Odisha Elections 2024

ନିର୍ବାଚନ କାର୍ଯ୍ୟରେ ଅବହେଳା ପାଇଁ ଏଆରଆଇ ନିଲମ୍ବିତ

ଭଦ୍ରକ,୧୦।୪(ସନାତନ ରାଉତ ): ନିର୍ବାଚନ କାର୍ଯ୍ୟରେ ଅବହେଳା ଓ ଉଚ୍ଚ କର୍ତ୍ତୃପକ୍ଷଙ୍କ ଆଦେଶ ଅବମାନନା ପାଇଁ ଭଦ୍ରକ ଜିଲା ବନ୍ତ ତହସିଲର ଅତିରିକ୍ତ ରାଜସ୍ବ ନିରୀକ୍ଷକ (ଏଆରଆଇ) ନିଲମ୍ବିତ ହୋଇଛନ୍ତି। ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବନ୍ଦୋର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେଇ ମଙ୍ଗଳବାର ରାତିରେ ଏଆରଆଇ ରାମଚନ୍ଦ୍ର ସାମଲଙ୍କୁ ଚାକିରିରୁ ନିଲମ୍ବନ କରିଛନ୍ତି l ନିଲମ୍ବନ ସମୟ ପର୍ଯ୍ୟନ୍ତ ବିନା ଅନୁମତିରେ ତାଙ୍କ ପାଇଁ ସ୍ଥିର କରାଯାଇଥିବା ସଦରମହକୁମା ଜିଲାପାଳଙ୍କ କାର୍ଯ୍ୟାଳୟ ଛାଡି ଯାଇପାରିବେନି ବୋଲି ଆଦେଶ କରାଯାଇଛି l ନିର୍ବାଚନ ସମୟରେ କୌଣସି କର୍ମଚାରୀଙ୍କ କର୍ତ୍ତବ୍ୟରେ ଅବହେଳା ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲାପାଳ ପ୍ରକାଶ କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ସର୍ଚ୍ଚ ଅପରେଶନ ବେଳେ ବଡ଼ ସଫଳତା, ଧରାପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଜିଲା ପୋଲିସ ଦ୍ୱାରା ଜଣେ ମହିଳା ମାଓବାଦୀଙ୍କ ସହ ୫ ମାଓବାଦୀଙ୍କୁ ଗୁରୁବାର ଗିରଫ କରାଯାଇଛି। ଗିରଫ ମାଓବାଦୀମାନେ ମଙ୍ଗଳୀ...

ଅନଲାଇନ୍‌ ଗେମ୍‌ ନେଲା ଯୁବକଙ୍କ ଜୀବନ

କୋରୁକୋଣ୍ଡା,୧୬।୫(ଅବିନାଶ ବେହେରା): ଅନଲାଇନ୍‌ ଗେମ୍‌ ଖେଳି ଜୀବନ ହାରିଲେ ଯୁବକ। ଏପରି ଏକ ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଏମ୍ଭି-୨୮...

ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ...

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

ପ୍ରଚାରରେ କମ୍ପୁଛି ଗାଁରୁ ସହର: ଦଳ ନୁହେଁ ପ୍ରାର୍ଥୀଙ୍କୁ ଦେଖି ଅଞ୍ଚଳର ବିକାଶ ପାଇଁ ମତଦାନ କରିବାକୁ ପ୍ରୟାସ

ବାଲିଗୁଡା:୧୬/୦୫:(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟ ମଇ ୨୦ ତାରିଖରେ ହେବାକୁ ଥିବା...

ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଭୋଟରଙ୍କୁ ଅନୁରୋଧ କଲେ ଆସାମ ମୁଖ୍ୟମନ୍ତ୍ରୀ

ଭେଡେନ,୧୬ା୫(ସୁଦନ ମହାକୁର): ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀ ଭେଡେନ ବ୍ଲକ ଡାଳବ ପଞ୍ଚାୟତ ଅନ୍ତର୍ଗତ ବାନିପାଲି ଖେଳ ପଡ଼ିଆରେ ଗୁରୁବାର ଭାଜପାର ବିଜୟ ସଙ୍କଳ୍ପ...

ଅଚ୍ୟୁତ ସାମନ୍ତଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଲେ ସବ୍ୟର୍ଚ୍ଚିତା

ଜି.ଉଦୟଗିରି,୧୬ା୫(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଗୁରୁବାର ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ ଓ କନ୍ଧମାଳ ଏମ୍‌ପି ପ୍ରାର୍ଥୀ ଅଚ୍ୟୁତ ସାମନ୍ତଙ୍କ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri