ଭାଜପାରୁ ଇସ୍ତଫା ଦେଲେ ସୋନାଲି ସାହୁ, ବିଜେଡିରେ ସାମିଲ ହେବା ନେଇ ଚର୍ଚ୍ଚା

ଭୁବନେଶ୍ୱର, ୪।୪: ଭାଜପା ଛାଡିଲେ ମହିଳା ନେତ୍ରୀ ସୋନାଲି ସାହୁ। ଗୁରୁବାର ସେ ଭାଜପା ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ପାଖକୁ ପଠାଇଛନ୍ତି। ମିଳିଥିବା ସୂଚନୁସାରେ ସେ ବିଜେଡିରେ ଯୋଗଦେଇ ପାରନ୍ତି ବୋଲି ଚର୍ଚ୍ଚା ହେଉଛି।

ସୋନାଲି ତାଙ୍କ ଇସ୍ତଫାପତ୍ରରେ ଲେଖିଛନ୍ତି, ଗତ ୫ ବର୍ଷ ଧରି ଜଣେ ଶୃଙ୍ଖଳିତ କାର୍ଯ୍ୟକର୍ତ୍ତା ଭାବରେ ଦଳ ଦେଇଥିବା କାର୍ଯ୍ୟ ସୁଚାରୁ ରୂପେ ତୁଲାଇ ଆସିଛି। କିନ୍ତୁ ୫ ବର୍ଷ ଧରି କାର୍ଯ୍ୟ କରିବା ଭିତରେ ମୋର ଅନୁଭବ ହେଲା ଯେ, ଦଳ ଆଦୌ ମହିଳା ସପକ୍ଷବାଦୀ ନୁହେଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ନୂଆବର୍ଷରେ ମାଙ୍କଡ଼ କିଣିବା ପାଇଁ ମାଡ଼ପିଟ୍‌, ଗୋଟିକର ଦାମ୍‌…

ବେଜିଂ,୨ା୧: ନୂଆବର୍ଷ ପାଇଁ ଚାଇନାରେ ମାଙ୍କଡ଼ର ପ୍ରବଳ ଚାହିଦା ବଢ଼ିଛି। ପୂର୍ବରୁ କିଛି ହଜାର ଟଙ୍କାରେ ବିକ୍ରି ହେଉଥିବା ମାଙ୍କଡ଼ଗୁଡ଼ିକ ଏବେ ବେଜିଂରେ ୨୫ ଲକ୍ଷ...

ଜବ୍‌ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍‌...

ମୁମ୍ବାଇ ଇଣ୍ଡିଆନ୍ସ ଲଞ୍ଚ କଲା ନୂଆ ଜର୍ସି, ଗତ ସିଜନଠାରୁ କେତେ ଭିନ୍ନ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧: ମୁମ୍ବାଇ ଇଣ୍ଡିଆନ୍ସ ମହିଳା ପ୍ରିମିୟର ଲିଗ ୨୦୨୬ ପାଇଁ ସେମାନଙ୍କର ନୂତନ ଜର୍ସି ଉନ୍ମୋଚନ କରିଛି। ଦଳଟି ସେମାନଙ୍କର ଅଫିସିଆଲ ସୋସିଆଲ ମିଡିଆରେ ଏକ...

ନୂଆ ଲୁକ୍‌ରେ ବିଦ୍ୟାଶ୍ରୀ: ବିବାହକୁ ନେଇ କହିଲେ…

ଭୁବନେଶ୍ୱର,୨।୧: ବିହାହକୁ ନେଇ ମୁହଁ ଖୋଲିଲେ ବିଦ୍ୟାଶ୍ରୀ। ମାନବ ପ୍ରେମୀ ଆଦିତ୍ୟ ଦାଶଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ। ଯାହାଙ୍କ ଉପରେ ଦିନେ ଲାଗିଥିଲା ଆଦିତ୍ୟଙ୍କ ମୃତ୍ୟୁର ଆରୋପ।...

ଉଠୁଛିପଡ଼ୁଛି ବଡ଼ଦାଣ୍ଡ: ମେଡିକାଲ ଛକରେ ମୃତଦେହ ରଖି…

ପୁରୀ,୨।୧(ଅଜିତ୍‌ ମହାନ୍ତି): ପୁରୀ ଦୁର୍ଘଟଣାରେ ୫ ବର୍ଷୀୟ ନାବାଳକର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମେଡିକାଲ ଛକରେ ମୃତଦେହ ରଖି ସ୍ଥାନୀୟ ଲୋକ ଧାରଣାରେ ବସିଛନ୍ତି।...

ପୁରୀ ବଡ଼ଦାଣ୍ଡରେ ନାବାଳକଙ୍କ ମୃତ୍ୟୁ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ,୨।୧: ପୁରୀ ବଡ଼ଦାଣ୍ଡରେ ବୋଲେରୋ ଓ ସ୍କଟି ଧକ୍କାରେ ନାବାଳକଙ୍କ ମୃତ୍ୟୁ ହୋଇଛି। ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ...

ଏହି ନୂଆବର୍ଷରେ ଘର ତିଆରି ହେବ ମହଙ୍ଗା, ବୃଦ୍ଧି ପାଇବ ସିମେଣ୍ଟ ଦର, ବ୍ୟାଗ୍‌ ପିଛା…

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ମୁଦ୍ରାସ୍ଫୀତି ସମ୍ପର୍କରେ ନିରାଶାଜନକ ଖବର ଆସିଛି। ପ୍ରକୃତରେ କମ୍ପାନୀଗୁଡ଼ିକ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri