ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ ପୁରସ୍କୃତ ହୋଇଛନ୍ତି। ପଞ୍ଜାବ ପ୍ରଦେଶ ଜଳନ୍ଧର…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ ରବିବାର ସକାଳେ ଶେରଗଡ ବସଷ୍ଟାଣ୍ଡରୁ ଉଦ୍ଧାର…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ ଅଛି ଏବଂ ଚାଷୀମାନେ କୌଣସି ଅଭାବର…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ମୂଳ ସମସ୍ୟାର ସମାଧାନ କରିପାରିବ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। କୋରାପୁଟ-ରାଣିଗଡ ରାସ୍ତା ନିକଟ ତଳ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ ସୋମବାର ସ୍ପଷ୍ଟ କରାଯାଇଛି। ରବିବାର ଖେଳାଯାଇଥିବା…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ ଯୁଦ୍ଧ ଶୀଘ୍ର ଶେଷ ହେବ। ଏହି କ୍ଷେତ୍ରରେ ପ୍ରଧାନମନ୍ତ୍ରୀ ମୋଦି ଯେଉଁ ଭୂମିକା…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ, ଦେଶ ଦୀର୍ଘ ଦିନ ଧରି ନକ୍ସଲବାଦ ଦ୍ୱାରା ଜର୍ଜରିତ। ଆମେ ଏକ ନକ୍ସଲମୁକ୍ତ…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା ମହାନ୍ତିଙ୍କ ସ୍ଵାମୀ ତଥା ସ୍ଥାନୀୟ ବ୍ଲକ୍ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତି ନାମରେ…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ ଯଦି ଇରାନ ଆଲୋଚନା ପଥରେ ଫେରି ନଯାଏ ଏବଂ ବାଣିଜ୍ୟ…

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ ଏକ ସୁନା ଖଣିକୁ ନେଇ ବିବାଦରେ ଦକ୍ଷିଣ ସୁଦାନରେ ବନ୍ଧୁକଧାରୀମାନେ ୭୦ରୁ ଅଧିକ…

ଟ୍ରମ୍ପଙ୍କ ହୃଦୟ ଭାଙ୍ଗିଲେ ନେତାନ୍ୟାହୁ! ଇସ୍ରାଏଲ ଘୋଷଣା କରି କହିଲା….

ନୂଆଦିଲ୍ଲୀ,୩୦ା୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଇସ୍ରାଏଲ ଆମେରିକାକୁ ଏକ ବଡ଼ ଧୋକା ଦେଇଛି। ଇସ୍ରାଏଲ ସ୍ପଷ୍ଟ ଭାବରେ କହିଛି ଯେ ଏହାର ସେନା ଗ୍ରାଉଣ୍ଡ ଅପରେସନ ପାଇଁ ଇରାନରେ ପ୍ରବେଶ କରିବ ନାହିଁ। ଇସ୍ରାଏଲୀ ଗଣମାଧ୍ୟମ ଅନୁଯାୟୀ, ଦେଶର…

ମଞ୍ଚରେ ପାକିସ୍ତାନ

ଭାରତ ସମେତ ବିଶ୍ୱର ଅଳ୍ପ କେତେକ ଦେଶ ପାକିସ୍ତାନକୁ ଏକ ଦୁର୍ଜନ ରାଷ୍ଟ୍ର ଭାବେ ଦେଖିଥାଆନ୍ତି। ଆତଙ୍କବାଦୀଙ୍କ ପାଇଁ ଏହି ଦେଶ ପରିଚିତ ଓ ତା’ର ରାଜନୈତିକ ଭାଗ୍ୟ ନିର୍ଦ୍ଧାରଣରେ ସେମାନେ ଗୁରୁତ୍ୱ ବହନ କରିଥାଆନ୍ତି ବୋଲି କୁହାଯାଇଆସୁଛି। ଭାରତୀୟ ଗଣମାଧ୍ୟମ…

ଯୁଦ୍ଧକୁ ନେଇ କଂଗ୍ରେସର ରାଜନୀତି ପ୍ରବାସୀ ଭାରତୀୟଙ୍କ ପାଇଁ ବିପଦ: ମୋଦି

ନୂଆଦିଲ୍ଲୀ ,୩୦ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଏବେ ସାରା ବିଶ୍ୱରେ ସଙ୍କଟ ସୃଷ୍ଟି ହୋଇଛି। ଏଥିରେ ଭାରତ ମଧ୍ୟ ପ୍ରଭାବିତ ହୋଇଛି। କିନ୍ତୁ ଯୁଦ୍ଧକୁ ନେଇ କଂଗ୍ରେସ ଯେଭଳି ଟିପ୍ପଣୀ କରୁଛି, ତଦ୍ଦ୍ବାରା ଉପସାଗରୀୟ ଦେଶଗୁଡିକରେ ରହୁଥିବା ଭାରତୀୟଙ୍କ ପାଇଁ ବିପଦ ସୃଷ୍ଟି…

୧୦ ବର୍ଷରେ ୧୦,୦୦୦ ମାଓବାଦୀଙ୍କ ଆତ୍ମସମର୍ପଣ

ନୂଆଦିଲ୍ଲୀ,୩୦ା୩(ପି.ଟି.) ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦୀ ମୁକ୍ତ କରିବା ଲାଗି ସରକାର ସମୟସୀମା ଧାର୍ଯ୍ୟ କରିଥିଲେ। ଏହା ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ ଥିବାବେଳେ ଏନେଇ ସରକାର କରିଥିବା ଉଦ୍ୟମ ସମ୍ପର୍କରେ ସୋମବାର ଲୋକ ସଭାରେ ଆଲୋଚନା…

ମଧ୍ୟପ୍ରାଚ୍ୟ ରଣକ୍ଷେତ୍ର: ଟଳିଲେଣି ୪,୫୦୦

ତେହରାନ୍‌ ,୩୦ା୩: ଫେବୃଆରୀ ୨୮ରେ ଇରାନ୍‌ ବିରୋଧରେ ଆମେରିକା ଓ ଇସ୍ରାଏଲ ଆରମ୍ଭ କରିଥିବା ଅପରେଶନକୁ ଇତିମଧ୍ୟରେ ଏକ ମାସ ପୂରିଛି। ଇରାନ୍‌ ଉପରେ ଉକ୍ତ ଦୁଇ ଦେଶର ଆକ୍ରମଣ ପରେ ଏହି ଯୁଦ୍ଧ ମହାଯୁଦ୍ଧରେ ପରିଣତ ହେବା ସହ ସମଗ୍ର ମଧ୍ୟପ୍ରାଚ୍ୟ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri