Odisha Elections 2024

ପ୍ରଚାରବେଳେ ଚ୍ୟାଉ-ପ୍ରଦୀପ ଭେଟ

ବ୍ରହ୍ମପୁର,୧୩ା୪(ଅଶୋକ କୁମାର ସାହୁ): ବ୍ରହ୍ମପୁରରେ ବିଜେଡି ଓ ଭାଜପା ପକ୍ଷରୁ ପ୍ରଚାର ଆରମ୍ଭ ହୋଇଛି। ଶୁକ୍ରବାର ମେଡିକାଲ ଛକରେ ପ୍ରଚାର ବେଳେ ଭାଜପାର ବ୍ରହ୍ମପୁର ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଓ ବିଧାନସଭା ପ୍ରାର୍ଥୀ କେ. ଅନିଲ ବିଜେଡିର ବ୍ରହ୍ମପୁର ବିଧାୟକ ପ୍ରାର୍ଥୀ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକଙ୍କ ଆଶୀର୍ବାଦ ନେଇଥିବା ଦେଖାଯାଇଥିଲା। ସକାଳେ କମାପଲ୍ଲୀ ପରିବା ମାର୍କେଟରେ ପ୍ରଦୀପ ଓ ଅନିଲ କୁମାର ପରିବା ବିକାଳିମାନଙ୍କୁ ଭୋଟଭିକ୍ଷା କରିଥିଲେ। ସେପଟେ ଚ୍ୟାଉ ପଟ୍ଟନାୟକ ପ୍ରାତଃଭ୍ରମଣକାରୀ ଓ ଚା ଖଟିକୁ ଯାଇ ନିଜ ଦଳ ସପକ୍ଷରେ କହି ଭୋଟ ଭିକ୍ଷା କରୁଥିବା ବେଳେ ଏଭଳି ରୋଚକ ପରିସ୍ଥିତି ଉପୁଜିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ପୁରୀରେ କରିବେ…

ଭୁବନେଶ୍ୱର,୧୭।୫: ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ । ୧୯ତାରିଖ ରବିବାର...

ଓଡିଶା ବିକାଶ କରିବାରେ ବିଜେଡି ବିଫଳ ହୋଇଛି: ହେମା ମାଳିନୀ

ଭୁବନେଶ୍ୱର,୧୭।୫: ଗତ ୨୫ ବର୍ଷ ମଧ୍ୟରେ ଓଡିଶାର ବିକାଶ ପାଇଁ କିଛି କରି ନ ଥିବା ଅଭିଯୋଗ କରି ପୁଣିଥରେ ଭାଜପା ଶାସକ ବିଜେଡିକୁ ଟାର୍ଗେଟ...

ନେତାଙ୍କ କଥାରେ ଭଳୁ ନାହାନ୍ତି ଭୋଟର

ବରଗଡ଼ରୁ ଅନିଲ ଦାସ,୧୭ା୫: ଖରାତାତି ସାଙ୍ଗକୁ ବଢ଼ିଚାଲିଛି ନିର୍ବାଚନୀ ଉଷ୍ମତା। ଆଉ ଦୁଇଦିନ ପରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ...

ପ୍ରାର୍ଥୀ କିଏ ଆମେ ଜାଣିନୁ, ଚିହ୍ନ ଦେଖି ଭୋଟ୍‌ ଦେବୁ

ବରଗଡ଼ରୁ ଅନିଲ ଦାସ,୧୭ା୫: ବର୍ତ୍ତମାନ ଚାରିଆଡ଼େ ନିର୍ବାଚନ ଉଷ୍ମତା। ରାଜନେତାମାନେ ଘନଘନ ପ୍ରଚାରରେ ଆସୁଛନ୍ତି। ମାତ୍ର ଭୋଟରମାନେ ଏଥର ଆଉ ମିଥ୍ୟା ପ୍ରତିଶ୍ରୁତିକୁ ବିଶ୍ୱାସ କରୁନାହାନ୍ତି।...

ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ଏସ୍‌ଆଇଟି

କଟକ,୨୭।୫(କାର୍ତ୍ତିକ ସାହୁ): ପୋଲିସ ମୁଖ୍ୟାଳୟ ପକ୍ଷରୁ ଗଠିତ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍‌ଆଇଟି) ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ବୋଲି ଜଣାପଡିଛି। ଏହି ସ୍ବତନ୍ତ୍ର...

କାଠ ଚୋରା ଚାଲାଣ ବେଳେ ଧରିଲା ବନ ବିଭାଗ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହରପଡା ସେକ୍ସନ ମାଛଗଡ଼ ଦକ୍ଷିଣ ବିଟ ମିରିଖୋଜି ଗ୍ରାମ ବିରଳ ନଦୀକୂଳ ଜଙ୍ଗଲରୁ ଶୁକ୍ରବାର ସକାଳୁ କାଠ...

ଗଙ୍ଗାଧର ମେହେରଙ୍କୁ ସନ୍ଥ କବି କହିଦେଲେ ପାଣ୍ଡିଆନ୍‌:ଦେଖନ୍ତୁ ଭିଡିଓ

ସମ୍ବଲପୁର,୧୭।୫: ଏବେ ଚାଲିଛି ନିର୍ବାଚନୀ ଋତୁ। ଚାରିଆଡେ ନିର୍ବାଚନ ପ୍ରଚାର। ଗୋଟିଏ ପଟେ କେନ୍ଦ୍ରୀୟ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ...

ବିରଞ୍ଚି ହତ୍ୟାକାରୀଙ୍କୁ କୋର୍ଟ ଚାଲାଣ

କେସିଙ୍ଗା,୧୭ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧିନସ୍ଥ ପରଲସିଙ୍ଗା ପଞ୍ଚାୟତ ନିକଟସ୍ଥ ରଏନ ପଡ଼ାର ବିରଞ୍ଚି ନାଏକ (୩୨)ଙ୍କ ହତ୍ୟାକାରୀ ଜିତୁ ଗୌଡ଼ (୧୯)ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri