Odisha Elections 2024

ପାରଳାଖେମୁଣ୍ଡିରୁ ରୂପେଶ, ମୋହନାରୁ ଅନ୍ତର୍ଯ୍ୟାମୀ ଲଢ଼ିବେ ବିଧାନସଭା ନିର୍ବାଚନ

ପାରଳାଖେମୁଣ୍ଡି,୩ା୪(ଗିରିଧାରୀ ପରିଚ୍ଛା): ବହୁପ୍ରତୀକ୍ଷାର ଅନ୍ତ ଘଟିଛି। ବୁଧବାର ବାକିଥିବା ସମସ୍ତ ବିଧାନସଭା ଓ ଲୋକ ସଭା ପ୍ରାର୍ଥୀ ଘୋଷଣା ହୋଇଛି। ଆଜି ବିଜେଡି ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଥିବା ବେଳେ ତୃତୀୟ ପର୍ଯ୍ୟାୟ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ବଳକା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ତେବେ ଗଜପତି ଜିଲାର ଦୁଇଟି ନିର୍ବାଚନ ମଣ୍ଡଳୀର ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ପାଇଁ ରୂପେଶ କୁମାର ପାଣିଗ୍ରାହୀ ଓ ମୋହନା ନିର୍ବାଚନ ମଣ୍ଡଳୀ ପାଇଁ ଅନ୍ତର୍ଯ୍ୟାମୀ ଗମାଙ୍ଗଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଥିବା ବେଳେ ବ୍ରହ୍ମପୁର ଏମ୍‌ପି ପ୍ରାର୍ଥୀ ଭାବେ ଭୃଗୁ ବକ୍ସିପାତ୍ରଙ୍କୁ ଚୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ସନ ଡ୍ୟୁଟି ସାରି ଫେରୁଥିବା ପୋଲିସ କର୍ମଚାରୀ ଗାଡି ଦୁର୍ଘଟଣାଗ୍ରସ୍ତ

ଛତ୍ରପୁର,୨୧।୫ (ଦିଲ୍ଲୀପ ସାମଲ): ଇଲେକ୍ସନ ଡ୍ୟୁଟି ସାରି ଭଞ୍ଜନଗରରୁ ଏକ ବସ ପୋଲିସ କର୍ମଚାରୀଙ୍କୁ ଧରି ଛତ୍ରପୁର ଫେରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଛତ୍ରପୁର ଡିଆରଡିଏ ଛକ...

ବାରିଗାଁରେ ପିଇବା ପାଣି ପାଇଁ ହାହାକାର

କେନ୍ଦୁଝର,୨୧।୫(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାଠବାରୀ ପଞ୍ଚାୟତ ବାରିଗାଁରେ ପିଇବା ପାଣି ହାହାକାର ପରିସ୍ଥିତି ସୃଷ୍ଟି ହୋଇଛି। ଗାଁରେ ବସୁଧା ଯୋଜନାରେ...

ଅରଡ଼େଇ ଜଳ ପ୍ରବାହ ରୋକିବାକୁ ଚକ୍ରାନ୍ତ

କେନ୍ଦୁଝର,୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝରର ବାରାହାରାଶି ପର୍ବତରୁ ବାହାରିଥିବା ଚିରଶ୍ରୋତା ନଦୀ ଅରଡ଼େଇର ଜଳସ୍ତର ହ୍ରାସ ପାଉଛି। ପୂର୍ବରୁ ସହରର ମଇଳା ଆବର୍ଜନା ଯୁକ୍ତ ପାଣିକୁ...

ଜମୁଛି ତାଳସଜ ବେପାର

ମୋରଡା,୨୧ା୫(ସ୍ମାରକ ମାଜୀ):ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଖରା ତାତିରେ ଲୋକଙ୍କ ପ୍ରଥମ ପସନ୍ଦ ପାଲଟିଛି ଥଣ୍ଡା ଜାତୀୟ ଖାଦ୍ୟ। ମୟୂରଭଞ୍ଜ ଜିଲା...

ଜିଲାରେ ମାନସିକ, ଆର୍ଥିକ ଦଣ୍ଡ ଭୋଗୁଛନ୍ତି ରୋଗୀ

କେନ୍ଦ୍ରାପଡ଼ା, ୨୧ା୫ (ଜଗନ୍ନାଥ ଧଳ):ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ଜିଲା ଭାବେ କେନ୍ଦ୍ରାପଡ଼ାକୁ ଚିହ୍ନଟ କରାଯାଇଛି। କୃଷିଭତ୍ତିକ ଅର୍ଥନୀତିରେ ଏହି ଜିଲା ପରିଚାଳିତ ହେଉଥିବା ବେଳେ ପ୍ରାୟ ୭୦%...

ନିର୍ବାଚନ ସେକ୍ଟର ଅଫିସରଙ୍କୁ ଘେରିଲେ ଗ୍ରାମବାସୀ

ଲୋଇସିଂହା,୨୧।୫(ସୁଶାନ୍ତ ବାରିକ) ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲୋଇସିଂହା ବ୍ଲକ ସରଗାଡ ଗ୍ରାମରେ ନିର୍ବାଚନରେ ନିୟୋଜିତ ସେକ୍ଟର ଅଫିସର ସୂର୍ଯ୍ୟକାନ୍ତ ପଧାନଙ୍କୁ ଘେରିଲେ...

ବରଗଡ଼ ଜିଲାରେ ୭୫.୯୭ ପ୍ରତିଶତ ମତଦାନ: ଭଟଲିରେ ସର୍ବାଧିକ, ଅତାବିରାରେ ସର୍ବନିମ୍ନ

ବରଗଡ଼,୨୧।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ମତଦାନ ପ୍ରକ୍ରିୟା ସରିଛି । ଖରା,ତ ାତି ସତ୍ତ୍ବେ ମତଦାନ କେନ୍ଦ୍ର ଗୁଡିକରେ ଏଥର...

ପାଦତଳୁ ମାଟି ଖସିଯିବା ଜାଣି ହିଂସାକୁ ଆପଣାଇଛି ବିଜେଡି: ଭାଜପା

ଭୁବନେଶ୍ୱର, ୨୧।୫(ସୁନିତ୍‌ ମିଶ୍ର):ବିଜେଡିର ପାଦ ତଳୁ ମାଟି ଖସିଯିବା ଜାଣି ହିଂସାକୁ ଆଦରି ନେଇଛନ୍ତି। ନିର୍ବାଚନ ପୂର୍ବରୁ ବିଜେଡିର ଗୁମାସ୍ତା ରାଜ୍ୟସାରା ବୁଲି ଲୋକଙ୍କ ସମସ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri