ନିଜକୁ ପ୍ରାର୍ଥୀ ଘୋଷଣା କରି ମାହାଙ୍ଗାରୁ ନିର୍ବାଚନ ଲଢ଼ିବାକୁ କଲେ ଘୋଷଣା

ଭୁବନେଶ୍ୱର,୧୨।୪: ଦଳ ଟିକେଟ ଦେବା ପୂର୍ବରୁ ନିଜକୁ ପ୍ରାର୍ଥୀ ଘୋଷଣା କରିଛନ୍ତି ପିସିସି ସାଧାରଣ ସମ୍ପାଦକ ପ୍ରଦୀପ୍ତ କୁମାର ଦାସ। ଏକ ସାଧାରଣ ସଭାରେ କଟକ ଜିଲା ମାହାଙ୍ଗା ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ଭାବେ ଲଢିବେ ବୋଲି ପ୍ରଦୀପ୍ତ ଘୋଷଣା କରିଛନ୍ତି।

ନିଶ୍ଚିନ୍ତକୋଇଲି ବ୍ଲକ ଦାମୋଦରପୁରରେ ପ୍ରଦୀପ୍ତ ଏକ ସଭା କରି ନିଜ ଶକ୍ତି ପ୍ରଦର୍ଶନ କରିଛନ୍ତି। ମାର୍ଚ୍ଚ ୨୮ ଏବଂ ୨୯ ତାରିଖରେ ହୋଇଥିବା ବୈଠକରେ ଏଆଇସିସି ସଭାପତିଙ୍କ ସହ ଅନ୍ୟ ସଦସ୍ୟଙ୍କ ଉପସ୍ଥିତିରେ ତାଙ୍କୁ ମାହାଙ୍ଗା କଂଗ୍ରେସ ପ୍ରାର୍ଥୀ ଭାବେ ଚୟନ କରିଥିବା ନେଇ ପ୍ରଦୀପ୍ତ ଦୃଢ଼ତା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଝିଅର ଜୀବନ ବଞ୍ଚାଇବାକୁ ଏମିତି ଅପିଲ କଲେ ମହିଳା ପ୍ରଶଂସକ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ସୁରକ୍ଷା ଭାଙ୍ଗୁଥିବା ଏବଂ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପାଖକୁ...

ଆପଣଙ୍କ ଏଭଳି ଅବହେଳା ପାଇଁ ଚୋରି ହୋଇଯାଇପାରେ ବାଇକ୍‌, ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ…

ନୂଆଦିଲ୍ଲୀ,୨୧।୧: ଆଜିକାଲି ସମୟରେ ବାଇକ ପ୍ରାୟ ପ୍ରତ୍ୟେକ ଘରର ଦୈନନ୍ଦିନ ଜୀବନର ଅଂଶ ହୋଇଯାଇଛି। ବାଇକ ଦ୍ୱାରା ଘରୁ ବାହାରକୁ ଯିବାଠାରୁ ଆରମ୍ଭ କରି ଅନେକ...

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...

ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଏବେ ମାଗଣାରେ ହେବ ନାମଲେଖା, ପରୀକ୍ଷା

ଭୁବନେଶ୍ୱର,୨୧।୧: ରାଜ୍ୟରେ ଶିକ୍ଷା ହାର ବଢ଼ାଇବା ଏବଂ ସମସ୍ତଙ୍କ ପାଇଁ ଶିକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଓଡିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି।...

କେତେ ପୂରୁଣା ହେବା ପରେ କିଣିବା ଦରକାର ନୂଆ ଫୋନ? ଜାଣନ୍ତୁ ନିୟମ

ଏକ ନୂତନ ଫୋନ କିଣିବା କ୍ରମଶଃ ମହଙ୍ଗା ହୋଇଗଲାଣି। ତେଣୁ, ଲୋକମାନେ ପୁରୁଣା ଫୋନ ବ୍ୟବହାର କରିବାରେ ଲାଗିପଡ଼ିଛନ୍ତି। କିଛି ଲୋକ ଫ୍ଲାଗସିପ ଫୋନ ବ୍ୟବହାର...

ପୂର୍ବତନ ଜାପାନୀ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ, ୨୦୨୨ ରେ ବେକରେ ଲାଗିଥିଲା ଗୁଳି

ଟୋକିଓ,୨୧।୧: ପୂର୍ବତନ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ହତ୍ୟା କରିଥିବା ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ବୁଧବାର ଜାପାନର ଏକ କୋର୍ଟ ଆବେଙ୍କ ହତ୍ୟା ମାମଲାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri