Posted inଜାତୀୟ

ଟିଏମସି ଚାହୁଁଛି ପଶ୍ଚିମ ବଙ୍ଗରେ ଭ୍ରଷ୍ଟାଚାର-ହିଂସାର ଲାଇସେନ୍ସ: ମୋଦି

ନୂଆଦିଲ୍ଲୀ,୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତ୍ରୁଣମୂଳ କଂଗ୍ରେସ ଉପରେ ଖୁବ ବର୍ଷିଛନ୍ତି। ସେ କହିଛନ୍ତି ଟିଏମସି ପଶ୍ଚିମବଙ୍ଗରେ ଦୁର୍ନୀତି ଏବଂ ହିଂସାକୁ ଖୋଲା ଲାଇସେନ୍ସ ଦେଇଛି। ପଶ୍ଚିମବଙ୍ଗର ଜଲପାଇଗୁଡିରେ ଏକ ନିର୍ବାଚନୀ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦି ମମତା ବାନାର୍ଜୀଙ୍କ ଦଳ ଟିଏମସି ଏବଂ ଏହାର ନେତାମାନଙ୍କୁ କେନ୍ଦ୍ରୀୟ ଅନୁସନ୍ଧାନକାରୀ ସଂସ୍ଥା ଉପରେ ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି।
ନ୍ୟୁଜ ଏଜେନ୍ସି ପିଟିଆଇ ଅନୁଯାୟୀ, ପ୍ରଧାନମନ୍ତ୍ରୀିଙ୍କ ଏହି ମନ୍ତବ୍ୟ ଏମିତି ପ୍ରସଙ୍ଗରେ ଆସିଛି ଯେତେବେଳେ ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି (ଏନଆଇଏ) ଟିମ ପୂର୍ବ ମେଦିନୀପୁର ଜିଲାର ଭୁପତିନଗରରେ ୨୦୨୨ରେ ଘଟିଥିବା ବିସ୍ଫୋରଣର ଯାଞ୍ଚ ପାଇଁ ପହଞ୍ଚିଥିଲା। ସେତେବେଳେ ତାଙ୍କ ଉପରେ ଆକ୍ରମଣ କରାଯାଇଥିଲା। ଦଳର ଜଣେ ସଦସ୍ୟ ମଧ୍ୟ ଆହତ ହେବାସହ ଏକ ଗାଡି ନଷ୍ଟ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଗର୍ଜିଲା S-400: ଅପରେଶନ ସିନ୍ଦୂରରେ ହଜାଇଥିଲା ପାକିସ୍ତାନ ନିଦ

ଭୁବନେଶ୍ୱର,୫ା୧: ଭାରତୀୟ ପ୍ରତିରକ୍ଷା କ୍ଷେତ୍ରରେ ସୋମବାର ଏକ ବଡ଼ ସଫଳତା ମିଳିଛି। ଓଡ଼ିଶା ଉପକୂଳସ୍ଥିତ ଅବଦୁଲ କଲାମ ଦ୍ବୀପରୁ ଅତ୍ୟାଧୁନିକ ଏୟାର ଡିଫେନ୍ସ ସିଷ୍ଟମ୍ S-400...

ପାଇପଲାଇନରୁ ONGC ଗ୍ୟାସ ଲିକ୍: ଅନେକ ସ୍ଥାନରେ ଲାଗିଲା ନିଆଁ, ଖାଲି ହେଲା ଗାଁ

ନୂଆଦିଲ୍ଲୀ,୫।୧: ଆନ୍ଧ୍ରପ୍ରଦେଶର କୋନାସୀମା ଜିଲାରେ ଏକ ଓଏନଜିସି ପାଇପଲାଇନରୁ ଭୟଙ୍କର ଗ୍ୟାସ ଲିକ୍ ହୋଇଛି । ମାଲିକିପୁରମ ମଣ୍ଡଳର ଇରୁସ୍ମାଣ୍ଡା ନିକଟରେ ଏହି ଗ୍ୟାସ ଲିକ୍...

ଆମେରିକାରେ ହେବାକୁ ଥିବା ସ୍ବତନ୍ତ୍ର ଅଲମ୍ପିକ୍ସ ସାଇକେଲିଂ ରେସରେ ଭାଗନେବେ ରାମ ବରିହା, ଅର୍ଥ ବାଧକ ସାଜିଥିବାରୁ…

ବଲାଙ୍ଗୀର, ୫।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଇଁନ୍ତଳାସ୍ଥିତ ସ୍ବତନ୍ତ୍ର ଭିନ୍ନକ୍ଷମ ଆବାସିକ ବିଦ୍ୟାଳୟର ବୌଦ୍ଧିକ ଭିନ୍ନକ୍ଷମ ଛାତ୍ର ରାମ ବରିହା ବିଶ୍ୱସ୍ତରୀୟ ସ୍ବତନ୍ତ୍ର...

ଜିଲାର ବିଭିନ୍ନ ସମସ୍ୟା ନେଇ ମୁଖ୍ୟ ଶାସନସଚିବଙ୍କୁ ଭେଟିଲେ ବିଧାୟକ

ଗଜପତି,୫।୧(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ବିଧାୟକ ରୂପେଶ ପାଣିଗ୍ରାହୀ ସୋମବାର ଭୁବନେଶ୍ୱରସ୍ଥିତ ଲୋକସେବା ଭବନରେ ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଅନୁଗର୍ଗଙ୍କୁ ସାକ୍ଷାତ କରି ମୁଖ୍ୟଶାସନ...

ଏମିତି ଗାଁ, ଯେଉଁଠି କେବଳ ଜନ୍ମ ହୁଅନ୍ତି ଯାଆଁଳା ପିଲା

ବିଶ୍ୱର ଅନ୍ୟାନ୍ୟ ଦେଶ ପରି ଭାରତରେ ମଧ୍ୟ ଅନେକ ରହସ୍ୟମୟ ସ୍ଥାନ ଅଛି। ଏଥିମଧ୍ୟରୁ କେରଳର ଏକ ଛୋଟ ଗାଁ କୋଡିନିହି ରହିଛି। ଏହି ଗାଁରେ...

ଚନ୍ଦ୍ରଶେଖର ରାଓଙ୍କ ଝିଅ କବିତାଙ୍କ ବଡ଼ ଘୋଷଣା, କହିଲେ ମୁଁ ମୋର ନିଜସ୍ୱ ଦଳ…

ନୂଆଦିଲ୍ଲୀ,୫।୧: ଭାରତ ରାଷ୍ଟ୍ର ସମିତିର ସଭାପତି କେ. ଚନ୍ଦ୍ରଶେଖର ରାଓଙ୍କ ଝିଅ ଏବଂ ତେଲେଙ୍ଗାନାର ଏମ୍ଏଲସି କବିତା ଆଜି ତେଲେଙ୍ଗାନା ବିଧାନ ପରିଷଦରେ ଏକ ଅତ୍ୟନ୍ତ...

ଟି-୨୦ ବିଶ୍ୱକପ ପରେ ଏହି ୫ ଖେଳାଳି କରିବେ ଅବସର ଘୋଷଣା! ଲିଷ୍ଟରେ ଅଛନ୍ତି ଭାରତର ଏହି ଖେଳାଳି

ନୂଆଦିଲ୍ଲୀ,୫।୧: ଭାରତ ଏବଂ ଶ୍ରୀଲଙ୍କା ଦ୍ୱାରା ଆୟୋଜିତ ଆଗାମୀ ଟି-୨୦ ବିଶ୍ୱକପ ୨୦୨୬ ଫେବୃଆରୀ ୭ ତାରିଖରେ ଆରମ୍ଭ ହେଉଛି। ଏହି ୨୦ ଦଳର ଟୁର୍ନାମେଣ୍ଟ...

କର୍ମଚାରୀ-ମିଲର ଅସାଧୁ ମେଣ୍ଟ, ଚାଷୀଙ୍କୁ ଶୋଷଣ ଅଭିଯୋଗରେ…

ଭଞ୍ଜନଗର,୫ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ବିଭିନ୍ନ ଧାନମଣ୍ଡିରେ ଚାଷୀମାନେ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେଣୁ ବିଭିନ୍ନ ସଂଗଠନ ପକ୍ଷରୁ ସୋମବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri