ବିଜେଡି ଛାଡ଼ିଲେ ୨ ପୂର୍ବତନ ବିଧାୟକ

ଭୁବନେଶ୍ୱର,୧୫।୪: ବିଜେଡିରୁ ଇସ୍ତଫା ଦେଲେ ଦୁଇ ପୂର୍ବତନ ବିଧାୟକ। ସେମାନେ ହେଲେ ବ୍ରହ୍ମପୁରର ପୂର୍ବତନ ବିଧାୟକ ଶିବଶଙ୍କର ସାହାଣୀ ହିଞ୍ଜିଳିର ପୂର୍ବତନ ବିଧାୟକ ହରିହର ସାହୁ। ଦଳରେ ଅଣଦେଖା କରାଯାଉଥିବା ପ୍ରତିବାଦରେ ସୋମବାର ୨ ପୂର୍ବତନ ବିଧାୟକ ଇସ୍ତଫା ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଜେଜେଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...

ଯିବାକୁ ପଡିବନି RTO: ଏଣିକି ଘରେ ବସି ରିନ୍ୟୁ ହେବ ଡ୍ରାଇଭିଂ ଲାଇସେନ୍ସ, ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨।୧: ଯଦି ଆପଣଙ୍କର ଡ୍ରାଇଭିଂ ଲାଇସେନ୍ସ (DL) ୨୦୨୬ରେ ଶେଷ ହେବାକୁ ଯାଉଛି, ତେବେ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। ଭାରତରେ ଆପଣଙ୍କର ଡ୍ରାଇଭିଂ...

ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲ: ସଫଳତା ଆଣିଲେ….

ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ):  ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ...

ଇତିହାସ ରଚିଲା Dhurandhar: ଟିକସ ଛାଡ଼ ଘୋଷଣା କଲେ…

ମୁମ୍ବାଇ,୨।୧: ଫିଲ୍ମ “ଧୁରନ୍ଧର” ଡିସେମ୍ବର ୫, ୨୦୨୫ରେ ମୁକ୍ତିଲାଭ କରିଥିଲା। ଏହି ଫିଲ୍ମଟି ସାରା ବିଶ୍ୱରେ ହିଟ ହୋଇଥିଲା ଏବଂ ବକ୍ସ ଅଫିସରେ ଉଲ୍ଲେଖନୀୟ ପ୍ରଦର୍ଶନ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri