ରାଜ୍ୟ ସଭା ନିର୍ବାଚନ ନେଇ ଆଜି ନବୀନ ନିବାସରେ ଏକାଠି ହେବେ…

ଭୁବନେଶ୍ୱର,୧୪ା୩: ରାଜ୍ୟ ସଭା ନିର୍ବାଚନ ନେଇ ବିଧାନସଭାରେ ବିଜେଡିର ମକ ପୋଲିଂ ଚାଲିଛି।  ଶନିବାର ସନ୍ଧ୍ୟାରେ ନବୀନ ନିବାସରେ ବିଜେଡି ବିଧାୟକମାନଙ୍କର ଏକ ବଡ଼ଧରଣର ବୈଠକ ରହିଛି। ସନ୍ଧ୍ୟା ୫.୩୦ରେ ବିଜେଡି ସଭାପତି ନବୀନ…

‘ଯୁଦ୍ଧରେ ସମ୍ପୂର୍ଣ୍ଣ ଭାବରେ ହାରିବା ପରେ ଏବେ ସାଲିସ କରିବାକୁ ଚାହୁଁଛି ଇରାନ’: ଟ୍ରମ୍ପ

ଓ୍ବାଶିଂଟନ,୧୪।୩: ଶନିବାର ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷର ୧୪ତମ ଦିନ। ଆମେରିକା ତେହେରାନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଏହି ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପକ୍ଷରୁ…

‘୧୪ ଦିନରେ ଆମେରିକାକୁ ଭିକ ମଗାଇ ଦେଲୁ’, ଖାର୍ଗ ଦ୍ୱୀପ ଧ୍ୱଂସ ହେବାକୁ ନେଇ କାହିଁକି ଏତେ କନଫିଡେଣ୍ଟରେ ରହିଛି ଇରାନ, ଜାଣନ୍ତୁ…

ତେହରାନ୍‌,୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ମଧ୍ୟରେ, ଏହା ସହିତ ବୟାନବାଜି ମଧ୍ୟ ଯଥେଷ୍ଟ ତୀବ୍ର ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନର ଖାର୍ଗ ଦ୍ୱୀପକୁ ଧ୍ୱଂସ କରିବା ଦାବିର ପୃଷ୍ଠଭୂମିରେ,…

ପଥର ପ୍ୟାକିଂ ନିର୍ମାଣ କାର୍ଯ୍ୟ ତଦାରଖ କରିବାକୁ ଆସୁନାହାନ୍ତି କ୍ଷେତ୍ର ପରିଦର୍ଶନ ଅଧିକାରୀ, ନିମ୍ନମାନର କାର୍ଯ୍ୟ ନେଇ…

ମହାକାଳପଡ଼ା,୧୪ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କଂସାର ବଡ଼ ଦାଣ୍ଡୁଆ ପଞ୍ଚାୟତ ବଗଗହଣ- ମିଲନମୋଡ଼-ତରପଦା ଗୋବରୀ ନଦୀପାର୍ଶ୍ୱ ଘେରିବନ୍ଧ ନିର୍ମାଣ କାମ ନିମ୍ନମାନର ହେଉଥିବା ଅଭିଯୋଗ ହେଉଛି। ସୁଉଚ୍ଚ ମାଟିବନ୍ଧ…

ଦ୍ରୁତଗତିରେ ଆସି ବ୍ୟକ୍ତିଙ୍କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌, ଘଟଣାସ୍ଥଳରେ…

ଦିଗପହଣ୍ଡି,୧୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସନ୍ଥ ଅରକ୍ଷିତ ଦାସ ନୂଆ ବସଷ୍ଟାଣ୍ଡ ସମ୍ମୁଖରେ ଏକ ଘରୋଇ ଯାତ୍ରୀବାହୀ ବସ୍‌ (ନଂ. ଓଡ଼ି୦୨ଏଡି-୮୯୫୭)ଧକ୍କାରେ ଜଣେ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣଙ୍କ ହେଲେ…

ରୁଷିଆ ତେଲକୁ ନେଇ ଆସିଲା ବଡ଼ ଅପଡେଟ୍‌, ଭାରତର ବଡ଼ ଗେମ୍‌!

ମସ୍କୋ,୧୪।୩: ଇରାନରେ ଚାଲିଥିବା ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ଯୋଗୁଁ, ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହେଉଛି। ସମ୍ପ୍ରତି, ବିଶ୍ୱ ବଜାରରେ ତୈଳ ମୂଲ୍ୟ ବ୍ୟାରେଲ ପ୍ରତି ପ୍ରାୟ $120…

ଆମେରିକାକୁ ଖୋଲା ଧମକ: ଖାର୍ଗ ଉପରେ ଆକ୍ରମଣ ପରେ ତାତିଲା ଇରାନ

ତେହରାନ,୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ଆମେରିକାର ସେନା ଇରାନର ଖାର୍ଗ ଦ୍ୱୀପରେ ପ୍ରବଳ ବୋମା ମାଡ଼ କରିଛି। ଇରାନ ଖାର୍ଗ ଦ୍ୱୀପରେ ସାମରିକ ଘାଟି ଉପରେ ଆମେରିକାର ଆକ୍ରମଣର…

ଯୁଦ୍ଧ ଭିତରେ କିମ୍‌ଙ୍କ ଏଣ୍ଟ୍ରି! ଭୟଙ୍କର ମିସାଇଲା ଆଟାକ୍‌, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୧୪।୩: ଗୋଟିଏ ପଟେ, ମଧ୍ୟପ୍ରାଚ୍ୟରେ ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଜଡିତ ବିବାଦ ଏକ ଭୟଙ୍କର ମୋଡ଼ ନେଇଛି। ଏହି ସମୟରେ, ଏସିଆର ଅନ୍ୟ ଏକ ଭାଗରେ, ଯୁଦ୍ଧର ଏକ ମଇଦାନ ସୃଷ୍ଟି ହୋଇଛି। ଜାପାନର ପ୍ରଧାନମନ୍ତ୍ରୀ X ରେ…

ଆମେରିକୀୟ ଦୂତାବାସ ଉପରେ ଆକ୍ରମଣ କଲା ଇରାନ: ଚାରିଆଡ଼େ ଧୂଆଁମୟ

ଓ୍ବାଶିଂଟନ୍‌,୧୪।୩: ଇସ୍ରାଏଲ ଏବଂ ଆମେରିକା ନିରନ୍ତର ଇରାନ ଉପରେ ଆକ୍ରମଣ କରୁଛନ୍ତି। ଯୁଦ୍ଧକୁ ୧୫ ଦିନ ହୋଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ ଶେଷ ହେବାର କୌଣସି ସଙ୍କେତ ନାହିଁ। ବାଗଦାଦରେ ଥିବା ଆମେରିକୀୟ ଦୂତାବାସ ପରିସରରେ ଥିବା ଏକ ହେଲିପ୍ୟାଡରେ ଏକ କ୍ଷେପଣାସ୍ତ୍ର…

ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ: ସଙ୍କଟରେ ବନ୍ୟଜନ୍ତୁ

ଉଦଳା,୧୪।୩(ସନ୍ତୋଷ କୁମାର ବାଛିନୀ): ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ। ଶିମିଳିପାଳର ଆଭ୍ୟନ୍ତରୀଣ ଅଞ୍ଚଳରେ ଲାଗିଛି ନିଆଁ। ୩ ରୁ ୪ ଘଣ୍ଟା ହେବ ଜଳି ଚାଲିଛି ନିଆଁ। ଶିମିଳିପାଳର ସାଉଥ ଡିଭିଜନ ପୋଡାଡିହା ରେଞ୍ଜର ମନଭଙ୍ଗା ବିଟ ଅଞ୍ଚଳରେ ନିଆଁ ଲାଗି…

କୁଆଡ଼େ ଗଲେ ଦାଶରଥି: ବିଜେଡି ଛାଡ଼ିବେନି ଶପଥ କଲେ ୨ ପ୍ରାର୍ଥୀ

ଭୁବନେଶ୍ୱର,୧୪ା୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ପାଇଁ ମଝିରେ ମାତ୍ର ୨ ଦିନ ରହିଲା। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ ଏକାଠି ରଖିବା ପାଇଁ ସବୁ ପ୍ରକାର ବଳ ଲଗାଇ ଦେଇଛନ୍ତି। ପ୍ରଦେଶ କଂଗ୍ରେସ…

ମୋଜତବାଙ୍କୁ ଧରାଇଦେଲେ ୧୦ ନିୟୁତ ଡଲାର: ପୁରସ୍କାର ଘୋଷଣା କଲା ଆମେରିକା

ଓ୍ବାଶିଂଟନ୍‌,୧୪ା୩:ଇରାନ୍‌ର ନୂଆ ସୁପ୍ରିମ ଲିଡର ମୋଜତବା ଖାମେନେଇ ଓ ଇସ୍‌ଲାମିକ୍‌ ରିଭୋଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି)ର ବରିଷ୍ଠ ନେତାମାନଙ୍କ ସମ୍ପର୍କରେ ସୂଚନା ଦେଲେ ସମ୍ପୃକ୍ତ ସୂଚନାଦାତାଙ୍କୁ ଆମେରିକା ୧୦ ନିୟୁତ ଡଲାର (ପ୍ରାୟ ୯୨,୪୭,୪୮,୦୦୦ ଟଙ୍କା) ପୁରସ୍କାର ଦେବ। ଆମେରିକା ନ୍ୟାୟ…

ଭାରତ ପାଇଁ ‘ହୋର୍ମୁଜ ଦ୍ୱାର’ ଖୋଲିଲା ଇରାନ, ନିଭାଇଲା ବନ୍ଧୁତା, LPG ସଙ୍କଟରୁ ମିଳିବ ମୁକ୍ତି !

ନୂଆଦିଲ୍ଲୀ,୧୩।୩: ଦେଶରେ ରନ୍ଧନ ଗ୍ୟାସର ଅଭାବକୁ ନେଇ ଚିନ୍ତା ବଢୁଥିବା ବେଳେ ଇରାନ ଭାରତକୁ ବନ୍ଧୁତାର ହାତ ବଢ଼ାଇଛି। ହୋର୍ମୁଜ ଷ୍ଟ୍ରେଟ୍‌ରେ ଫସି ରହିଥିବା ଭାରତର ଦୁଇଟି ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଭାବେ ବାହାରିବାକୁ ଇରାନ ଅନୁମତି ଦେଇଛି। ଏହି ଘଟଣାର…

‘ହୋର୍ମୁଜ ଷ୍ଟ୍ରେଟ୍‌’ରେ ଭାରତର ଦବଦବା! ଇରାନ ରାଷ୍ଟ୍ରଦୂତ ଦେଲେ ବଡ଼ ସଂକେତ, କିଛି ସମୟରେ ବଡ଼ ଘୋଷଣା…  

ନୂଆଦିଲ୍ଲୀ,୧୩।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବଢୁଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ପାରସ୍ୟ ଉପସାଗରରେ ଜାରି ରହିଥିବା ଉତ୍ତେଜନା ଏବଂ ସାମୁଦ୍ରିକ ସୁରକ୍ଷାକୁ ନେଇ ଚିନ୍ତା ପ୍ରକଟ ହେଉଥିବା ବେଳେ,…

ରାଗ କେମିତି ନିୟନ୍ତ୍ରଣ କରିବି ଜାଣିପାରୁନାହିଁ…ସଂସଦରେ ଭାବପ୍ରବଣ ହୋଇପଡ଼ିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୩: ସଂସଦର ଉଭୟ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିଛି। ଆଜି ଲୋକ ସଭାର ଦୃଶ୍ୟ ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ଥିଲା। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ Supplementary Demands for Grantsର ଉତ୍ତର ଦେବାକୁ ଛିଡା ହୋଇଥିବାବେଳେ ବିରୋଧୀଙ୍କ ଦ୍ୱାରା ସୃଷ୍ଟି ହୋଇଥିବା…

ଆତ୍ମସମର୍ପଣ କରିବ ଇରାନ: ରାଷ୍ଟ୍ରପତି ଟ୍ରମ୍ପଙ୍କ ସାହସିକ ଦାବି

ଓ୍ବାଶିଂଟନ୍‌,୧୩।୩:ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ G7 ନେତାଙ୍କ ସହ ଏକ ଭର୍ଚୁଆଲ ବୈଠକ କରିଛନ୍ତି। ଏହି ବୈଠକ ସମୟରେ ଇରାନ ଏବେ ଆତ୍ମସମର୍ପଣ କରିବାକୁ ଯାଉଛି। ଇରାନର ସ୍ଥିତି ଦୁର୍ବଳ ହୋଇଯାଇଛି ଏବଂ ସଂଘର୍ଷର ଫଳାଫଳ ଏବେ ସ୍ପଷ୍ଟ ହେବାରେ ଲାଗିଛି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri