ଦାସ,୧୯ା୫: ଭୋଟ୍‌ ବେଲେ ମାଗି ଆଏସନ୍‌, ପଛେ ଦେଖା ନି ମିଲେ। ଏହାର ଅର୍ଥ ନେତାମାନେ ନିିର୍ବାଚନ ସମୟରେ ଭୋଟ ମାଗିବାକୁ ଘରକୁ...

ଦାଦନ, ଭାଗଚାଷ ବଢ଼ାଇଛି ଲୋକଙ୍କ ଦୁଃଖ

ଆସିକାରୁ ସୁନୀତ ମିଶ୍ର, ୧୯ା୫ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଗତ ୧୩ ତାରିଖରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୦ ତାରିଖରେ ଆଉ ୫ ଲୋକ ସଭା...

ବିକାଶ ହିଁ ଆମର ପ୍ରସଙ୍ଗ: ଦେବେଶ ଆଚାର୍ଯ୍ୟ

ବରଗଡ଼ ଜିଲାରେ ଦେବେଶ ଆଚାର୍ଯ୍ୟ ଏକ ପରିଚିତ ଚେହେରା। ପଦ୍ମଶ୍ରୀ କୃତାର୍ଥ ଆଚାର୍ଯ୍ୟଙ୍କ ନାତି ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଆନନ୍ଦ ଆଚାର୍ଯ୍ୟଙ୍କ ସେ ପୁଅ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri