Posted inଜାତୀୟ

ମୋଦି ଜିତିଲେ ଦେଶର ମାନଚିତ୍ର ବଦଳିଯିବ: ସୀତାରାମନ୍‌ଙ୍କ ସ୍ବାମୀ

ନୂଆଦିଲ୍ଲୀ,୧୦ା୪ : ଚଳିତ ଲୋକ ସଭା ନିର୍ବାଚରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ନିର୍ବାଚିତ ହେଲେ ଭାରତର ମାନଚିତ୍ର ବଦଳିଯିବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ସ୍ବାମୀ ପରକଲା ପ୍ରଭାକର ସତର୍କ କରାଇଛନ୍ତି। ଅର୍ଥନୀତିଜ୍ଞ ପ୍ରଭାକର ଏକ ସାକ୍ଷାତ୍‌କାରରେ କହିଛନ୍ତି, ଭାଜପା ଏଥର କ୍ଷମତାକୁ ଆସିଲେ ସାରା ଦେଶରେ ଲଦାଖ-ମଣିପୁର ଭଳି ସ୍ଥିତି ଉପୁଜିବ। ମୋଦି ପୁନର୍ବାର ପ୍ରଧାନମନ୍ତ୍ରୀ ହେଲେ ଦେଶରେ ଆଉ ନିର୍ବାଚନ ମଧ୍ୟ ହେବ ନାହିଁ। ଯେଉଁମାନଙ୍କୁ ପାକିସ୍ତାନ ଯିବାର ଅଛି, ଯିବାକୁ ଦିଅ ଭଳି ଘୃଣା ମନ୍ତବ୍ୟ ଦିଲ୍ଲୀର ଲାଲକିଲ୍ଲାରୁ ଶୁଣିବାକୁ ମିଳିବ। ମୋଦି ନିଜେ ଖୋଲାଖୋଲି ଭାବେ ଏପରି ମନ୍ତବ୍ୟ ଦେବେ ବୋଲି ପ୍ରଭାକର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନର ଧାଁ ଦଉଡ଼

ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ...

ଟଙ୍କାଖିଆ ମଣିଷ

ପିଲାବେଳର କଥା ମନେପଡ଼େ। ସେତେବେଳେ (ଆଜକୁ ଚାଳିଶ ବର୍ଷ ପୂର୍ବେ) ବିଶେଷକରି ଗାଁ ଲୋକେ ଚାକିରି କରିବା କିମ୍ବା ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ...

ଆଜିଠାରୁ ମହଙ୍ଗା ହେବ ଟ୍ରେନ ଯାତ୍ରା, ୨୧୫ କିମି ମଧ୍ୟରେ ଯାତ୍ରା କରୁଥିଲେ ଭଡା….

ନୂଆଦିଲ୍ଲୀ,୨୬।୧୨: ଆଜି, ଶୁକ୍ରବାର ଠାରୁ ଟ୍ରେନ ଯାତ୍ରା ମହଙ୍ଗା ହୋଇଯାଇଛି। ରେଳ ମନ୍ତ୍ରଣାଳୟ ଭଡା ବୃଦ୍ଧି ଘୋଷଣା କରିଛି, ଯାହା ଆଜି ଠାରୁ ଲାଗୁ ହେବ...

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

Post Officeର ଏହି ସ୍କିମ୍‌ରେ କରନ୍ତୁ ନିବେଶ: ମିଳିବ ୧୭ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୬।୧୨: ଆଜିର ଦୁନିଆରେ ସମସ୍ତେ ଏକ ସୁରକ୍ଷିତ ଭବିଷ୍ୟତ ଚାହାଁନ୍ତି। ଯଦି ଆପଣ ଧୀରେ ଧୀରେ ଏକ ବଡ଼ ପାଣ୍ଠି ଗଠନ କରିବାକୁ ଚାହୁଁଛନ୍ତି, ତେବେ...

୧୭୦୦ ଟଙ୍କାର ଚପଲ ପାଇଁ ମ୍ୟାନେଜରଙ୍କ ନାଁରେ ଜାମିନବିହୀନ ୱାରେଣ୍ଟ ଜାରି: ପୂରା ଘଟଣା ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨୬।୧୨: ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଗ୍ରାହକ ଅଧିକାର ସମ୍ପର୍କିତ ଏକ ଅତ୍ୟନ୍ତ ଗମ୍ଭୀର ଏବଂ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। କେବଳ ଏକ ଚପଲ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri