Posted inରାଜ୍ୟ

ଓଡ଼ିଶାରେ ଆଉ ତିନି ଦିନ ବର୍ଷା ପାଇଁ ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୮।୪: କାଳବୈଶାଖୀର ପ୍ରଭାବରେ ରାଜ୍ୟରେ ତାପମାତ୍ରା ହ୍ରାସ ପାଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତାକାଲି ୨୪ ଘଣ୍ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର ଜିଲ୍ଲା ସହିତ ରାଜ୍ୟର ପ୍ରାୟ ସମସ୍ତ ଜିଲାରେ ଝଡ଼ତୋଫାନ, ବର୍ଷା ଓ ବଜ୍ରପାତର ସମ୍ଭାବନା ଅଛି ।

ସେହିଭଳି ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ବଲାଙ୍ଗୀର, ନବରଙ୍ଗପୁର ଜିଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ।

ତେବେ କାଳବୈଶାଖୀ ଯୋଗୁଁ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଯାଇଛି। ଗତକାଲି ସର୍ବୋଚ୍ଚ ତାପମାତ୍ରା ମାଲକାନଗିରିରେ ୪୧ ଦଶମିକ ୧ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସୋମବାର ସକାଳୁ ପାଗ ମେଘୁଆ ରହିଛି ଏବଂ କେତେକ ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇଯାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ସୋନପୁର: କୁହୁଡି ପାଇଁ ଦୁର୍ଘଟଣା । ସକାଳୁ ସକାଳୁ ବିନିକାରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏନ୍‌ଏଚ୍ ୧୨୬ (A)ରେ ପିକ୍‌ନିକ୍‌ ବସ୍...

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ଆଣିବା ପାଇଁ ଜିଲାପାଳଙ୍କୁ ଅସହାୟ ପରିବାରର ଗୁହାରି 

ଦିଗପହଣ୍ଡି,୨୩|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ...

ଭେଜାଲ ପାଇଁ ମୃତ୍ୟୁଦଣ୍ଡ

ବିଶ୍ୱରେ ସମ୍ଭବତଃ ଭାରତ ଏକମାତ୍ର ଦେଶ ଯେଉଁଠାରେ ଜୀବନରକ୍ଷାକାରୀ ଔଷଧ ଓ ଖାଦ୍ୟରେ ଅପମିଶ୍ରଣ ବା ଭେଜାଲ ବଢ଼ିଚାଲିଛି। ଏଭଳି ଖବର ଅନ୍ୟ ଦେଶରୁ ଆସୁଥିବା...

ଜାନୁଆରୀ ୩୧ ସୁଦ୍ଧା ଟଙ୍କା ଫେରିପାଇବେ ୫ ଲକ୍ଷ କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀ

ଭୁବନେଶ୍ୱର, ୨୩।୧୨(ସୁନିତ୍‌ ମିଶ୍ର): ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ଟଙ୍କା ଫେରସ୍ତ ପାଇବା ଲାଗି ଆବେଦନ କରିବାକୁ ଅର୍ଥ ବିଭାଗ ବିଜ୍ଞପ୍ତି ଜାରି...

କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ମିଳୁନି ଚାନ୍ଦା, ଆୟ ସମ୍ପର୍କିତ ସତ୍ୟପାଠରୁ ସାମ୍ନାକୁ ଆସିଲା ବଡ଼ ତଥ୍ୟ

ଭୁବନେଶ୍ୱର, ୨୩।୧୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ବାଚନରେ ପରାଜୟ ପରେ ବିଜେଡିକୁ ଆଉ ଚାନ୍ଦା(ଡୋନେଶନ) ମିଳୁନାହିଁ। କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ଚାନ୍ଦା ଦେବାକୁ କେହି...

ଆମେରିକାରେ ପ୍ରବାସୀଙ୍କୁ ବଡ଼ ଅଫର!

ଓ୍ବାଶିଂଟନ,୨୩।୧୨: ଆମେରିକାର ଗୃହ ସୁରକ୍ଷା ବିଭାଗ (DHS) ଅବୈଧ ପ୍ରବାସୀମାନଙ୍କ ପାଇଁ ଆତ୍ମ-ନିର୍ବାସ ପାଇଁ ଆର୍ଥିକ ପ୍ରୋତ୍ସାହନ ୧୦୦୦ ଡଲାରରୁ ୩୦୦୦ ଡଲାରକୁ ବୃଦ୍ଧି କରିଛି।...

ବଡ଼ଦିନରୁ ବଢ଼ିବ ଶୀତ: କୁହୁଡ଼ି ପାଇଁ ଏହି ୧୨ ଜିଲାକୁ ସତର୍କତା

ଭୁବନେଶ୍ୱର,୨୩ା୧୨(ବନ୍ଦନା ସେଠୀ): ବଡଦିନରୁ ଆହୁରି ବଢିବ ଶୀତ। ରାଜ୍ୟରେ ଏବେ ଶୀତର ଲହରି ଜାରି ରହିଥିବାବେଳେ ଆସନ୍ତା ୨୫ରୁ ଶୀତ ପ୍ରକୋପ ଅସମ୍ଭାଳ ହେବ। ପଶ୍ଚିମା...

୨୪ରେ ରାଜ୍ୟ କ୍ୟାବିନେଟ: ୭ଟି ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୩।୧୨(ରବିନାରାୟଣ ଜେନା): ରାଜ୍ୟର ସର୍ବାଙ୍ଗୀନ ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତା ୨୪ ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri