Posted inଜାତୀୟ

ମୋଦିଙ୍କଠାରୁ ଶିନ୍ଦେଙ୍କ ପର୍ଯ୍ୟନ୍ତ ମହାରାଷ୍ଟ୍ର ଦେଇପାରେ ଟେନଶନ

ନୂଆଦିଲ୍ଲୀ,୪।୪: ଲୋକ ସଭା ନିର୍ବାଚନ ୨୦୨୪ପାଇଁ ଭୋଟ ଗ୍ରହଣ କରାଯିବାକୁ ମାତ୍ର ୨ ସପ୍ତାହ ବାକି ଅଛି। ଏହି ସମୟରେ, ଏକ ଘରେଶି ଟେଲିଭିଜନ ଚ୍ୟାନେଲର ସର୍ବେକ୍ଷଣରେ ଶାସକ ଏନଡିଏ ମେଣ୍ଟ ପାଇଁ ଚିନ୍ତାଜନକ ତଥ୍ୟ ପ୍ରକାଶ ପାଇଛି। ମହାରାଷ୍ଟ୍ରର ଜନତା ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ କାର୍ଯ୍ୟରେ ଖୁସି ନୁହଁନ୍ତି। ଏଥିରୁ ଏହା ସ୍ପଷ୍ଟ ହୋଇଛି ଯେ ଆଗାମୀ ନିର୍ବାଚନରେ ମହାରାଷ୍ଟ୍ରର ରାଜନୈତିକ ଚିତ୍ର ବଦଳିପାରେ। ଏଠାରେ ହୋଇଥିବା ସର୍ଭେରେ ଏନଡିଏ ଏବଂ ଇଣ୍ଡିଆ ଉଭୟ ସହଯୋଗୀ ଦଳ ୪୧ ପ୍ରତିଶତ ଭୋଟ ପାଇଛନ୍ତି, କିନ୍ତୁ ପ୍ରଧାନମନ୍ତ୍ରୀ ପଦ ପାଇଁ ପ୍ରଧାନମନ୍ତ୍ରୀ ମୋଦି ପ୍ରଥମ ପସନ୍ଦ ହୋଇଛନ୍ତି।
ମହାରାଷ୍ଟ୍ରର ୪୩ ପ୍ରତିଶତ ଲୋକ ପ୍ରଧାମନ୍ତ୍ରୀଙ୍କ କାର୍ଯ୍ୟରେ ଖୁସି ଅଛନ୍ତି। ୨୭ ପ୍ରତିଶତ ଲୋକ କମ ସନ୍ତୁଷ୍ଟ, ୨ ପ୍ରତିଶତ ଲୋକ କିଛି ନିଷ୍ପତ୍ତି ନେଇପାରିବେ ନାହିଁ ଏବଂ ୨୮ ପ୍ରତିଶତ ଲୋକ ସେମାନଙ୍କ କାର୍ଯ୍ୟରେ ଖୁସି ନୁହଁନ୍ତି । ତେବେ ରାଜ୍ୟର ୬୧ ପ୍ରତିଶତ ଲୋକ ତାଙ୍କୁ ପୁଣିଥରେ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଛନ୍ତି। ୨୯ ପ୍ରତିଶତ ଲୋକ ରାହୁଲ ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ କରିବାକୁ ଚାହୁଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ...

ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ

କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍‌ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ...

ବିଗ ବସ ୧୯ ବିଜେତା: ଗୌରବ ଖାନ୍ନା ୫୦ ଲକ୍ଷ ନୁହେଁ, ଏତିକି କୋଟି ଟଙ୍କା ନେଇ ଫେରିଲେ

ମୁମ୍ବାଇ,୮।୧୨: ସଲମାନ ଖାନଙ୍କ ରିଆଲିଟି ଶୋ ବିଗ ବସ ୧୯ର ଶେଷ ଏପିସୋଡ ଏକ ବ୍ଲକବଷ୍ଟର ଥିଲା। ରବିବାର ରାତି ଶେଷ ପର୍ଯ୍ୟନ୍ତ ବିଜେତାଙ୍କ ଭାଗ୍ୟ...

ବିଗ୍‌ ବସ୍‌ ଜିତିଲେ ଗୌରବ: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ କଥା

କଲର୍ସ ଟିଭିରେ ପ୍ରସାରିତ ରିଆଲିଟି ଶୋ’ ବିଗ୍‌ ବସ୍‌ ସିଜନ୍‌ ୧୯ରେ ବାଜିମାରି ନେଇଛନ୍ତି ଗୌରବ ଖାନ୍ନା। ଏଥିସହ ସାଢ଼େ ୩ ମାସ ଧରି ଚାଲିଥିବା...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri