Posted inଖେଳ

ଦିଲ୍ଲୀକୁ ହରାଇ ମୁମ୍ବାଇର ପ୍ରଥମ ବିଜୟ

ମୁମ୍ବାଇ,୭।୪: ମୁମ୍ବାଇ ଓ୍ବାଙ୍ଖଡ଼େ ଷ୍ଟାଡିୟମଠାରେ ରବିବାର ଖେଳାଯାଇଥିବା ଆଇପିଏଲର ୨୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲକୁ ୨୯ ରନ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମ ବିଜୟ ହାସଲ କରିଛି।

ମୁମ୍ବାଇର ୨୩୫ ରନ୍‌ର ଜବାବରେ ଦିଲ୍ଲୀ ୨୦ ଓଭରରେ ୮ ଉଇକେଟ ହରାଇ ୨୦୫ ରନ୍‌ କରିବାରେ ସକ୍ଷମ ହୋଇଥିଲା। ଦଳ ପକ୍ଷରୁ ଟ୍ରିଷ୍ଟାନ ଷ୍ଟବ୍ସ ୨୫ଟି ବଲରେ ୭୧ ରନ କରିଥିବା ବେଳେ ପୃଥ୍ବୀ ଶାହ ୪୦ ବଲ୍‌ରେ ୬୬ ରନ୍‌ କରିଥିଲେ । ସେହିପରି ଅଭିଷେକ ପୋରେଲ ୪୧ ରନ୍‌ କରିଥିଲେ। ମୁମ୍ବାଇ ପକ୍ଷରୁ ଗେରାଲ୍ଡ କୋଟଜି ୪ଟି ଉଇକେଟ ନେଇଥିବା ବେଳେ ଯଶ୍ରପ୍ରୀତ ବୁମରା ୨ଟି ଉଇକେଟ ନେବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରୁ ଓହରିଲେ ମିଲର୍ସ

ଜୟପୁର,୮ା୧(ପବନ ପାଣିଗ୍ରାହୀ): ମିଲର୍ସମାନେ ଆନ୍ଦୋଳନରୁ ଓହରିବା ପରେ କୋରାପୁଟ ଜିଲା ଜୟପୁର ଉପଖଣ୍ଡରେ ଧାନ କିଣା ଗୁରୁବାର ସ୍ୱାଭାବିକ ହୋଇଛି। ବର୍ତ୍ତମାନ ସୁଦ୍ଧା ଜିଲାର ୧୦...

ସତେକି ଦିନିକିଆ ନୁହେଁ ଟେଷ୍ଟ: ଗୋଟିଏ ଉଇକେଟ ପାଇଁ  ଲୁଟାଇଲେ ୩୨୬ ରନ୍‌; ୬ ମ୍ୟାଚ୍‌ରେ ଫେଲ ହେଲେ…

ନୂଆଦିଲ୍ଲୀ,୮।୧: କ୍ରିକେଟର ଅର୍ଜୁନ ତେନ୍ଦୁଲକରଙ୍କ ପାଇଁ ଚଳିତ ବିଜୟ ହଜାରେ ଟ୍ରଫିର ଏହି ସିଜନ ଅତ୍ୟନ୍ତ ଖରାପ ହୋଇଛି। ବାମହାତି ଏହି ଅଲରାଉଣ୍ଡର ଉଭୟ ବୋଲିଂ...

ଟାଓ୍ୱାର ଉପରେ ଚଢ଼ିଗଲେ ଯୁବକ, ଆଉ ତା’ପରେ…

ତରଭା,୮ା୧(ମାନଭଞ୍ଜନ ମିଶ୍ର): ସୁବର୍ଣ୍ଣପୁର ଜିଲା ତରଭା ସହରସ୍ଥିତ ମାରୱାଡି ଧର୍ମଶାଳା ପଛପଟେ ଥିବା ଏକ ଘରୋଇ ମୋବାଇଲ କମ୍ପାନୀ ଟାଓ୍ୱାର ଉପରେ ଗୁରୁବାର ଜଣେ ଯୁବକ...

ଚୂନଘାଟି ଜଙ୍ଗଲରେ ପଡ଼ିଛି ଯୁବକଙ୍କ ଦରପୋଡ଼ା ମୃତଦେହ, ପରିଚୟ ମିଳିବା ପରେ ପୋଲିସ… 

ବାଲିଗୁଡା, ୮।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନା ଚକାପାଦ ବ୍ଲକର ଲାଇନପଡ଼ା-ପସରା ଗ୍ରାମ ରାସ୍ତାରେ ଥିବା ଚୂନଘାଟି ଜଙ୍ଗଲରୁ...

‘I-PAC ରେଡ ସମୟରେ ମୁଖ୍ୟମନ୍ତ୍ରୀ ତାଙ୍କ ହାତରୁ ପ୍ରମାଣ ଛଡାଇ ନେଇଥିଲେ, ଯାହା ପୂର୍ବରୁ କେବେ ହୋଇ ନ ଥିଲା’, ବଡ଼ ବାଦି କଲାଣି ଭାଜପା

କୋଲକାତା,୮।୧: କୋଇଲା ଦୁର୍ନୀତି ମାମଲାରେ ଗୁରୁବାର କୋଲକାତାର I-PAC କାର୍ଯ୍ୟାଳୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଏକ ତଲାସୀ ଅଭିଯାନ ଚଳାଇଥିଲା। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ...

ଡିପୋଜିଟ୍‌ ପାଇଁ  ଏଜେଣ୍ଟ ୩ ଲକ୍ଷ ଟଙ୍କା ନେଇ ଯାଉଥିଲେ, ବାଇକରେ ଆସି ଲୁଟି ନେଲେ…

ଚାନ୍ଦବାଲି,୮।୧(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳରେ ଅପରାଧିଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ଦିବା ପ୍ରାୟ ୧.୩୦ ସମୟରେ ବାଂଶଡା ଥାନା ଅଧିନ ଜଣେ...

ଜାତୀୟ ଶୁଟିଂ କୋଚ୍‌ଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୮ା୧: ଭାରତୀୟ ଶୁଟିଂ ଦଳର କୋଚିଂ ଷ୍ଟାଫ୍‌ର ପ୍ରମୁଖ ସଦସ୍ୟ ଅଙ୍କୁଶ ଭରଦ୍ୱାଜଙ୍କ ବିରୋଧରେ ଜଣେ ନାବାଳିକା ଶୁଟର ଗୁରୁବାର ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି।...

Dipu Das Murder: ବାଂଲାଦେଶରେ ଦୀପୁ ଚନ୍ଦ୍ର ଦାସଙ୍କ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗିରଫ, ପୋଲିସ କହିଲା…

ଢାକା,୮।୧: ବାଂଲାଦେଶ ପୋଲିସ ବାଂଲାଦେଶର ମୈମନସିଂ ଜିଲାରେ ଜଣେ ହିନ୍ଦୁ ସଂଖ୍ୟାଲଘୁ ନାଗରିକ ଦୀପୁ ଚନ୍ଦ୍ର ଦାସଙ୍କୁ ନିର୍ମମ ଭାବରେ ହତ୍ୟା କରିଥିବା ଭିଡ଼ର ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri