ପି.ସି. ଚନ୍ଦ୍ରା ଜୁଏଲର୍ସର ପଣା ସଂକ୍ରାନ୍ତି କଲେକ୍ସନ

ଭୁବନେଶ୍ୱର,୧୩।୪: ପି.ସି.ଚନ୍ଦ୍ରା ଜୁଏଲର୍ସର ବହୁ ପ୍ରତୀକ୍ଷିତ ତଥା ସୂକ୍ଷ୍ମ କାରୁକାର୍ଯ୍ୟରେ ନିର୍ମିତ ‘ପଣା ସଂକ୍ରାନ୍ତି’ କଲେକ୍ସନର ଅନାବରଣ (ଉନ୍ମୋଚନ) ନିକଟରେ ହୋଇଯାଇଛି। ବିଶେଷକରି ସମସାମୟିକ ମହିଳାଙ୍କ ପାଇଁ ସୂକ୍ଷ୍ମ ଡିଜାଇନ ଏବଂ ହସ୍ତତନ୍ତ ଅଳଙ୍କାର ସହ ସମକକ୍ଷ ପ୍ରକୃତିର ଉପାଦାନଗୁଡ଼ିକ ଦ୍ୱାରା ପ୍ରାୟତଃ ଅନୁପ୍ରାଣିତ ମୟୂର ମୋଟିଫ୍‌ ଏବଂ ପୁଷ୍ପ ଢାଞ୍ଚା ପରି ଡିଜାଇନଗୁଡ଼ିକ ଜଣେ ମହିଳାଙ୍କ ଭିତର ସୌନ୍ଦର୍ଯ୍ୟକୁ ଏହା ପ୍ରତିଫଳିତ କରିଥାଏ। ସେହିଭଳି ବ୍ରାଣ୍ଡ୍‌ର ନୂତନ କଲେକ୍ସନ ଉଭୟ ୨୨କ୍ୟାରେଟ ସୁନା ଏବଂ ହୀରା ବର୍ଗରେ ଡିଜାଇନ ଓ ଉନ୍ମୋଚିତ ହୋଇଛି। ଏହି ପରିପ୍ରେକ୍ଷୀରେ ଏକ ଆକର୍ଷଣୀୟ ଅଫର ମଧ୍ୟ ଘୋଷଣା କରାଯାଇଛି। ଉକ୍ତ ଅଫର ୨୦୨୪ ଏପ୍ରିଲ ୧୩ରୁ ୨୦ ପର୍ଯ୍ୟନ୍ତ ବ୍ରାଣ୍ଡ୍‌ର ସମସ୍ତ ଷ୍ଟୋରରେ ଉପଲବ୍ଧ। ଏହି ଅଫର ଅନ୍ତର୍ଗତ ସମସ୍ତ ଅଳଙ୍କାରର ଚାର୍ଜ ଉପରେ ୨୦% ଏବଂ ହୀରା ଓ ମୂଲ୍ୟବାନ୍‌ ପଥରର ମୂଲ୍ୟ ଉପରେ ୧୦% ଅଫର ପ୍ରଦାନ କରାଯାଉଛି। ଅପରପକ୍ଷରେ ଦେଶର ଅଗ୍ରଣୀ ଡିଜାଇନଗୁଡ଼ିକ ସହିତ ଏକ ନୂତନ ଫ୍ୟାଶନ ଶୋ ମଧ୍ୟ ଆୟୋଜିତ ହୋଇଯାଇଛି। ବିଶେଷକରି ହୋଟେଲ ଆଇଟିସି ସ୍ବାଗତ ପରିସରରେ ଅଭିନେତା ସଂୟମ୍‌ ସିଦ୍ଧ ଏବଂ ଗ୍ଲୋବାଲ ଡ୍ୟାନ୍ସ ଆଇକନ୍‌ ଶାଶ୍ୱତ ଜୋଷୀଙ୍କ ଜରିଆରେ ଆମର ନୂତନ ସଂଗ୍ରହ ସହ ଷୋ ଷ୍ଟପରର ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri