ବଢ଼ୁଛି ବନ୍ୟା ଜଳ: ୫ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ: ଗାଁ ଦାଣ୍ଡରେ ୪ ଫୁଟର ପାଣି

ଖୋର୍ଦ୍ଧା ଅଫିସ,୧୬।୮: ହୀରାକୁଦରେ ଗେଟ ଖୋଲିବା ଦ୍ୱାରା ମହାନଦୀର ଶାଖା ନଦୀ ରାଜୁଆରେ ବନ୍ୟା ଜଳ ବଢ଼ୁଛି । ଉପର ମୁଣ୍ଡରେ ବନ୍ୟାଜଳ ହ୍ରାସ ପାଉଥିବାବେଳେ ତଳମୁଣ୍ଡରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ରାଜୁଆ ନଦୀର ଜଳ ମହାନଦୀ ଓ ଚିଲିକାକୁ ନିସ୍କାସନ ହୋଇପାରୁ ନ ଥିବାରୁ ଖୋର୍ଦ୍ଧା ଜିଲାର ୫ଟି ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇପଡିଛି । ଓରବରସିଂହ ପଞ୍ଚାୟତର ହିରିମୂଳ ଓ କୃଷ୍ଣପୁର ଗାଁ ଦାଣ୍ଡରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ ହେଉଛି । ସେହିଭଳି ନରଣଗଡ଼ ପଞ୍ଚାୟତର ଓରିମି, ମାନପୁର ଗାଁରେ ସାଢ଼େ ୨ଫୁଟର ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ସ୍ଥାନେ ସ୍ଥାନେ ୨ରୁ ୪ ଫୁଟ ପାଣି ପ୍ରବାହିତ ହେଉଛି । ଏହାକୁ ସାଧାରଣରେ ଭୟ ସୃଷ୍ଟି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Govt Jobs: ବିନା ଇଣ୍ଟରଭ୍ୟୁରେ, ବିନା ପରୀକ୍ଷାରେ ଏମିତି ଉଠାନ୍ତୁ ସରକାରୀ ଚାକିରିର ସୁବିଧା

ନୂଆଦିଲ୍ଲୀ,୨୪।୧୨: ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ୧୫୩ଟି ପ୍ରଶାସନିକ ଅଧିକାରୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସବୁଠାରୁ ଭଲ କଥା ହେଉଛି...

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri