Odisha Elections 2024

ରାଜ୍ୟରେ ପ୍ରବଳ ଖରା: ବଦଳିଲା ସକାଳୁଆ ସ୍କୁଲ ସମୟ

ଭୁବନେଶ୍ୱର, ୪।୪: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେଥିପାଇଁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ ସ୍କୁଲଗୁଡିକ ଚାଲୁଛି। ସେହିପରି ଅଙ୍ଗନଓ୍ବାଡି କେନ୍ଦ୍ରଗୁଡିକୁ ମଧ୍ୟ ସକାଳୁଆ ହେବାକୁ ସରକାର ନିର୍ଦ୍ଦେଶ ଦେଇଥିଲେ।

ଅନ୍ୟପକ୍ଷରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବଲାଙ୍ଗିର ଜିଲା ଶିକ୍ଷା ଅଧିକାରୀଙ୍କ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ନିର୍ଦ୍ଦେଶନାମା ଅନୁଯାୟୀ, ବଲାଙ୍ଗୀର ଜିଲାରେ ସକାଳୁଆ ସ୍କୁଲ ସମୟରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଜିଲାରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ସାଢେ ୬ଟାରୁ ସାଢେ ୧୦ଟା ପର୍ଯ୍ୟନ୍ତ ଖୋଲିବାକୁ ନିର୍ଦ୍ଦେଶ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ସେ ତାଙ୍କ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଭାଜପା...

ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ...

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

ଖାର୍ଗେଙ୍କ ଭାଷଣ ବେଳେ ପଶି ଆସିଲା ଅନ୍ୟ ଦଳର ପ୍ରଚାର ଗାଡ଼ି, ଆଉ ତା’ପରେ…

ଭୁବନେଶ୍ୱର,୧୬।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁରୁବାର ଓଡ଼ିଶା ଗସ୍ତରେ ଆସି ଫୁଲବାଣୀର ଏକ ସଭାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଉଛନ୍ତି। ଏହି ସମୟରେ ଅନ୍ୟ ଦଳର...

ପ୍ରଚାରରେ କମ୍ପୁଛି ଗାଁରୁ ସହର: ଦଳ ନୁହେଁ ପ୍ରାର୍ଥୀଙ୍କୁ ଦେଖି ଅଞ୍ଚଳର ବିକାଶ ପାଇଁ ମତଦାନ କରିବାକୁ ପ୍ରୟାସ

ବାଲିଗୁଡା:୧୬/୦୫:(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟ ମଇ ୨୦ ତାରିଖରେ ହେବାକୁ ଥିବା...

+୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ, ନଚେତ୍‌…

ଭୁବନେଶ୍ୱର,୧୬।୫: +୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ। ନଚେତ୍‌ ବଡ଼ ଠକେଇର ଶିକାର ହୋଇପାରନ୍ତି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଏକ ସତର୍କ ସୂଚନା...

ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଭୋଟରଙ୍କୁ ଅନୁରୋଧ କଲେ ଆସାମ ମୁଖ୍ୟମନ୍ତ୍ରୀ

ଭେଡେନ,୧୬ା୫(ସୁଦନ ମହାକୁର): ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀ ଭେଡେନ ବ୍ଲକ ଡାଳବ ପଞ୍ଚାୟତ ଅନ୍ତର୍ଗତ ବାନିପାଲି ଖେଳ ପଡ଼ିଆରେ ଗୁରୁବାର ଭାଜପାର ବିଜୟ ସଙ୍କଳ୍ପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri