Odisha Elections 2024

ଘରେ ଦେଶୀ ବନ୍ଧୁକ ରଖିବା ଅଭିଯୋଗରେ ଜଣେ ଗିରଫ

ଦାରିଙ୍ଗବାଡ଼ି,୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ପୋଲିସ କୌଣସି ସୂତ୍ରରୁ ଖବର ପାଇ ଚଢ଼ାଉ କରି ଦୁଇଟି ଦେଶୀ ବନ୍ଧୁକ ଜବତ କରିବା ସହ ବେଆଇନ ଅସ୍ତ୍ରଶସ୍ତ୍ର ରଖିବା ଅଭିଯୋଗରେ ପୋଲିସ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ବ୍ୟକ୍ତିଜଣଙ୍କ ଉକ୍ତ ଥାନା ମହାଗୁଡ଼ି ଗ୍ରାମର ନିରଞ୍ଜନ କପାଟପାତ୍ର ବୋଲି ଥାନା ଅଧିକାରୀ ଚିରଞ୍ଜୀବ ବେହେରା କହିଛନ୍ତି। ନିରଞ୍ଜନଙ୍କ ନାମରେ ବେଆଇନ ଅସ୍ତ୍ରଶସ୍ତ୍ର ରଖିବା ଅଭିଯୋଗରେ କେସ୍‌ ନଂ ୪୨/୨୪ରେ ଏକ ମାମଲା ରୁଜୁକରି ତଦନ୍ତ କରାଯାଉଥିବା ପୋଲିସ କହିଛି। ତେବେ ନିରଞ୍ଜନ କୁଆଡ଼େ ନିଜ ଚାଷ ଜମିରେ ବାର୍‌ହା ଫସଲ ନଷ୍ଟ କରିଦେଉଥିବାରୁ ସେ ଦେଶୀ ବନ୍ଧୁକ ବ୍ୟବହାର କରୁଥିବା ପୋଲିସକୁ କହିଛନ୍ତି। ତେବେ କେବେଠାରୁ ସେ ଏହି ଶିକାର କରିବା ପାଇଁ ଦେଶୀ ବନ୍ଧୁକ ବ୍ୟବହାର କରୁଥିଲେ ଓ ଦେଶୀ ବନ୍ଧୁକ କୋଉଠୁ ସେ ଆଣିଲେ ଏସବୁର ତଦନ୍ତ କରାଯାଉଥିବା ପୋଲିସ ତଦନ୍ତ କରୁଥୁବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ଦିବସ ଯେତିକି ପାଖେଇ ଆସୁଛି, ଅନୁରୂପ ଭାବେ ପ୍ରାର୍ଥୀଙ୍କ ପ୍ରଚାର ମଧ୍ୟ ଜୋର୍‌ ଧରିବାରେ ଲାଗିଛି। ବରଗଡ଼...

ରୋଡ୍‌ ଶୋ’ ଅଧାରୁ ଚାଲିଗଲେ ହେମାମାଳିନୀ

କଟକ ସଦର, ୧୭ା୫(ସୁଶାନ୍ତ କୁମାର ଜେନା)- କଟକ ସଦର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କିଶୋରନଗରଠାରେ ଭାଜପା ପକ୍ଷରୁ ରୋଡ୍‌ ଶୋ’ ସହିତ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା।...

ଶନିବାର ଓଡ଼ିଶା ଆସିବେ ସଚିନ ପାଇଲଟ୍‌

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର...

ସାଙ୍ଗ ହୋଇ ବ୍ରାହ୍ମଣୀ ଗାଁ ବାହାରିଥିଲେ, ଦୁର୍ଘଟଣାରେ ଚାଲିଗଲା ଜଣଙ୍କର ଜୀବନ; ଅନ୍ୟ ଜଣେ…

ବ୍ରାହ୍ମଣୀଗାଁ,୧୭।୫( ମନୋରଞ୍ଜନ ରଣା ): ଗଜପତି – କନ୍ଧମାଳ ଜିଲା ସୀମାନ୍ତ ତିଆରି ଗାଁ ନିକଟରେ ଶୁକ୍ରବାର ଏକ ବାଇକ ଦୁର୍ଘଟଣା ଘଟିଛି l ଏହି...

ଖଲ୍ଲିକୋଟ ରାଜନୈତିକ ହିଂସା: ବଡ଼ ବୟାନ ଦେଲେ ମୃତ ଦିଲ୍ଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୧୭।୫: ଖଲ୍ଲିକୋଟ ନିର୍ବାଚନୀ ହିଂସା ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ମୃତ ଦିଲ୍ଲୀପଙ୍କ ସ୍ତ୍ରୀ। ସେ କହିଛନ୍ତି, ମୋ ସ୍ବାମୀ ଦଳ ପରିବର୍ତ୍ତନ କରିବାରୁ ତାଙ୍କୁ ହତ୍ୟା...

ଭାଜପାରେ ମିଶିବାର ୧୫ ମିନିଟ୍‌ ନ ହେଉଣୁ ବିଜେଡିକୁ ଫେରିଲେ ନେତା-କର୍ମୀ; କହିଲେ ‘ଭୁଲ୍‌ ବୁଝି ପାରି…’

କେନ୍ଦୁଝର,୧୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ଜିଲା କାର୍ଯ୍ୟଳୟଠାରେ କେନ୍ଦ୍ର ଖଣି ଓ ଇସ୍ପାତ ମନ୍ତ୍ରୀ ଫଗନ ସିଂ କୁଲସ୍ତେ ଏବଂ ରାଜସ୍ଥାନରୁ ରାଜ୍ୟସଭା ଏମ୍‌ପି...

୩ନଂ ଜୋନରେ ବିଜେଡିର ପ୍ରଚାର

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ତରଫରୁ ଶୁକ୍ରବାର ୩ନଂ ଜୋନରେ ନିର୍ବାଚନୀ ପ୍ରଚାର ହୋଇଛି। କର୍ମୀ ଏବଂ ସମର୍ଥକ ବେଲବାହାଳି...

ବ୍ରହ୍ମପୁର ରାଜନୀତିରେ ବଡ଼ ହଲଚଲ, ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ

ବ୍ରହ୍ମପୁର,୧୭।୫: ବ୍ରହ୍ମପୁର ରାଜନୀତିରେ ଚହଳ। ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ। ଦିଗପହଣ୍ଡି ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସୁଜିତ କୁମାରଙ୍କୁ ଗିରଫ କରିଛି ପୋଲିସ। ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri