Posted inଜାତୀୟ

ଆମେରିକା ରାଷ୍ଟ୍ରଦୂତଙ୍କୁ କଡ଼ା ଜବାବ ଦେଲେ ଜୟଶଙ୍କର

ନୂଆଦିଲ୍ଲୀ,୧।୪: ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂ ପନ୍ନୁଙ୍କ ହତ୍ୟା ଷଡଯନ୍ତ୍ରରେ କୌଣସି ସରକାରୀ ଅଧିକାରୀଙ୍କ ସମ୍ପୃକ୍ତି ଅନୁସନ୍ଧାନ କରାଯାଉଛି। କାରଣ ଦେଶର ସୁରକ୍ଷା ସ୍ବାର୍ଥ ମଧ୍ୟ ଏଥିରେ ଜଡିତ ଥିବା ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ସୋମବାର କହିଛନ୍ତି। ଆମେରିକାର ଭାରତରେ ଥିବା ରାଷ୍ଟ୍ରଦୂତ ଏରିକ ଗାର୍ସେଟିଙ୍କ ବିବୃତ୍ତି ବିଷୟରେ ପଚରାଯାଇଥିବା ଏକ ପ୍ରଶ୍ନ ଉପରେ ସେ ଏହା କହିଛନ୍ତି।
ଅନ୍ୟ ଦେଶର ନାଗରିକଙ୍କୁ ହତ୍ୟା ଉଦ୍ୟମରେ ଜଣେ ସରକାରୀ ଅଧିକାରୀଙ୍କ ସମ୍ପୃକ୍ତି ଗ୍ରହଣୀୟ ନୁହେଁ ବୋଲି ଏରିକ ଗାର୍ସେଟି କହିଛନ୍ତି। ଏନେଇ ଜୟଶଙ୍କର କହିଛନ୍ତି, ଆମେରିକାର ରାଷ୍ଟ୍ରଦୂତ ତାଙ୍କ ସରକାରଙ୍କ ଚିନ୍ତାଧାରା କିମ୍ବା ଆଭିମୁଖ୍ୟ ଅନୁଯାୟୀ ଯାହା ଠିକ ତାହା କହିବେ। ମୋ ସରକାରଙ୍କ ଆଭିମୁଖ୍ୟ ହେଉଛି ଏହି ନିର୍ଦ୍ଦିଷ୍ଟ ପ୍ରସଙ୍ଗରେ ଆମକୁ କିଛି ତଥ୍ୟ ପ୍ରଦାନ କରାଯାଇଛି, ଯାହାକୁ ଆମେ ଅନୁସନ୍ଧାନ କରୁଛୁ। ଏଥିରେ ଭାରତର ନିଜର ସୁରକ୍ଷା ସ୍ବାର୍ଥ ମଧ୍ୟ ଜଡିତ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri