Odisha Elections 2024

୩ ସ୍ଥାନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୧୫ା୪: କଂଗ୍ରେସ ରବିବାର ତା’ର ଆଉ ୭୫ ପ୍ରାର୍ଥୀ ତାଲିକା ପ୍ରକାଶ କରିସାରିଛି। ତେବେ ୩ଟି ସ୍ଥାନରେ କଂଗ୍ରେସ ତା’ର ପୂର୍ବ ପ୍ରାର୍ଥୀଙ୍କୁ ବଦଳାଇଛି। ତଳସରାରେ ପ୍ରବୋଧ ତିର୍କୀଙ୍କ ବଦଳରେ କଂଗ୍ରେସ ଦେବେନ୍ଦ୍ର ଭିତିରିଆଙ୍କୁ ପ୍ରାର୍ଥୀ କରିଥିବା ବେଳେ ବାଲିଗୁଡ଼ାରେ ସୁରଦା ପ୍ରଧାନଙ୍କ ସ୍ଥାନରେ ଉପେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରିଛି। ସେହିପରି କବିସୂର୍ଯ୍ୟନଗରରେ ଚିରଞ୍ଜିବୀ ବିଷୋୟୀଙ୍କ ସ୍ଥାନରେ ବିପନ ସ୍ବାଇଁଙ୍କୁ କଂଗ୍ରେସ ପ୍ରାର୍ଥୀ କରିଛି।

ସୂଚନାଯୋଗ୍ୟ, ଏପ୍ରିଲ ୨ରେ କଂଗ୍ରେସ ୪୯ ଜଣ ପ୍ରାର୍ଥୀଙ୍କ ନାମ ଘାଷଣା କରିଥିବା ବେଳେ ପ୍ରବୋଧ ଓ ସୁରଦାଙ୍କୁ ଟିକେଟ ବି ଦେଇଥିଲା। ସେମାନେ ମଧ୍ୟ ପ୍ରଚାର ମଇଦାନକୁ ଓହ୍ଲାଇଥିଲେ ମାତ୍ର ଏବେ ସେମାନଙ୍କ ଟିକେଟ୍‌କୁ ଦଳ କାଟି ଦେଇଛି। ଏନେଇ ରାଜନୈତିକ ମହଲରେ ବିଭିନ୍ନ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘୧୮ ମାସରେ ଚିଟ୍‌ଫଣ୍ଡ ଦୋଷୀଙ୍କୁ ଜେଲ୍‌ରେ ପୂରାଇବୁ’

ସମ୍ବଲପୁର,୨୧।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବଲପୁର ସଭାରେ ଆସୁ ଆସୁ ବର୍ଷିଛନ୍ତି। ଶାହା କହିଛନ୍ତି, ଭାଜପା ସରକାର ଆସିଲେ ମେଡିକାଲ ସାଇନ୍ସ ଓଡ଼ିଆରେ...

ଓଡ଼ିଶାକୁ ଶାସନ କିଏ କରିବ, କହିଦେଲେ ଅମିତ ଶାହା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚ୍‌ଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ଶାହା ବିଜେଡି ଉପରେ...

ମନ୍ମଥଙ୍କ ପାଇଁ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ, ଭିଡିଓ ବାର୍ତ୍ତାରେ କହିଲେ…

ଭୁବନେଶ୍ୱର,୨୧।୫: ଭୁବନେଶ୍ୱର ଏମ୍‌ପି ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମନ୍ମଥ...

ମୁହଁ ଖୋଲିଲେ ପ୍ରଦୀପ ପାଣିଗ୍ରାହୀ: କହିଲେ, ବିଜେଡି ଷଡଯନ୍ତ୍ରରେ ହୋଇଛି ଆକ୍ରମଣ

ଭୁବନେଶ୍ୱର,୨୧।୫: ବ୍ରହ୍ମପୁର ଭାଜପା ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଭୁବନେଶ୍ୱର ଏମ୍ସରୁ ଡିସ୍‌ଚାର୍ଜ ହୋଥଛନ୍ତି। ଡିସ୍‌ଚାର୍ଜ ପରେ ତାଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ମୁହଁ...

ନିର୍ବାଚନ ପାଇଁ ଜମି, ଛେଳି ବିକିଲେ ବିଧାୟକ ପ୍ରାର୍ଥୀ

କେନ୍ଦୁଝର, ୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ରର ବିକାଶ ପାଇଁ ଏଥର ପ୍ରାର୍ଥୀ ହୋଇଛନ୍ତି ଦିବ୍ୟାଙ୍ଗ ଦତ ମୁଣ୍ଡା (୫୩)। ତେବେ...

ଇଲେକ୍ସନ ଡ୍ୟୁଟି ସାରି ଫେରୁଥିବା ପୋଲିସ କର୍ମଚାରୀ ଗାଡି ଦୁର୍ଘଟଣାଗ୍ରସ୍ତ

ଛତ୍ରପୁର,୨୧।୫ (ଦିଲ୍ଲୀପ ସାମଲ): ଇଲେକ୍ସନ ଡ୍ୟୁଟି ସାରି ଭଞ୍ଜନଗରରୁ ଏକ ବସ ପୋଲିସ କର୍ମଚାରୀଙ୍କୁ ଧରି ଛତ୍ରପୁର ଫେରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଛତ୍ରପୁର ଡିଆରଡିଏ ଛକ...

ନିର୍ବାଚନ ସେକ୍ଟର ଅଫିସରଙ୍କୁ ଘେରିଲେ ଗ୍ରାମବାସୀ

ଲୋଇସିଂହା,୨୧।୫(ସୁଶାନ୍ତ ବାରିକ) ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲୋଇସିଂହା ବ୍ଲକ ସରଗାଡ ଗ୍ରାମରେ ନିର୍ବାଚନରେ ନିୟୋଜିତ ସେକ୍ଟର ଅଫିସର ସୂର୍ଯ୍ୟକାନ୍ତ ପଧାନଙ୍କୁ ଘେରିଲେ...

ବରଗଡ଼ ଜିଲାରେ ୭୫.୯୭ ପ୍ରତିଶତ ମତଦାନ: ଭଟଲିରେ ସର୍ବାଧିକ, ଅତାବିରାରେ ସର୍ବନିମ୍ନ

ବରଗଡ଼,୨୧।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ମତଦାନ ପ୍ରକ୍ରିୟା ସରିଛି । ଖରା,ତ ାତି ସତ୍ତ୍ବେ ମତଦାନ କେନ୍ଦ୍ର ଗୁଡିକରେ ଏଥର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri