Odisha Elections 2024

ଆମେରିକାକୁ ଚେତାବନୀ ଦେଲା ଇରାନ

ତେହରାନ,୧୪।୪: ଏପ୍ରିଲ ୧୩ ବିଳମ୍ବିତ ରାତିରେ ଇସ୍ରାଏଲ ଉପରେ ଇରାନ କ୍ଷେପଣାସ୍ତ୍ର ମାଡ କରିଛି। ଇରାନର ଏହି ଆକ୍ରମଣ ପରେ ପାଶ୍ଚାତ୍ୟ ଦେଶମାନଙ୍କ ରାଗ ବଢିଛି। ଆମେରିକା, ବ୍ରିଟେନ ଏବଂ ଜର୍ମାନୀ ସହିତ ମିଳିତ ଜାତିସଂଘ ମଧ୍ୟ ଏହି ଆକ୍ରମଣକୁ ନିନ୍ଦା କରିଛି।
ଇରାନ ଇସ୍ରାଏଲ ଉପରେ ଅନେକ କ୍ଷେପଣାସ୍ତ୍ର ନିକ୍ଷେପ କରିଥିଲା, ଏହା ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ ଆରମ୍ଭ ହୋଇଥିଲା। ଆମେରିକା, ବ୍ରିଟେନ, ଜର୍ମାନୀ ଏବଂ ମିଳିତ ଜାତିସଂଘ ମଧ୍ୟ ଏହି ଆକ୍ରମଣକୁ ନିନ୍ଦା କରିଛନ୍ତି। ଏହି ସମୟରେ ଇରାନ ଆମେରିକାକୁ ଚେତାବନୀ ଦେଇଛି ଯେ, ଯଦି ୱାଶିଂଟନ ଇସ୍ରାଏଲର ପ୍ରତିଶୋଧ ପରାୟଣ କାର୍ଯ୍ୟକୁ ସମର୍ଥନ କରେ, ତେବେ ଏହା ଆମେରିକାକୁ ମଧ୍ୟ ଟାର୍ଗେଟ କରିବ। ଆମେରିକାର ପ୍ରତିରକ୍ଷା ସଚିବ ଲଏଡ ଅଷ୍ଟିନ କହିଛନ୍ତି, ତାଙ୍କ ଦେଶ ଇରାନ ସହ ଯୁଦ୍ଧ ଚାହୁଁ ନାହିଁ, କିନ୍ତୁ ଏହା କୌଣସି ପରିସ୍ଥିତିରେ ଇସ୍ରାଏଲକୁ ସୁରକ୍ଷା ଦେବ।
ଇରାନ ରବିବାର ଇସ୍ରାଏଲ ଉପରେ ୩୦୦ରୁ ଅଧିକ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ନିକ୍ଷେପ କରିଥିଲା। ଏହି ଆକ୍ରମଣ ଇରାନ ଦୂତାବାସ ଉପରେ ହୋଇଥିବା ଆକ୍ରମଣର ପ୍ରତିଶୋଧ ନେବା ଉଦ୍ଦେଶ୍ୟରେ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଲୋଭାକିଆର ପ୍ରଧାନମନ୍ତ୍ରୀଙ୍କ ଉପରକୁ ଗୁଳି ଚଳାଇବାର ପ୍ରଥମ ଭିଡିଓ ଆସିଲା ସାମ୍ନାକୁ

ବ୍ରେଟିସ୍ଲାଭା,୧୬ା୫:  ସ୍ଲୋଭାକିଆର ପ୍ରଧାନମନ୍ତ୍ରୀ ରବର୍ଟ ଫିକୋ  ଗୁଳି ବିନିମୟରେ ଗୁରୁତର ହୋଇଛନ୍ତି। ଫିକୋଙ୍କ ଉପରେ ହୋଇଥିବା ଗୁଳି ବିନିମୟକୁ ବିଶ୍ୱର ନେତାମାନେ ନିନ୍ଦା କରିଛନ୍ତି ଏବଂ...

ଗଭୀର ହେଉଛି ଋଷ-ଚାଇନା ସମ୍ପର୍କ, ବିଭିନ୍ନ ଚୁକ୍ତିନାମାରେ କଲେ ସ୍ଵାକ୍ଷର

ବେଜିଂ,୧୬ା୫: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଉଭୟର ଦେଶର ୭୫ ବର୍ଷ ସମ୍ପର୍କ ପୂର୍ତ୍ତି ଅବସରରେ ବ୍ୟାପକ ରଣନୀତିକ...

ବିପକ୍ଷର କୌଣସି ନେତା ମୋଦିଙ୍କ ସମକକ୍ଷ ହୋଇପାରିବେ ନାହିଁ: ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କଲେ ଆମେରିକୀୟ ବ୍ୟବସାୟୀ

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୧୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହେଉଛନ୍ତି ଭାରତର ଏକମାତ୍ର ନେତା ଯିଏ ଭବିଷ୍ୟତ ବିଷୟରେ କହୁଛନ୍ତି। ବିରୋଧୀ ଦଳର କେହି ନାହାଁନ୍ତି ଯିଏ ମୋଦିଙ୍କ ଗତିଶୀଳତା...

ଭାରତ ଚନ୍ଦ୍ରରେ ପହଞ୍ଚିଲାଣି, ଆମ ପିଲା ଖାଲରେ ପଡ଼ି ମରୁଛନ୍ତି: ଭାରତକୁ ହୃଦୟ ଖୋଲି ପ୍ରଶଂସା କଲେ ପାକିସ୍ତାନ ସାଂସଦ

ଇସଲାମାବାଦ୍‌,୧୬।୫: ପାକିସ୍ତାନର ସାଂସଦ ସୟଦ ମୁସ୍ତାଫା କମଲ ଭାରତକୁ ହୃଦୟ ଖୋଲି ପ୍ରଶଂସା କରିଛନ୍ତି। ପାକିସ୍ତାନୀ ସାଂସଦ କହିଛନ୍ତି, ଗୋଟିଏ ପଟେ ଖାଲରେ ପଡି ପିଲାମାନେ...

ତୃତୀୟଥର ପ୍ରଧାନମନ୍ତ୍ରୀ ହେବାପରେ ପ୍ରଥମେ ପାକିସ୍ତାନ ଯିବେ ମୋଦି! ଜୋର ଧରିଲା ଚର୍ଚ୍ଚା

ଇସଲାମାବାଦ୍‌,୧୬।୫: ପାକିସ୍ତାନୀ ଗଣମାଧ୍ୟମରେ ଭାରତର ପ୍ରଧାନମନ୍ତ୍ରୀଙ୍କ ବିଷୟରେ ଚର୍ଚ୍ଚା ଜୋର ଧରିଛି। ଲୋକ ସଭା ନିର୍ବାଚନରେ ଜିତିବା ପରେ ମୋଦି ପ୍ରଥମେ ପାକିସ୍ତାନ ଆସିବେ ବୋଲି...

ଶେଷ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ

ମସ୍କୋ,୧୫ା୫: ରୁଷିଆର ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବୁଧବାର କହିଛନ୍ତି, ତାଙ୍କ ସରକାର ୟୁକ୍ରେନ ପ୍ରସଙ୍ଗରେ ଆଲୋଚନା ପାଇଁ ପ୍ରସ୍ତୁତ। ଚାଇନା ଗସ୍ତ ପୂର୍ବରୁ ଏକ ସାକ୍ଷାତକାରରେ...

ସର୍ବସାଧାରଣରେ ସ୍ଲୋଭାକିଆ ପ୍ରଧାନମନ୍ତ୍ରୀଙ୍କୁ ଗୁଳିମାଡ଼

ନୂଆଦିଲ୍ଲୀ,୧୫ା୫: ସ୍ଲୋଭାକିଆର ପ୍ରଧାନମନ୍ତ୍ରୀ ରବର୍ଟ ଫିକୋଙ୍କୁ ଏକ ସରକାରୀ ବୈଠକ ପରେ ସର୍ବସାଧାରଣରେ ଗୁଳିମାଡ଼ ହୋଇଛି। ଏଥିରେ ସେ ଆହତ ହୋଇଥିବା ସ୍ଥାନୀୟ ମିଡ଼ିଆ ରିପୋର୍ଟ...

ଆମେରିକାର ଚେତାବନୀ ଉପରେ ଜୟଶଙ୍କରଙ୍କ କଡ଼ା ଜବାବ

ନୂଆଦିଲ୍ଲୀ,୧୫ା୫: କିଛି ଦିନ ପୂର୍ବରୁ ଚାବାହର ବନ୍ଦରର ଏକ ଅଂଶର ସହ-ପରିଚାଳନା ପାଇଁ ଭାରତୀୟ ଏବଂ ଇରାନ କମ୍ପାନୀଗୁଡ଼ିକ ମଧ୍ୟରେ ଏକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri