Odisha Elections 2024

ପୋଖରୀରେ ବୁଡି ଚାଲିଗଲା ଜୀବନ

ଛତ୍ରପୁର,୯।୪(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ସାନନୋଳିଆ ନୂଆଗାଁରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ପୋଖରୀରେ ଗାଧୋଇବା ବେଳେ ଅସାବଧାନତା ହେତୁ ଗାଁର ସିକିଟି ଗୁରେୟା(୫୩) ପାଣିରେ ବୁଡି ଯାଇଥିଲେ। କିଛି ସମୟ ପରେ ସିକିଟ ପାଣିରେ ଭାସୁଥିବା ବେଳେ କିଛି ଯୁବକ ଦେଖି ଗ୍ରାମବାସୀଙ୍କୁ ଜଣାଇଥିଲେ l ଖବର ପାଇ ଛତ୍ରପୁର ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରି ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ
ମୃତ ଘୋଷଣା କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟ୍ରଙ୍ଗରୁମ୍‌ରେ ସିଲ ହେଲା ପ୍ରାର୍ଥୀଙ୍କ ଭାଗ୍ୟ

ବାଲିଗୁଡ଼ା,୨୧।୫:(ସଞ୍ଜୟ କୁମାର ପାଣିଗ୍ରାହୀ): ଦେଶର ପଞ୍ଚମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ଏବଂ ଓଡ଼ିଶାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ମେ’ ୨୦ ତାରିଖରେ ଶେଷ ହୋଇଛି। ଏହି...

କାଜୁର ଅମଳ ବେଳକୁ ଅଭାବୀ ବିକ୍ରି: ଚିନ୍ତାରେ ଚାଷୀ

ଭବାନୀପାଟଣା,୨୧ା୫ (ଉତ୍ତମ କୁମାର ଦାଶ)- କାଳବୈଶାଖୀ ପ୍ରଭାବରେ ଝଡ଼ିଗଲା କାଜୁ ବଉଳ। ଆଉ ଯାହା କିଛି ରହିଥିଲା ଅମଳ ବେଳକୁ ଏବେ ଅଭାବୀ ବିକ୍ରି ଚାଷୀକୁ...

ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ

ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ...

ବିଧାୟକ, ସାଂସଦ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ପାଣ୍ଡିଆନ

ପାଟଣା,୨୧।୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ସାହାରପଡ଼ା ବ୍ଲକ ମୁଖ୍ୟାଳୟ ହାଇସ୍କୁଲ ପଡ଼ିଆରେ ମଙ୍ଗଳବାର ଅପରାହ୍ନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିୟାନ ପାଟଣା ବିଜେଡି...

ରତ୍ନଭଣ୍ଡାର ଚାବି ହଜେଇଛି କିଏ? ସମ୍ବଲପୁରରୁ ଶାହାଙ୍କ ବଡ଼ ଖୁଲାସା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିଜେଡି ସରକାରଙ୍କୁ...

ଦୁର୍ଘଟଣା ପରେ ହେଲପରଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥ ପଳାସପଙ୍ଗା ଓଭରବ୍ରିଜ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣା...

ଗାଁ ଗାଁ ବୁଲି ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର

ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ଢେଙ୍କା, ଓରାଳି ଏବଂ ସମଣା ପଞ୍ଚାୟତର ବିଭିନ୍ନ ଗ୍ରାମରେ ବିଜେଡି ବିଧାୟକ...

‘୧୮ ମାସରେ ଚିଟ୍‌ଫଣ୍ଡ ଦୋଷୀଙ୍କୁ ଜେଲ୍‌ରେ ପୂରାଇବୁ’

ସମ୍ବଲପୁର,୨୧।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବଲପୁର ସଭାରେ ଆସୁ ଆସୁ ବର୍ଷିଛନ୍ତି। ଶାହା କହିଛନ୍ତି, ଭାଜପା ସରକାର ଆସିଲେ ମେଡିକାଲ ସାଇନ୍ସ ଓଡ଼ିଆରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri