Posted inଖେଳ

ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖୁସି ଖବର: ଦଳକୁ ଫେରିଲେ ଏହି ବିସ୍ଫୋରକ ଖେଳାଳି

ମୁମ୍ବାଇ,୭।୩: ମୁମ୍ବାଇ ବିପକ୍ଷମ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ଦଳରେ ଦୁଇଟି ପରିବର୍ତ୍ତନ ହୋଇଛି। ରସିଖ ଦାର ସଲାମଙ୍କ ସ୍ଥାନରେ ଲଲିତ ଯାଦବ ଏବଂ ଆହତ ମିଚେଲ ମାର୍ଶଙ୍କ ସ୍ଥାନରେ ଜୟ ରିଚାର୍ଡସନ ପ୍ଲେଇଙ୍ଗ୍‌-୧୧ରେ ପ୍ରବେଶ କରିଛନ୍ତି। ମୁମ୍ବାଇରେ ଚାରିଜଣ ବିଦେଶୀ ଖେଳାଳି ଅଛନ୍ତି – ଟିମ ଡେଭିଡ, ଜେରାଲ୍ଡ କୋଟ୍ସ, ମହମ୍ମଦ ନାବି ଏବଂ ରୋମରିଆ ଶେଖର। ସୂର୍ଯ୍ୟକୁମାର ଯାଦବ ଫେରିଛନ୍ତି। ସେ ନମାନ ଧୀରଙ୍କ ସ୍ଥାନରେ ଦଳକୁ ଆସିଛନ୍ତି। ଏଥି ସହିତ, ନବିଙ୍କୁ ଡିୱାଲ୍ଡ ବ୍ରେଭିସଙ୍କ ସ୍ଥାନରେ ଏବଂ ଶେଫର୍ଡଙ୍କୁ ମଫାକାଙ୍କ ସ୍ଥାନରେ ପ୍ଲେଇଙ୍ଗ୍‌-୧୧ରେ ଅନ୍ତର୍ଭୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ଭେନେଜୁଏଲା ଆକ୍ରମଣ

ଆମେରିକା ୩ ଜାନୁଆରୀ ୨୦୨୬ରେ ଭେନେଜୁଏଲା ଉପରେ ସଂଘଟିତ ଆକ୍ରମଣ କରିଛି। ସ୍ଥାନୀୟ ସମୟ ଅନୁସାରେ ମଧ୍ୟରାତ୍ରି ପ୍ରାୟ ୨ଘଟିକା ସମୟରେ ଭେନେଜୁଏଲାର ରାଜଧାନୀ କାରାକାସ୍‌...

ପ୍ରମୁଖ ଲେଖନୀରୁ ନାରୀସ୍ବର

ସାହିତ୍ୟ ଆକାଶର ପ୍ରାଜ୍ଞ, ବିଜ୍ଞ, ବିଶେଷଜ୍ଞଗଣ- ଉଇଲିଅମ ସେକ୍ସପିଆର, ଲିଓ ଟଲଷ୍ଟୟ, ଅରନେଷ୍ଟ ହେମିଙ୍ଗ୍‌ୱେ କିମ୍‌ୱା, ଭାରତୀୟ ଆଦର୍ଶ ଚେତନ ଭଗତ ପ୍ରମୁଖଙ୍କ ଲେଖାରେ ମହିଳା...

ଆଜି ବନକଲାଗି: ୫ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ,୭ା୧(ଅଜିତ୍‌ କୁମାର ମହାନ୍ତି): ମାଘ କୃଷ୍ଣପକ୍ଷ ଚତୁର୍ଥୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକ ଲାଗି ନୀତି ଅନୁଷ୍ଠିତ ହେବ।...

ବିଦେଶୀ ଶିକ୍ଷାର୍ଥୀଙ୍କୁ ଆପଣାଇବାରେ କିଟ୍‌ ଦେଶର ୫ମ

ଭୁବନେଶ୍ୱର,୭।୧(ଅନୁରାଧା ମହାରଣା): ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ବୃତ୍ତିଗତ ପ୍ରତିଷ୍ଠାନଗୁଡ଼ିକୁ ବିଦେଶୀ ଶିକ୍ଷାର୍ଥୀଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧିପାଉଛି ବୋଲି ନିକଟରେ ନୀତି ଆୟୋଗଙ୍କ ରିପୋର୍ଟ...

ଦିବ୍ୟାଙ୍ଗ ଯୁବତୀଙ୍କୁ ଜଣଙ୍କ ପରେ ଜଣେ କରିଥିଲେ ବଳାତ୍କାର: ୩ ଜଣ ଜଣଙ୍କୁ ଅଟକ ରଖି…

ରାୟଗଡ଼ା/ଗୁଡ଼ାରି,୭।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାରେ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣବଳାତ୍କାର କରାଯାଇଛି। ଜଣେ ୧୮ବର୍ଷୀୟା ଦିବ୍ୟାଙ୍ଗ ଯୁବତୀ ମାନସିକ ଦୁରବସ୍ଥା ଥିବାରୁ...

ଓଟିଇଟି ପରୀକ୍ଷାକୁ ନେଇ ବଡ଼ ଖବର: : ଦୁଇବର୍ଷିଆ ବିଏଡ୍‌ ଛାତ୍ରୀଛାତ୍ର…

ଭୁବନେଶ୍ୱର,୭।୧(ସୁଚିସ୍ମିତା ସାହୁ): ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦେବା ପାଇଁ ସ୍ବତନ୍ତ୍ର ଶିକ୍ଷାରେ ଦୁଇବର୍ଷିଆ ବିଏଡ୍‌ କରିଥିବା ଛାତ୍ରୀଛାତ୍ରଙ୍କୁ ସୁଯୋଗ ମିଳିବ। ସେମାନେ ଓଟିଇଟି...

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ନିର୍ଦ୍ଦେଶ: ମାର୍ଚ୍ଚ ୮ ସୁଦ୍ଧା ବାଳିକାଙ୍କ…

ଭୁବନେଶ୍ୱର,୭ା୧(ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ର, ବାଳିକା ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ମାର୍ଚ୍ଚ ୮ ପୂର୍ବରୁ ଯେପରି ଶୌଚାଳୟ ସୁନିଶ୍ଚିତ ହେବ ସେନେଇ ମୁଖ୍ୟ...

ରାଜା ଜିତାମିତ୍ର ସିଂଦେଓଙ୍କୁ ଶ୍ରଦ୍ଧାଞ୍ଜଳି

ଖଡ଼ିଆଳ, ୭ା୧ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳର ରାଜା ଡ. ଜିତାମିତ୍ର ପ୍ରସାଦ ସିଂଦେଓଙ୍କୁ ବିଭିନ୍ନ ଅନୁଷ୍ଠାନ ଓ ବ୍ୟକ୍ତିବିଶେଷଙ୍କ ପକ୍ଷରୁ ଶ୍ରଦ୍ଧାଞ୍ଜଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri